ଆସିକା ଠାରେ ଋଷିକୂଲ୍ୟା ବ୍ରାହ୍ମଣ ମହାସଂଘର ସାଧାରଣ ସଭା ଅନୁଷ୍ଠିତ !
ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାର ଆସିକା ଠାରେ ଆଜି ଋଷିକୂଲ୍ୟା ବ୍ରାହ୍ମଣ ମହାସଂଘର ସାଧାରଣ ସଭା ଅନୁଷ୍ଠିତ ହୋଇଛି । ଆସିକା ଲାଲାଶାସନସ୍ଥିତ ଶ୍ରୀଶ୍ରୀ ବାଲୁଙ୍କେଶ୍ୱର ମନ୍ଦିର ପରିସରରେ ଗଙ୍ଗାଧର ଶତପଥୀଙ୍କ ଅଧ୍ୟକ୍ଷରେ ଅନୁଷ୍ଠିତ ହୋଇଥିଲା । ଏଥିରେ ମହାସଂଘର ବହୁ ସଦସ୍ୟ ଓ କର୍ମକର୍ତ୍ତା!-->…