ରାଷ୍ଟ୍ରପତି ଭବନରେ ଅତିଥି ସାଜିଲେ ମା’ ବିରଜା ମନ୍ଦିର ସେବାୟତ

ଯାଜପୁର ଟାଉନ୍ : କଥା ଦେଇ କଥା ରଖିଲେ ମହାମହିମ ରାଷ୍ଟ୍ରପତି। ରାଷ୍ଟ୍ରପତି ଭବନକୁ ଡାକି ବକେୟା ପାଉଣା ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନୂଆଦିଲ୍ଲୀରେ ରାଷ୍ଟ୍ରପତି ଭବନରେ ଅତିଥି ସାଜିଲେ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ଅଙ୍ଗଲାଗି ସେବାୟତ ପ୍ରତିନିଧି ଦଳ। …

ITDA ଯନ୍ତ୍ରୀଙ୍କ ବ୍ୟାଙ୍କ ଲକରରୁ ବାହାରିଲା ୨ କୋଟିର ନଗଦ କ୍ୟାସ

ଭୁବନେଶ୍ବର: ଯେତେ ଖୋଲିଲେ, ସେତେ ବାହାରୁଛି । କନ୍ଧମାଳ ବାଲିଗୁଡ଼ା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ କୁବେର ସାମ୍ରାଜ୍ୟ । ବ୍ୟାଙ୍କ ଲକରରୁ ବାହାରିଲା ୨ କୋଟିର ନଗଦ କ୍ୟାସ । ଠାବ ହୋଇଛି ୫ ମହଲା କୋଠା ଓ ୧୩ଟି ଦାମୀ ପ୍ଲଟ୍ । ଯନ୍ତ୍ରୀଙ୍କ କଳାଧନ ଦେଖି…

ଆହୁରି ୪ ଦିନ ଯାଏଁ ରାଜ୍ୟରେ ଲାଗି ରହିବ କାଳବୈଶାଖୀ ପ୍ରଭାବ

ଭୁବନେଶ୍ବର: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ସାମାନ୍ୟ କମିଲା ତାତି । ରାଜଧାନୀ ସମେତ ରାଜ୍ୟର ଏକାଧିକ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି । ମଧ୍ୟାହ୍ନରେ ଭୟଙ୍କର ତାତି ଓ ଗୁଳୁଗୁଳି ପରେ ଅପରାହ୍ଣରେ ଭୀଷଣ ବର୍ଷା । ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ପ୍ରଭାବ ଲାଗି ରହିବ…

୧୦ ବର୍ଷର ବିବାଦରେ ପଡ଼ିବ ପୂର୍ଣ୍ଣଚେଦ: ହାଇକୋର୍ଟଙ୍କ ନିର୍ଦ୍ଦେଶରେ କୁସୁମପୁର-ନାକଟିସିମଡା ଜଙ୍ଗଲ ସୀମା ନିର୍ଦ୍ଧାରଣ

ଉମରକୋଟ/ରାଇଘର : ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ଅନ୍ତର୍ଗତ କୁସୁମପୁର ଓ ନାକଟିସିମଡା ଗ୍ରାମ ମଧ୍ୟରେ ଲାଗି ରହିଥିବା ଦଶନ୍ଧିର ପୁରୁଣା ଜଙ୍ଗଲ ସୀମା ବିବାଦର ସମାଧାନ ପାଇଁ ଏକ ଐତିହାସିକ ପଦକ୍ଷେପ ଗ୍ରହଣ କରାଯାଇଛି। ମାନ୍ୟବର ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଗତ ରବିବାର ଦିନ…

୩,୭୯୩.୩୩ କୋଟିର ପୁଞ୍ଜି ନିବେଶକୁ ମଞ୍ଜୁରୀ, ୧୪ ଜିଲ୍ଲାରେ ସ୍ଥାପନ ହେବ ୨୪ଟି ଶିଳ୍ପ ପ୍ରକଳ୍ପ

ଭୁବନେଶ୍ବର: ଓଡ଼ିଶାରେ ୩ ହଜାର ୭୯୩ କୋଟି ୩୩ ଲକ୍ଷର ପୁଞ୍ଜିନିବେଶ ପ୍ରସ୍ତାବକୁ ସରକାରୀ ମଞ୍ଜୁରୀ । ୧୪ଟି ଜିଲ୍ଲାରେ ସ୍ଥାପନ ହେବ ୨୪ଟି ଶିଳ୍ପ ପ୍ରକଳ୍ପ । ସୃଷ୍ଟି ହେବ ପ୍ରାୟ ୨୦ ହଜାର ନିଯୁକ୍ତି । ରାଜ୍ୟରେ ଶିଳ୍ପ ବିକାଶ ଓ ନିଯୁକ୍ତି ସୁଯୋଗ ବୃଦ୍ଧି ନିମନ୍ତେ ଓଡ଼ିଶା ସରକାର…

