ପ୍ରେମିକାକୁ ଛୁରୀ ଭୁସି ହତ୍ୟା, ୨୭ ଦିନ ପରେ ଗଳିତ ମୃତଦେହ ଉଦ୍ଧାର

ଯୋଡା : ୨୭ ଦିନ ପରେ ନିଖୋଜ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର । ହତ୍ୟା କରିଥିଲା ପ୍ରେମିକ । କେନ୍ଦୁଝର ଜିଲ୍ଲା ଯୋଡା ବ୍ଲକ ଝାଡଗାଁ ସଂରକ୍ଷିତ ସିଦ୍ଧମଠ ଜଙ୍ଗଲରୁ ମୃତଦେହ ଜବତ ହୋଇଛି । ମୃତକ ହେଲେ ୨୧ ବର୍ଷୀୟା ଅନିତା ମହାକୁଡ଼ । ଗତ ମାସ ୧୧ ତାରିଖରୁ…

ଟିଏମସି ନେତାଙ୍କ ପୋଖରୀରୁ ଅସ୍ତ୍ରଶସ୍ତ୍ର ଜବତ

କଲକାତା: ପଶ୍ଚିମବଙ୍ଗ ଉତ୍ତର ୨୪ ପ୍ରଗଣା ଜିଲା ଅନ୍ତର୍ଗତ ସନ୍ଦେଶଖାଲି ଅଞ୍ଚଳରୁ ପୁଲିସ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ଜଣେ ନେତାଙ୍କ ପୋଖରୀରୁ ଶନିବାର ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଛି। ବିଶ୍ବସ୍ତ ସୂତ୍ରରୁ ଖବର ପାଇ ସ୍ଥାନୀୟ ପୁଲିସ ଓ ଏସ୍‌ଟିଏଫ ଶନିବାର ସକାଳେ ସନ୍ଦେଶଖାଲି…

କୁଏତ, ବାହାରିନ୍‌ ଉପରେ ଇରାନର ବାଲାଷ୍ଟିକ୍‌ କ୍ଷେପଣାସ୍ତ୍ର ଓ ଡ୍ରୋନ୍‌ ଆକ୍ରମଣ

କୁଏତ ସିଟି: କୁଏତ ଓ ବାହାରିନ ଉପରେ ଶନିବାର ଇରାନ ବାଲାଷ୍ଟିକ୍‌ କ୍ଷେପଣାସ୍ତ୍ର ଓ ଡ୍ରୋନ୍‌ ଜରିଆରେ ଆକ୍ରମଣ କରିଛି। ଇରାନର ଆକ୍ରମଣକୁ ଦୃଷ୍ଟିରେ ରଖି କୁଏତ ଓ ବାହାରିନ୍‌ ସରକାର ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ସକ୍ରିୟ କରିଥିବା ଜଣାପଡ଼ିଛି। ଏ ନେଇ ବାହାରିନ୍‌ ସରକାରଙ୍କ ତରଫରୁ…

ମହଙ୍ଗା ହେଲା ଏଲପିଜି, ଚିନ୍ତାରେ ଖାଉଟି

ନୂଆଦିଲ୍ଲୀ: ଘରୋଇ ଏଲପିଜି ସିଲିଣ୍ଡର ଦର ପୁଣି ୨୯ ଟଙ୍କା ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ମୂଲ୍ୟ ୧୪.୨ କିଲୋଗ୍ରାମ ଘରୋଇ ସିଲିଣ୍ଡର ଉପରେ ଶନିବାର ମଧ୍ୟରାତ୍ରରୁ ଦେଶବ୍ୟାପୀ ତତ୍କାଳ ଲାଗୁ କରାଯାଇଛି। ଗତ ୩ ମାସ ମଧ୍ୟରେ ଏହା ଘରୋଇ ଏଲପିଜି ଉପରେ ସର୍ବାଧିକ ଦ୍ବିତୀୟ ଥର ଦରବୃଦ୍ଧି ବୋଲି…

NEET-UG ୨୦୨୬ ପରୀକ୍ଷା ପାଇଁ ସହର ସୂଚନା ଜାରି କଲା ଏନଟିଏ

ନୂଆଦିଲ୍ଲୀ : NEET-UG ପେପର ଲିକ୍ ହେବା ପରେ ପୁଣିଥରେ ପରୀକ୍ଷା କରାଯାଉଛି । ଜୁନ୍ ୨୧ ତାରିଖରେ ଆଉଥରେ ନିଟ୍ ପରୀକ୍ଷା କରାଯିବ । ଏଥିପାଇଁ ପରୀକ୍ଷା ପାଇଁ ସହର ସୂଚନା ଘୋଷଣା କରିଛି ଏନଟିଏ । ପରୀକ୍ଷାର୍ଥୀ ସହର ସୂଚନା ଦେଖିବା ପାଇଁ ଆବେଦନ ନମ୍ବର ଏବଂ ପାସୱାର୍ଡ ଦେଇ ଲଗ୍ ଇନ୍…

