ଗାଜାରେ ଯୁଦ୍ଧ ଶେଷ କରିବା ପାଇଁ ଶାନ୍ତି ଯୋଜନା ଘୋଷଣା, ଟ୍ରମ୍ପ ଦେଲେ ସୂଚନା

ଗାଜା: ଗାଜାରେ ଯୁଦ୍ଧ ଶେଷ କରିବା ପାଇଁ ଶାନ୍ତି ଯୋଜନା ଘୋଷଣା । ଶାନ୍ତି ଯୋଜନା ଘୋଷଣା କଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଏହି ଶାନ୍ତି ଯୋଜନାରେ ଗାଜାରେ ତୁରନ୍ତ ଯୁଦ୍ଧ ବିରତି, ପାଲେଷ୍ଟାଇନରୁ ଇସ୍ରାଏଲ ସେନା ପ୍ରତ୍ୟାହାର ଓ ପଣବନ୍ଦୀଙ୍କ ମୁକ୍ତି କରାଯିବ । ଯୁଦ୍ଧ ତୁରନ୍ତ

ଶାସ୍ତ୍ରୀ ଭବନରେ ମାଙ୍କଡ଼ର ଉପଦ୍ରବ, ୭ ମହଲାରୁ ଖସି ପଡିଲେ ଅଧିକାରୀ

ନୂଆଦିଲ୍ଲୀ : ଦିଲ୍ଲୀର ଶାସ୍ତ୍ରୀ ଭବନରେ ଏକ ମାଙ୍କଡ଼ର ଉତ୍ପାତ ଦେଖିବାକୁ ମିଳିଛି । କେନ୍ଦ୍ରୀୟ ମନ୍ତ୍ରଣାଳୟରେ ପୋଲିସ ଅଧିକାରୀ ଭାବେ କାର୍ଯ୍ୟ କରୁଥିବା ଦୀପକ ଖୋଡାଙ୍କ ଉପରେ ହଠାତ୍ ମାଙ୍କଡ଼ ଆକ୍ରମଣ କରିଥିଲା । ମାଙ୍କଡ଼ ଆକ୍ରମଣ ପରେ ସେ ଭୟଭୀତ ହୋଇ ୭ ମହଲାରୁ ଖସିପଡିଥିଲେ…

ନଦୀରେ ବୁଡ଼ି ଗୋଟିଏ ପରିବାରର ୩ ମୃତ ଜଣେ ଗୁରୁତର

ଚିକିଟୀ : ଏହି ବ୍ଲକ କେ. ନୂଆଗାଁ ଥାନା ଅର୍ନ୍ତଗତ କଳିଙ୍ଗଦୋଳା ନିକଟ ବାହୁଦା ନଦୀରେ ବୁଡ଼ି ତିନି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ସୂଚନା ପ୍ରକାରେ ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଗଡଗୋବିନ୍ଦପୁର

ଲହୁଣୀପଡ଼ାରେ ମହା ଦୁର୍ଗାଷ୍ଟମୀ ଉତ୍ସବ ପାଳିତ

ବଣାଇ : ଲହୁଣୀପଡ଼ାରେ ଦୁର୍ଗା ବାହିନୀ ତରଫରୁ ମହା ଦୁର୍ଗାଷ୍ଟମୀ ଉତ୍ସବ ଧୁମ୍ ଧାମରେ ପାଳିତ ହୋଇଯାଇଅଛି । ସ୍ଥାନୀୟ ସରସ୍ଵତୀ ଶିଶୁ ମନ୍ଦିର ପରିସରରେ ସର୍ବପ୍ରଥମେ ଦୁର୍ଗା ମାତାଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ ଓ ପୂଜାର୍ଚ୍ଚନା କରି ଶସ୍ତ୍ର ପୂଜନ କରାଯାଇଥିଲା । ପରେ ସପ୍ତଶ୍ଳୋକି

୧୧ କେଭି ଲାଇନ ସଂସ୍ପର୍ଶରେ ଶ୍ରମିକର ମୃତ୍ୟୁ, ଜଣେ ଆହତ

ଉମରକୋଟ/ରାଇଘର : ବିଗତକାଲି ସନ୍ଧ୍ୟା ଆନୁମାନିକ ପ୍ରାୟ ୫.୨୦ମିନିଟ ସମୟରେ ରାଇଘର ସଦର କୋଦଭାଟା ପୁରାଣ ଥାନା ପଛପଟେ ଏକ ଦୁର୍ଭାଗ୍ୟଜନକ ବିଦ୍ୟୁତ୍ ଦୁର୍ଘଟଣା ଘଟିଛି। ୧୧ କେଭି ବିଦ୍ୟୁତ୍ ଲାଇନ ତଳେ ଘର ନିର୍ମାଣ କାମ ସମୟରେ ଲୁହା ରଡ଼ ବିଦ୍ୟୁତ୍ ଲାଇନ ସହ ସଂସ୍ପର୍ଶ ହେବାରୁ ଜଣେ

