ଜେଲରୁ ଫେରି ପୁଣି ଚାକିରିରେ ଯୋଗ ଦେଲେ ଆଇଏଏସ ଧିମାନ ଚକମା
ଭୁବନେଶ୍ୱର : ଜେଲରୁ ଫେରିବା ପରେ ପୁଣି ଚାକିରିରେ ଯୋଗ ଦେଲେ ଆଇଏଏସ ଧିମାନ ଚକମା। ରାଜସ୍ୱ ବିଭାଗର ଉପ ସଚିବ ଭାବେ ତାଙ୍କୁ ନିଯୁକ୍ତି ଦିଆଯାଇଛି। ୨୦୨୧ ବ୍ୟାଚର ଏହି ଆଇଏଏସ ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। କଳାହାଣ୍ଡି ଧର୍ମଗଡର ସବ କଲେକ୍ଟର ଥିବା ବେଳେ ତାଙ୍କ!-->…