ଆସନ୍ତା ୧୦ରେ ହେବନି ଘରୋଇ ବସ ଧର୍ମଘଟ
କଟକ: ଆସନ୍ତା ୧୦ରେ ହେବନି ଘରୋଇ ବସ ଧର୍ମଘଟ । ସାମୟିକ ଭାବେ ବସ ଧର୍ମଘଟକୁ ସ୍ଥଗିତ ରଖିଲା ସଂଘ । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଆନ୍ଦୋଳନକୁ ଓହ୍ଲାଇବ ନାହିଁ ଘରୋଇ ବସ ମାଲିକ ସଙ୍ଘ । ୧୪ ଟି ପାରାମିଟର ନେଇ ବସ ଭଡା ବୃଦ୍ଧି ପାଇଁ ପ୍ରସ୍ତାବ ରଖିଛି ସଂଘ । ରାଜ୍ୟରେ ବସ ଭଡା!-->…