ରାମ ମନ୍ଦିର ଦାନ ବାକ୍ସରୁ ୭ କୋଟି ଟଙ୍କା ହେରଫେର !, ୩ ଜଣିଆ SIT ଟିମ୍ ଗଠିତ
ନୂଆଦିଲ୍ଲୀ: ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସରୁ ପ୍ରାୟ ୭ କୋଟି ଟଙ୍କା ହେରଫେର ନେଇ ଦେଶବ୍ୟାପୀ ଚର୍ଚ୍ଚା । ଗଠନ ହେଲା ୩ ଜଣିଆ SIT ଟିମ୍ । ଦଳରେ ସାମିଲ ଅଛନ୍ତି ଜଣେ କମିଶନର, ସିବିଆଇ ଅଭିଜ୍ଞତା ଥିବା ବରିଷ୍ଠ ପୋଲିସ ଅଧିକାରୀ ଓ ଅର୍ଥ ବିଭାଗର ଜଣେ ସ୍ୱତନ୍ତ୍ର ସଚିବ । !-->…