ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା, କାର୍‌ରୁ ମୃତଦେହ ଉଦ୍ଧାର

ସମ୍ବଲପୁର: ସମିତି ସଭ୍ୟଙ୍କୁ ହତ୍ୟା । ବରଗଡ଼ ଜ଼ିଲ୍ଲା ଆଗଲପୁର ସମିତି ସଭ୍ୟଙ୍କୁ ଗୁଳି ମାଡ଼। ଗୁଳିମାଡ଼ରେ ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକଙ୍କ ମୃତ୍ୟୁ ହୋଇଛି । ସିନାଜୋରୀ କେବାଡ଼ କେନାଲ ରୋଡ଼ରେ ଗୁଳିକାଣ୍ଡ ଘଟାଇ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି । କାର୍ ଭିତରେ ବସିଥିବାବେଳେ

ସରିଲା ଗଣନା : ଭିତରକନିକାରେ ବଢିଲେ ଦେଶୀୟ ପକ୍ଷୀ

ରାଜନଗର: ବିଶ୍ୱପ୍ରସିଦ୍ଧ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗଣନା ଶେଷ ପରେ ଶୁକ୍ରବାର ଅର୍ଥାତ ଆଜି ରିପୋର୍ଟ ପ୍ରକାଶ ପାଇଛି। ଚଳିତବର୍ଷ ଦେଶୀୟ ପକ୍ଷୀଙ୍କ ସଂଖ୍ୟାରେ ଗତବର୍ଷଠାରୁ ୧୪୮୩ ବୃଦ୍ଧି ପାଇଛି। ଗତବର୍ଷ ଏଠାରେ ୧,୩୦,୭୯୬ ଦେଶୀୟ ପକ୍ଷୀ ଭିଡ଼ ଜମାଇଥିବା ବେଳେ ଚଳିତବର୍ଷ ଏହି ସଂଖ୍ୟା

ବଂଶଧାରାରେ ବଢୁଛି ଜଳସ୍ତର, ଧାନ, ପନିପରିବା ଓ ମକା ଚାଷ ଉଜୁଡ଼ିବା ଆଶଙ୍କା

ଗୁଡ଼ାରୀ : ଲଗାଣ ବର୍ଷା ଯୋଗୁଁଁ ଗୁଡ଼ାରୀ ଅଞ୍ଚଳ ଦେଇ ପ୍ରବାହିତ ବଂଶଧାରା ନଦୀର ଜଳସ୍ରୋତ ବଢ଼ିବାରେ ଲାଗିଛି। ଗୁରୁବାର ରାତିଠାରୁ ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ନଦୀକୂଳିଆ ଅଞ୍ଚଳବାସୀଙ୍କ ସମେତ ଚାଷୀଙ୍କ ଚିନ୍ତା ବଢ଼ିଛି। ଉପରମୁଣ୍ଡରେ ବର୍ଷା ଲାଗି ରହିଲେ ନଦୀର ଜଳସ୍ତର ଆହୁରି ବଢି

ଓଡ଼ଗାଁ ଏନଏସିରେ ଏନଫୋର୍ସମେଣ୍ଟ ଟିମର ଚଢ଼ାଉ : ୩୧ଶହ ଟଙ୍କା ଜୋରିମାନା ସହିତ ୧୨ କେଜି ପଲିଥିନ ଜବତ

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ଏନଏସି ପକ୍ଷରୁ ସହରକୁ ସ୍ୱଚ୍ଛ, ସୁନ୍ଦର ଓ ସୁସ୍ଥ ପରିବେଶ ରକ୍ଷା ପାଇଁ ଏନଫୋର୍ସମେଣ୍ଟ ଟିମ୍ ତରଫରୁ ବିଭିନ୍ନ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନ ଗୁଡିକରେ ଚଢ଼ାଉ କରାଯାଇଥିଲା ।ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ କ୍ରମେ ଚଢ଼ାଉ ସମୟରେ ଏକକ ବ୍ୟବହୃତ

ରଣପୁର ମୁସଲିମ ସାହିରୁ ୧୪୫ ଗ୍ରାମ ବ୍ରାଉନ ସୁଗାର ଜବତ, ବେପାରୀ ଗିରଫ

ନୟାଗଡ଼,୧୧/୦୯(ନିସର୍ତ୍ତ) : ନୟାଗଡ଼ ଜିଲ୍ଲା ରଣପୁର ଅବକାରୀ ଥାନା ଅନ୍ତର୍ଗତ ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ସ୍ଥିତ ମୁସଲିମ ସାହିରୁ ଗୁରୁବାର ୧୪୫ ଗ୍ରାମ ବ୍ରାଉନ ସୁଗାର ସହିତ ବେପାରୀକୁ ଗିରଫକରିଛି ରଣପୁର ଅବକାରୀ ପୋଲିସ l ସୂଚନା ଅନୁଯାୟୀ ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ

