ମାଲକାନଗିରି ସରକାରୀ ପଲିଟେକନିକରେ ବ୍ୟାପକ ନିଯୁକ୍ତି: ଟାଟା ଇଲେକ୍ଟ୍ରୋନିକ୍ସ ସହ ବିଭିନ୍ନ ପ୍ରତିଷ୍ଠିତ କମ୍ପାନୀରେ…

ମାଲକାନଗିରି : ସ୍ଥାନୀୟ ସରକାରୀ ପଲିଟେକନିକ୍ ଅନୁଷ୍ଠାନର ଛାତ୍ରଛାତ୍ରୀମାନେ ଚଳିତ କ୍ୟାମ୍ପସ ସିଲେକ୍ସନରେ ଅଭୂତପୂର୍ବ ସଫଳତା ହାସଲ କରିଛନ୍ତି। ଅନୁଷ୍ଠାନର ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରୀତିରଞ୍ଜନ ପ୍ରିୟଦର୍ଶୀ ପାତ୍ରଙ୍କ ପ୍ରେରଣା ଓ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ କ୍ୟାମ୍ପସ…

ଖୁବଶୀଘ୍ର ଦେଶରେ ଚାଲିବ ପଲିମର ନୋଟ୍, ପାଇଲଟ୍ ପ୍ରୋଜେକ୍ଟ ପାଇଁ ପ୍ରସ୍ତୁତି ଆରମ୍ଭ

ନୂଆଦିଲ୍ଲୀ : ଦେଶରେ ଖୁବଶୀଘ୍ର ଚାଲିବ ପଲିମର ନୋଟ୍ । ପାଇଲଟ୍ ପ୍ରୋଜେକ୍ଟ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ନୋଟ୍ ଛପା ଖର୍ଚ୍ଚ କମାଇବାକୁ ଆରବିଆଇର ବଡ଼ ପ୍ଲାନ୍ । ପ୍ରଥମେ ଆସିବ ୧୦ ଓ ୨୦ ଟଙ୍କିଆ ନୋଟ୍ । ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ RBI ଦେଶରେ ପଲିମର ନୋଟ୍ ପ୍ରଚଳନ ପାଇଁ ଏକ…

୬ଟି ଇଣ୍ଟରନ୍ୟାସନାଲ ରୁଟ୍ସରେ ଉଡ଼ାଣ ବନ୍ଦ କରିବ ଇଣ୍ଡିଗୋ ଏୟାରଲାଇନ୍ସ

ନୂଆଦିଲ୍ଲୀ : ଅର୍ନ୍ତରାଷ୍ଟ୍ରୀୟ ଯାତ୍ରୀଙ୍କୁ ବଡ଼ ଝଟକା । ଇଣ୍ଡିଗୋ ଏୟାରଲାଇନ୍ସ ହଂକଂ, ସଙ୍ଘାଇ, ହୋ ଚି ମିନ୍ହ ସିଟି ସମତେ ୬ଟି ଅର୍ନ୍ତରାଷ୍ଟ୍ରୀୟ ରୁଟରେ ନିଜର ଉଡ଼ାଣ ଅସ୍ଥାୟୀ ଭାବେ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି । ଯାତ୍ରା କମ୍ ହେବା, ଇନ୍ଧନ ଦାମ୍ ବୃଦ୍ଧି ଏବଂ ବୈଷୟିକ…

ଅଫିସ ଭିତରେ ପୂର୍ବତନ ପ୍ରେମିକାଙ୍କୁ ଛୁରୀ ଭୁଷି ହତ୍ୟା ପରେ ଆତ୍ମହତ୍ୟା ଉଦ୍ୟମ

ମୋହାଲି : ପଞ୍ଜାବ ମୋହାଲିରେ ଲୋମଟାଙ୍କୁରା ଘଟଣା । ମୋହାଲି ଫେଜ-୧୧ ସ୍ଥିତ ଏକ ପ୍ରାଇଭେଟ ଅଫିସରେ କାମ କରୁଥିବା ୩୦ ବର୍ଷୀୟା ଯୁବତୀଙ୍କୁ ପୂର୍ବତନ ପ୍ରେମିକ ଛୁରାମାଡ଼ କରି ହତ୍ୟା କରିଛି । ଏହି କାଣ୍ଡ ଭିଆଇବା ପରେ ନିଜେ ଜୀବନ ହରିବାକୁ ଚେଷ୍ଟା କରିଛନ୍ତି । ଘଟଣା ପରେ…

ବିଜେପିରୁ ଇସ୍ତଫା ଦେଲେ କେ ଅନ୍ନାମଲାଇ

ତାମିଲନାଡୁ : ତାମିଲନାଡୁ ବିଜେପିର ଟାଣୁଆ ନେତା ତଥା ପୂର୍ବତନ ପ୍ରଦେଶ ଅଧ୍ୟକ୍ଷ କେ ଅନ୍ନାମଲାଇ ବିଜେପିର ପ୍ରାଥମିକତା ସଦ୍ୟସତା ପଦରୁ ଇସ୍ତଫା ଦେଇଛନ୍ତି । ତାଙ୍କ ଇସ୍ତଫା ପତ୍ରକୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ସ୍ବୀକାର କରିଛନ୍ତି । ଜୁନ ୨ ତାରିଖରେ ତାଙ୍କ ଇସ୍ତଫାକୁ…