ରାଜସୁନାଖଳାରେ ବଢ଼ୁଛି ଅପମିଶ୍ରିତ ଖାଦ୍ୟ : ପ୍ରଶାସନର ଲୋକ ଦେଖାଣିଆ ଚଢ଼ାଉ

ରାଜସୁନାଖଳା : ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାର ମଧ୍ୟ ଭାଗରେ ଅବସ୍ଥିତ ଏକ ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳୀ ହେଉଛିରାଜସୁନାଖଳା। ଏହି ଅଞ୍ଚଳରେ ବିଭିନ୍ନ ହୋଟେଲ , ଫାଷ୍ଟଫୁଡ୍ , ଉଠା ଜଳଖିଆ ଦୋକାନ ଓ ମିଠା ଦୋକାନ ଆଦି ରହିଛି । ଯେଉଁ ଥିରେ ଅପମିଶ୍ରିତ ତଥା ନିମ୍ନମାନର ଖାଦ୍ୟ ପଦାର୍ଥ…

ସିସି ରାସ୍ତା ନିର୍ମାଣରେ ବ୍ୟାପକ ଅନିୟମିତତା ଅଭିଯୋଗ, ନିମ୍ନମାନର କାର୍ଯ୍ୟ ଯୋଗୁଁ ଅଳ୍ପ ଦିନରେ ରାସ୍ତା ନଷ୍ଟ ହେବା…

ମାଲକାନଗିରି : ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଟିଗଲ ପଞ୍ଚାୟତ ଅନ୍ତର୍ଗତ ଏମପିଭି -୪୫ ଗ୍ରାମରେ ଚାଲିଥିବା ସିସି ରାସ୍ତା ନିର୍ମାଣରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ସ୍ଥାନୀୟ ଗ୍ରାମବାସୀ ଅଭିଯୋଗ କରିଛନ୍ତି । ନିମ୍ନମାନର କାର୍ଯ୍ୟ ଯୋଗୁଁ ଅଳ୍ପ ଦିନରେ ରାସ୍ତା ନଷ୍ଟ ହେବା…

ଓଡ଼ଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରେ ମାଛଚାଷ ପାଇଁ ୬ ପୋଖରୀ ନିଲାମଧାରୀଙ୍କୁ ପ୍ରଦାନ

ନୟାଗଡ: ନୟାଗଡ଼ ଜିଲ୍ଲା ଓଡ଼ଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରେ ୯ ଟି ପୋଖରୀରୁ ୬ ଟି ପୋଖରୀରେ ମାଛ ଚାଷ ପାଇଁ ପ୍ରଥମ ଥର ନୋଟିସ ଅନୁସାରେ ନିଲାମ ଡାକି ନିଲାମକାରୀ ମାନେ ଅର୍ଥ ଜମା କରିବା ପରେ ସେମାନଙ୍କୁ ଚୁକ୍ତି ଭିତ୍ତିକ ପ୍ରକ୍ରିୟାରେ ପୋଖରୀ ହସ୍ତାନ୍ତର କରାଯାଇଛି । ଓଡ଼ଗାଁ ଏନଏସି…

୧୭ ତମ ଓଡ଼ଗାଁ କ୍ରିକେଟ ଲିଗ୍ ଉଦଘାଟିତ

ନୟାଗଡ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ମିନି ଷ୍ଟାଡିୟମରେ ରଘୁନାଥ ଆଥଲେଟିକ ଆସୋସିଏସନ୍ ଦ୍ଵାରା ଆୟୋଜିତ ୧୭ ତମ ଓଡ଼ଗାଁ କ୍ରିକେଟ ଲିଗ୍ (ଓସିଏଲ୍)ର ଶୁଭାରମ୍ଭ ହୋଇଛି।ଏହି କ୍ରିକେଟ ଟୁର୍ଣ୍ଣାମେଣ୍ଟ ୧୦ ଦିନ ଧରି ଚାଲିବାକୁ ଥିବା ବେଳେ ୩୨ଟି ଦଳ ଅଂଶଗ୍ରହଣ କରିବେ ଏବଂ ଫାଇନାଲ ମ୍ୟାଚ୍ ଆସନ୍ତା…

ଆସିକା ମୁଖ୍ୟ ଡାକଘର ଉପରେ ଥିବା ଡାକ ବିଭାଗ ଅଧିକ୍ଷଙ୍କ କାର୍ଯ୍ୟାଳୟ ରେ ବଡ଼ ଧରଣର ଅଗ୍ନିକାଣ୍ଡ…..!

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ସହରର କେନ୍ଦ୍ରସ୍ଥଳୀରେ ଥିବା ମୁଖ୍ୟ ଡାକ ଘରର ଉପର ମହଲା ରେ ଥିବା ଡାକ ବିଭାଗୀୟ ଅଧିକ୍ଷକଙ୍କ କାର୍ଯ୍ୟାଳୟ ରେ ସଟ ସାର୍କିଟ ଯୋଗୁଁ ଭୟା ବହ ଅଗ୍ନିକାଣ୍ଡ ଘଟିଥିବା ଜଣା ପଡିଛି। ଆଜି ଅପରାହ୍ନ ରେ ଅଚାନକ ଅଗ୍ନି ଝରକା ପଟେ ଅଗ୍ନି ଲାଗିଥିବା ସମ୍ପର୍କ…