ସୁରକ୍ଷା ପାଇଁ ସାର୍ବଜନୀନ ହେବନି ରତ୍ନଭଣ୍ଡାର ଗଣତି ରିପୋର୍ଟ : ଆଇନ ମନ୍ତ୍ରୀ

ପୁରୀ: ସାର୍ବଜନୀନ ହେବନି ରତ୍ନଭଣ୍ଡାର ଗଣତି ମଣତି ରିପୋର୍ଟ । ରତ୍ନଭଣ୍ଡାର ଗଣତି ମଣତି ତାଲିକା ଏକ ଗୁପ୍ତ ସେବା, ଏହା କୌଣସି ରିଲ୍ସ ନୁହେଁ । ସଂପୂର୍ଣ୍ଣ ସ୍ୱଚ୍ଛତାର ସହ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି କରାଯାଉଛି । ମହାପ୍ରଭୁଙ୍କ ନୀତି ବହୁଳତାକୁ ଦେଖି ରତ୍ନଭଣ୍ଡାର ଗଣତି

ଓରାଙ୍ଗଓଟାନ ଉଦ୍ଧାର ଘଟଣା : ଦୀଘାରୁ ୩ ଜଣଙ୍କୁ ଉଠାଇ ନେଲା ଏସଟିଏଫ ଟିମ୍

ଜଳେଶ୍ବର : ଭୋଗରାଇରୁ ଓରାଙ୍ଗ ଓଟାନ ଉଦ୍ଧାର ଘଟଣାରେ ପଶ୍ଚିମବଙ୍ଗ ଦୀଘାର ଏକ ଘରୋଇ ହୋଟେଲ ରୁ ୩ ଜଣଙ୍କୁ ଉଠାଇ ନେଲା ଏସଟିଏଫ ଟିମ୍ । ହୋଟେଲ ମାଲିକ ସମ୍ପୃକ୍ତି ଥିବା ସନ୍ଦେହ କରାଯାଉଛି । ହୋଟେଲ ମାଲିକଙ୍କ ଘର ହାଓଡା ଅଞ୍ଚଳର ବୋଲି ଜଣାପଡିଛି । ୩ ଜଣଙ୍କୁ ଉଠାଇ ନେଇ ଅଧିକ

ଲଗାଣ ବର୍ଷାରେ ବୁଡ଼ିଲା ପୋଟେରୁ ବ୍ରିଜ୍‌, ୩୨୬ ନଂ ଜାତୀୟ ରାଜପଥ ଠପ୍‌

୫ଟି ତଳୂଆ ବ୍ରିଜ୍ ଜଲ ମଗ୍ନ ହେଲେ ୪୦ରୁ ଅଧିକ ପଞ୍ଚାୟତ ସହ ଯୋଗାଯୋଗ ବିଚ୍ଛିନ୍ନ ଆଶଙ୍କା ମାଲକାନଗିରି, ୧୧/୦୯: ମାଲକାନଗିରି ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ କିଛି ଦିନ ଧରି ଜିଲ୍ଲାରେ ଲଗାତାର ବର୍ଷା ହେଉଥିବାରୁ ବିଭିନ୍ନ ନଦୀ ଓ ନାଳର ଜଳସ୍ତର

‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ ଶୁଭାରମ୍ଭ; ଘରେ ବସି ମିଳିବ ୧୪ଟି ପୋଲିସ ସେବା

ଭୁବନେଶ୍ବର:ପୋଲିସ ତରଫରୁ ପ୍ରଦାନ କରାଯାଉଥିବା ବିଭିନ୍ନ ଜରୁରୀ ସେବା ପ୍ରାପ୍ତି ନିମନ୍ତେ ଆଉ ପୋଲିସ ଥାନା କିମ୍ବା ସମ୍ପୃକ୍ତ କାର୍ଯ୍ୟାଳୟକୁ ଯିବାର ଆବଶ୍ୟକତା ପଡିବ ନାହିଁ । ପୋଲିସ ସେବା ବ୍ୟବସ୍ଥାକୁ ଅଧିକ ସରଳ, ଦ୍ରୁତ, ସ୍ୱଚ୍ଛ, ନାଗରିକ-କେନ୍ଦ୍ରିକ ଓ ତ୍ଵରିତ ସେବା ଯୋଗାଇ ଦେବାକୁ

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି: ଅକ୍ଟୋବର ୨୬ରୁ ଘରକୁ ଘର ବୁଲି ଭୋଟର ତାଲିକା ଯାଞ୍ଚ

ଭୁବନେଶ୍ୱର: ଆଗାମୀ ୨୦୨୭ ମସିହାରେ ଅନୁଷ୍ଠିତ ହେବାକୁ ଥିବା ପଞ୍ଚାୟତ ଏବଂ ମ୍ୟୁନିସିପାଲିଟି ନିର୍ବାଚନ ପାଇଁ ରାଜ୍ୟରେ ଏବେଠାରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଛି । ସ୍ଥାନୀୟ ସ୍ୱାୟତ୍ତ ଶାସନ ନିର୍ବାଚନକୁ ସ୍ୱଚ୍ଛ, ଅବାଧ ଏବଂ ସୁରୁଖୁରୁରେ ସମ୍ପନ୍ନ କରିବା ଲକ୍ଷ୍ୟରେ ରାଜ୍ୟ ନିର୍ବାଚନ