ରାଜଧାନୀରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ । ଧଉଳି ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ । ହଷ୍ଟେଲରୁ ନେଇ ହୋଟେଲରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଅଭିଯୋଗ ଆଧାରରେ ତଦନ୍ତ କରୁଛି ଧଉଳି ଥାନା ପୋଲିସ । ପୀଡ଼ିତା ଜଣକ ହଷ୍ଟେଲରେ ରହୁଥିଲେ । ଗତକାଲି କୌଣସି କାରଣରରୁ ହୋଟେଲକୁ ଡାକିଥିଲେ…

ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ପଦ୍ମପୁର: ଶିକ୍ଷକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ । ମେଲଛାମୁଣ୍ଡା ଥାନା ଅର୍ନ୍ତଗତ ଘେଁସ ଠାରେ ରାଜରାସ୍ତା ଜନଗହଳିପୂର୍ଣ୍ଣ ସ୍ଥାନରେ ଜଣେ ଶିକ୍ଷକଙ୍କୁ ମାରଣାସ୍ତ୍ରରେ ହାଣିଲେ ଦୁର୍ବୃତ୍ତ । ଲହୁଲୁହାଣ ଆକ୍ରମଣ କରି ମୋଟରସାଇକେଲ ରେ ଫେରାର୍ ମାରିଲେ ଦୁର୍ବୃତ୍ତ । ପଦ୍ମପୁର…

ବିସ୍କୁଟରେ ବିଷ ଦେଇ ବୋହୂକୁ ହତ୍ୟା ଉଦ୍ୟମ ଅଭିଯୋଗ

ସୋର: ବିସ୍କୁଟରେ ବିଷଦେଇ ବୋହୂକୁ ହତ୍ୟା ଉଦ୍ୟମ । ପରିବାର ଲୋକଙ୍କ ସାଂଘାତିକ ଅଭିଯୋଗ । ବିସ୍କୁଟରେ ବିଷଦେଇ ବୋହୂକୁ ହତ୍ୟା କରିବାକୁ ଚାହୁଁଥିଲେ ଶାଶୂ ଘର ଲୋକ । ମହିଳାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଭଦ୍ରକ ମେଡିକାଲରେ ଭର୍ତ୍ତି । ଶୋଇବା ଘର ତାଲା ଭାଙ୍ଗି ମହିଳାଙ୍କୁ…

ବାଇକ ଚେନ୍ କ୍ରାଙ୍କରେ ପିଟି ପିଟି ମାଆ-ଝିଅଙ୍କୁ ବୀଭତ୍ସ ହତ୍ୟା

ଭୁବନେଶ୍ୱର: ସମ୍ବଲପୁରରୁ ଆସିଛି ବଡ଼ ଅଘଟଣ। ମାଆ ଝିଅଙ୍କୁ କରାଯାଇଛି ବୀଭତ୍ସ ହତ୍ୟା । ବାଇକ ଚେନ୍ କ୍ରାଙ୍କରେ ପିଟି ପିଟି ମାରିଦେଲେ ଦୁର୍ବୃତ୍ତ । ସମ୍ବଲପୁର ଶାସନ ଥାନା ଅନ୍ତର୍ଗତ ଗିରିପାଲି ଅଞ୍ଚଳରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ । ଗରମ ଯୋଗୁଁ ଉଭୟ ମାଆ ଓ ଝିଅ ଘର ଅଗଣାରେ…

କାଳବୈଶାଖୀ ତାଣ୍ଡବ, ବଜ୍ରାଘାତରେ ଚାଲିଗଲା ୩ ଜୀବନ

ଭୁବନେଶ୍ୱର: କାଳ ସାଜୁଛି କାଳବୈଶାଖୀ । ରାଜ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମୟରେ ଅଘଟଣ । ଯାଜପୁର, ଭଦ୍ରକ ଓ ବାରିପଦାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ପାଟପୁର ପଞ୍ଚାୟତ ଗୁଣ୍ଡିଲୋ ଗାଁର ସଂଗ୍ରାମ ନାୟକ ବିଲରେ ହଳ କରୁଥିବା…