ଟେମ୍ପରାରୀ କଲୋନୀଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟର ଭିତ୍ତି ପ୍ରସ୍ତର ସ୍ଥାପନ

ଚିତ୍ରକୋଣ୍ଡା ଟେମ୍ପରାରୀ କଲୋନୀଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜସିର୍କେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଦ୍ୟାଳୟର ଭିତ୍ତି ପ୍ରସ୍ତର…

ଶାଢି ବଣ୍ଡଲ ତଳେ ଲୁଚିଥିଲେ ଟିଏମସି ନେତା, ଗିରଫ କଲା ପୋଲିସ

କୋଲକତା : ପଶ୍ଚିମବଙ୍ଗ ହାୱଡାରେ ଟିଏମସି ନେତାଙ୍କୁ ଗିରଫ କରିଛି ପୋଲିସ । ଗିରଫ କରିବା ବେଳର ଭିଡିଓ ସୋସିଆଲ ମିଡିଆରେ ଭାଇରଲ ହେବାରେ ଲାଗିଛି । ପୋଲିସକୁ ଚକମା ଦେବାକୁ ଟିଏମସି ନେତା ଏକ କପଡା ଦୋକାନର ଷ୍ଟୋରରୁମରେ ଶାଢି ବିଢା ଗଦା ତଳେ ଲୁଚିଥିଲେ । କିନ୍ତୁ ପୋଲିସ ନଜରରୁ…

ସଂପତ୍ତି ପାଇଁ ଆସିଷ୍ଟାଣ୍ଟ ପ୍ରଫେସରଙ୍କୁ ହତ୍ୟା, ପଶ୍ଚିମବଙ୍ଗରୁ ୨ ଜଣଙ୍କୁ ବାନ୍ଧିଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ : ଦିଲ୍ଲୀ ନ୍ୟୁ ଅଶୋକ ନଗର ଅଞ୍ଚଳରେ ଦିଲ୍ଲୀ ୟୁନିଭରସିଟିର ଜଣେ ମହିଳା ଆସିଷ୍ଟାଣ୍ଟ ପ୍ରଫେସର ହତ୍ୟା ମାମଲାରେ ପୋଲିସ ବଡ଼ ଖୁଲାସା କରିଛି । ଏହି ହତ୍ୟାକାଣ୍ଡ ସହିତ ଜଡିତ ଜଣେ ମହିଳା ଏବଂ ପୁରୁଷକୁ ପୋଲିସ ଗିରଫ କରିଛି । ହତ୍ୟା ପଛର କାରଣ ସଂପତ୍ତି ବିବାଦ ପ୍ରମୁଖ କାରଣ…

ଆମେରିକା ଟୋଲେଡୋରେ ଏକ ଉତ୍ସବରେ ଗୁଳିମାଡ଼, ଅନେକ ଗୁରୁତର

ଆମେରିକା : ଆମେରିକାରେ ଓହିୟୋରେ ଟୋଲେଡୋରେ ଭୟଙ୍କର ଗୁଳିକାଣ୍ଡ । ଏଠାରେ ଉତ୍ସବ ଚାଲିଥିବା ବେଳେ ଦୁବୃର୍ତ୍ତ ଆଖିବୁଜା ଗୁଳିମାଡ଼ ହୋଇଛି । ଏଠାକାର ଟୋଲେଡୋ ସହରର ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୁଳିମାଡ଼ ହୋଇଥିବା ଯୋଗୁଁ ଅନେକ ବ୍ୟକ୍ତି ଆହତ ହୋଇଛନ୍ତି । ଘଟଣା ପରେ ପୋଲିସ ଏବଂ…

ସୋରଲୁକୋଣ୍ଡା ବ୍ୟାରେଜରେ ଗାଧୁଆ ହେଲା କାଳ : ପାଣିରେ ବୁଡି ଯୁବକଙ୍କ ମୃତ୍ୟୁ

ମାଲକାନଗିରି : ବ୍ୟାରେଜ କୁ ଗାଧୋଇବାକୁ ଯାଇ ପାଣିରେ ବୁଡି ମୃତ୍ୟବରଣ କଲା ଯୁବକ। ଆଜି ଏପରି ଏକ ଦୁଃଖଦ ଘଟଣା ମାଲକାନଗିରି ଜିଲ୍ଲା ବାଲିମେଳା ସ୍ଥିତ ପୋଟେରୁ ଜଳ ସେଚନ ପ୍ରକଳ୍ପ ଅଧୀନରେ ଥିବା ସୋରଲୁକୋଣ୍ଡା ବ୍ୟାରେଜ ରେ ଦେଖିବାକୁ ମିଳିଛି। ମିଳିଥିବା ସୂଚନା ମୁତାବକ ଆଜି ରବିବାର ହେତୁ…