ନୁଆଁଖାଇ ସେବା ଜୁହାରରେ ରାଇଘରରେ ଉଲ୍ଲାସ

ଉମରକୋଟ/ ରାଇଘର : ନବରଙ୍ଗପୁର ଜିଲ୍ଲାର ରାଇଘର ବ୍ଲକ ସଦର କୁରାବେଡା ପଞ୍ଚାୟତରେ ଆଜି ନୁଆଁଖାଇ ସେବା ଜୁହାର ଭବ୍ୟତାରେ ପାଳିତ ହେଲା। ପୁରୁଣା ପରମ୍ପରାକୁ ଅନୁସରଣ କରି ସମାଜରେ ଏକତା, ଭାଇଚାରା ଓ ସମ୍ପ୍ରୀତି ବଞ୍ଚାଇବାର ସନ୍ଦେଶ ସହ ହଜାର ହଜାର ଲୋକଙ୍କ ଉପସ୍ଥିତିରେ ଉତ୍ସବ ଆୟୋଜିତ

ନଦୀରେ ବୁଡ଼ି ଗୋଟିଏ ପରିବାରର ୩ ମୃତ, ଜଣେ ଗୁରୁତର

ବ୍ରହ୍ମପୁର : ସୋମବାର ଦିନ ଗଞ୍ଜାମ ଜିଲ୍ଲାରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ନଦୀରେ ବୁଡି ଜଣେ ମହିଳା, ତାଙ୍କ ଝିଅ ଏବଂ ନାତି ମୃତ୍ୟୁବରଣ କରିଛନ୍ତି । ଦିଗପହଣ୍ଡି ଅଞ୍ଚଳର କଳିଙ୍ଗାଦଳା ଗ୍ରାମ ନିକଟ ବାହୁଦା ନଦୀରେ ଏହି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଆଉ ଜଣେ ନାବାଳିକା

ଦୁଇ ବାଇକ ମୁହାଁମୁହିଁ, ୩ ମୃତ

ନୟାଗଡ଼: ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ନୟାଗଡ଼ ଜିଲା ଓଡ଼ଗା ଥାନା ଅନ୍ତର୍ଗତ ଗୋଡ଼ିପଲ୍ଲୀ ଛକ ନିକଟରେ ମଙ୍ଗଳବାର ଏଭଳି ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଜଣେ ଚେମେଡ଼ି ଅଞ୍ଚଳର ହୋଇଥିବାବେଳେ ଅନ୍ୟ ଜଣେ

ନାଲକୋ କାର୍ଯ୍ୟାଳୟରେ ସିବିଆଇ ଚଢ଼ାଉ

ଭୁବନେଶ୍ଵର: ନାଲକୋ କାର୍ଯ୍ୟାଳୟରେ ମଙ୍ଗଳବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ପକ୍ଷରୁ ଚଢ଼ାଉ କରାଯାଇଛି। ଚାକିରି ଦେବା ନାଁରେ ଏକାଧିକ ଯୁବକଙ୍କୁ ଠକେଇ କରାଯାଇଥିବା ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ସୂଚନା ମିଳିଛି। ସିବିଆଇ ପକ୍ଷରୁ ୨ ଜଣ କର୍ମଚାରୀଙ୍କୁ ପଚରାଉଚରା କରାଯାଇଛି।

ବଡଦାଣ୍ଡରେ ରହିବନି ମଦ ଦୋକାନ- ଆଇନ ମନ୍ତ୍ରୀ

ପୁରୀ: ଶ୍ରୀମନ୍ଦିରର ୧କିଲୋମିଟର ପରିଧି ଓ ବଡଦାଣ୍ଡରେ ରହିବନି ମଦ ଦୋକାନ । ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ବଡଦାଣ୍ଡକୁ ସଂଯୋଗ କରୁଥିବା ଛୋଟ ଛୋଟ ରାସ୍ତାରେ ଆମିଷ ବିକ୍ରି ବନ୍ଦ ରହିବ । ମନ୍ତ୍ରୀ କହିଛନ୍ତି ଯେ ଆଧ୍ୟାତ୍ମିକତାର ସୁରକ୍ଷା ଓ ମନ୍ଦିର ପାଖେ