ଓପିଏସ୍‌ସି ପରୀକ୍ଷାରେ କପି କରି ଗିରଫ ହେଲେ ପରୀକ୍ଷାର୍ଥୀ

କଟକ: ଓପିଏସସି ପରୀକ୍ଷାରେ କପି କରି ଫସିଗଲେ ପରୀକ୍ଷାର୍ଥୀ। ଓପିଏସ୍‌ସି ପରୀକ୍ଷାରେ କପି କରି ଗିରଫ ହେଲେ ପରୀକ୍ଷାର୍ଥୀ। ଫିଲ୍ମ ଷ୍ଟାଇଲ୍‌ରେ କପି କରୁଥିବା ବେଳେ ଗିରଫ କରିଛି ପୋଲିସ। କପି କରୁଥିବା ପରୀକ୍ଷାର୍ଥୀଙ୍କୁ ସ୍କ୍ୱାଡ ଟିମ ଧରିଥିବା ବେଳେ ଗିରଫ କରିଛି କଟକ ମର୍କତନଗର ଥାନା…

ବିଜେଡିରେ ସୁଜାତା କାର୍ତ୍ତିକେୟନଙ୍କ ଏଣ୍ଟ୍ରି ନେଇ ଚର୍ଚ୍ଚା ଜୋର

ଭୁବନେଶ୍ୱର: ନିର୍ବାଚନରେ ବିଜେଡିର ପରାଜୟ ପରେ ରାଜନୀତିରୁ ସନ୍ୟାସ ଘୋଷଣା କରିଥିବା ଭି କେ ପାଣ୍ଡିଆନଙ୍କ ପତ୍ନୀ ତଥା ପୂର୍ବତନ ଆଇଏଏସ୍ ଅଧିକାରୀ ସୁଜାତା ଆର କାର୍ତ୍ତିକେୟନ ଖୁବଶୀଘ୍ର ବିଜୁ ଜନତା ଦଳରେ ଯୋଗ ଦେବେ ବୋଲି ଚର୍ଚ୍ଚା ଆରମ୍ଭ ହୋଇଛି। ସେ ନିଜ ପ୍ରଶାସନିକ ଚାକିରିରୁ…

ITDA ଯନ୍ତ୍ରୀଙ୍କ ଘରୁ ୧ କିଲୋରୁ ଊର୍ଦ୍ଧ୍ବ ସୁନା ଠାବ କଲା ଭିଜିଲାନ୍ସ

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ସୋମବାର ଦିନ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରାଙ୍କ ପଞ୍ଚମ ବ୍ୟାଙ୍କ ଲକରରୁ ଆହୁରି ୭୦୩ ଗ୍ରାମ ସୁନା ଏବଂ ୩୭୫ ଗ୍ରାମ ରୂପା ଠାବ କରିଛି। ରବିବାର ଦିନ ଆୟଠାରୁ ପ୍ରାୟ ୭୯୮% ଅଧିକ ଆୟ କରିଥିବା ଅଭିଯୋଗରେ ତାଙ୍କୁ ଗିରଫ…

ସାର୍ଟିଫିକେଟ ପାଇଁ ଲାଞ୍ଚ ମାଗି ନିଲମ୍ବିତ ହେଲେ ଏଆରଆଇ

ସମ୍ବଲପୁର: ସାର୍ଟିଫିକେଟ ନାଁରେ ଲାଞ୍ଚ ମାଗୁଥିଲେ ସରକାରୀ ବାବୁ। ଘଟଣା ବିଷୟରେ ଜାଣିବା ପରେ ତୁରନ୍ତ କରାଗଲା ନିଲମ୍ବନ। ସମ୍ୱଲପୁର ସଦର ତହସିଲରେ ଇଡବ୍ଲୁଏସ୍ ସାର୍ଟିଫିକେଟ ପାଇଁ ଲାଞ୍ଚ ମାଗିବା ଘଟଣାରେ ଏଆରଆଇ ସୁରେନ୍ଦ୍ର ସା’ଙ୍କୁ ନିଲମ୍ବନ କରାଯାଇଛି। ତୁରନ୍ତ ତାଙ୍କୁ କାର୍ୟ୍ୟରୁ…

ମିଶନ ଶକ୍ତି ମହିଳାଙ୍କୁ ମିଳିବ ଟେକ୍ନୋଲୋଜି ଟ୍ରେନିଂ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ମିଶନ ଶକ୍ତି ମହିଳା ନେବେ ଟେକ୍ନୋଲୋଜି ଟ୍ରେନିଂ । ଏନେଇ ଓଡ଼ିଶା ଜୀବିକା ମିଶନ ଓ ଭୁବନେଶ୍ୱର ଆଇଆଇଟି ମଧ୍ୟରେ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଛି । ମିଶନ ଶକ୍ତି ମହିଳାଙ୍କୁ ଟ୍ରେନିଂ ଦେବେ ଆଇଆଇଟି ପ୍ରଫେସର । ଏନେଇ ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…