ଭାରତ-ଆମେରିକା ମଧ୍ୟରେ ସ୍ବାକ୍ଷର ହେବାକୁ ଯାଉଛି ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ : ଭାରତ ଏବଂ ଆମେରିକା ମଧ୍ୟରେ ଖୁବ୍ ଶୀଘ୍ର ଏକ ବଡ଼ ଧରଣର ବାଣିଜ୍ୟ ଚୁକ୍ତି ସ୍ଵାକ୍ଷରିତ ହେବାକୁ ଯାଉଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହି ସମ୍ଭାବନାକୁ ନେଇ ଦୃଢ଼ ଆଶା ପ୍ରକଟ କରିଛନ୍ତି । ଗୁରୁବାର ଦିନ ହ୍ୱାଇଟ୍ ହାଉସର ଓଭାଲ ଅଫିସରେ ସାମ୍ବାଦିକମାନଙ୍କ ସହ…

ଆସନ୍ତା ୧୭ରେ କେନ୍ଦ୍ର ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ସମ୍ଭାବନା

ନୂଆଦିଲ୍ଲୀ : ଆସନ୍ତା ୧୭ରେ କେନ୍ଦ୍ର ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ସମ୍ଭାବନା । ବଦଳିବ ମୋଦି ସରକାରଙ୍କ ରୂପରେଖ । ମନ୍ତ୍ରୀମଣ୍ଡଳରୁ ପ୍ରାୟ ଏକ ଡଜନରୁ ଅଧିକ ମନ୍ତ୍ରୀ ବାଦ୍ ପଡ଼ି ପାରନ୍ତି । ପ୍ରାୟ ୧୫ ଜଣ ମନ୍ତ୍ରୀଙ୍କ ବିଭାଗରେ ପରିବର୍ତ୍ତନ ହୋଇପାରେ। ସାଧାରତଃ ତିଥି ଦେଖି ନିଷ୍ପତ୍ତି…

ମୁଖ୍ୟମନ୍ତ୍ରୀଙ୍କ ସହ ବୃକ୍ଷରୋପଣ କଲେ ସାଂସଦ କଙ୍ଗନା ରଣାୱତ

ଭୁବନେଶ୍ବର: ‘ଏକ୍ ପେଡ୍ ମା କେ ନାମ୍’ ଅଭିଯାନରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ବୃକ୍ଷରୋପଣ କଲେ ସାଂସଦ କଙ୍ଗନା ରଣାୱତ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନରେ ଆରମ୍ଭ ହୋଇଥିବା ଅଭିଯାନ ‘ଏକ୍ ପେଡ୍ ମା କେ ନାମ୍’ ବା ‘ମାଆଙ୍କ ପାଇଁ ଗଛଟିଏ’ ଅଭିଯାନରେ ସାମିଲ…

ଦେଶୀ ବିହନ ସଂରକ୍ଷଣ ଓ ପ୍ରାକୃତିକ କୃଷି ଉପରେ ଜିଲ୍ଲାସ୍ତରୀୟ ସମ୍ମିଳନୀ

ବିଷମୁକ୍ତ ଫସଲ ଓ ଋଣ ମୁକ୍ତ ଚାଷୀ ଉପରେ ଗୁରୁତ୍ଵାରୋପ ସୁନ୍ଦରଗଡ : ପ୍ରକୃତି ଆମ ଜୀବନର ଆଧାର। ଜଳ, ଜଙ୍ଗଲ, ଜମି, ଜୀବଜନ୍ତୁ ଏବଂ ବିହନର ସୁରକ୍ଷା ହିଁ ଆଗାମୀ ପିଢ଼ିର ସୁରକ୍ଷିତ ଭବିଷ୍ୟତର ଭିତ୍ତି। ଦେଶୀ ବିହନ ସୁରକ୍ଷିତ ରହିଲେ ଖାଦ୍ୟ ସୁରକ୍ଷା ନିଶ୍ଚିତ ହେବ ଏବଂ ସୁସ୍ଥ ପରିବେଶ…

ଜିଲାପାଳଙ୍କ କାର୍ଯ୍ୟାଳୟରେ ଦଳିତ ଯୁବକଙ୍କ ଆତ୍ମହତ୍ୟା

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲାପାଳଙ୍କ କାର୍ଯ୍ୟାଳୟରେ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି । ଆତ୍ମହତ୍ୟା କରିଥିବା ଯୁବକଙ୍କ ନାମ ଶ୍ରୀଚନ୍ଦନ ଦାସ । ସେ ତାଙ୍କ ବାପା ଭରତ ଦାସଙ୍କ ସହ କେନ୍ଦ୍ରାପଡ଼ା ପୁରୁଣା ବସଷ୍ଟାଣ୍ଡ ନିକଟ ବାସୁଳେଇ ଗ୍ରାମରେ ରହୁଥିଲା ବେଳେ ତାଙ୍କ ଘର ଡେରାବିଶ…