ସୁପ୍ରିମକୋର୍ଟରେ ୫ ନୂଆ ବିଚାରପତି ନିଯୁକ୍ତି

ନୂଆଦିଲ୍ଲୀ : ସୁପ୍ରିମକୋର୍ଟରେ ପାଞ୍ଚ ଜଣ ନୂଆ ବିଚାରପତିଙ୍କୁ ନିଯୁକ୍ତି ଦିଆଯାଇଛି । ଏମାନେ ଖୁବଶୀଘ୍ର ନିଜର ପଦ ଗ୍ରହଣ କରିବେ । ଏହାସହିତ ସୁପ୍ରିମକୋର୍ଟରେ ବିଚାରପତିଙ୍କ ସଂଖ୍ୟା ବଢି ୩୭ ହୋଇଛି । ଏବେ ବି ସୁପ୍ରିମକୋର୍ଟରେ ଜଣେ ବିଚାରପତିଙ୍କ ସ୍ଥାନ ଖାଲି ରହିଛି । ସିଜେଆଇ…

JEE ଆଡଭାନ୍ସଡ ରେଜଲ୍ଟ : IIT ଦିଲ୍ଲୀ ଜୋନରୁ ଶୁଭମ କୁମାର ଟପ୍ପର

ନୂଆଦିଲ୍ଲୀ : ପ୍ରକାଶ ପାଇଲା ୨୦୨୬ JEE ଆଡଭାନ୍ସଡ ରେଜଲ୍ଟ । IIT ଦିଲ୍ଲୀ ଜୋନରୁ ଶୁଭମ କୁମାର ଟପ୍ପର ହୋଇଛନ୍ତି । ୩୬୦ରୁ ୩୩୦ ନମ୍ବର ରଖି ଶୁଭମ ଟପ୍ପର ହୋଇଛନ୍ତି । ଅଲ୍ ଇଣ୍ଡିଆ ରାଙ୍କ ୨ରେ ଆଇଆଇଟି ଦିଲ୍ଲୀ ଜୋନରେ କବୀର ଛିଲ୍ଲର ରହିଥିବା ବେଳେ ରାଙ୍କ ୩ରେ ଜତୈନ ଚାହର ରହିଛନ୍ତି…

ମିଆଁମାରରେ ଭୟଙ୍କର ବିସ୍ଫୋରଣ, ୫୫ ମୃତ, ୧୦୦ ଆହତ

ବ୍ୟାଙ୍କକ୍‌ : ଉତ୍ତର-ପୂର୍ବ ମ୍ୟାଁମାରର ଏକ କୋଠାରେ ଭୟଙ୍କର ବିସ୍ଫୋରଣ ଘଟି ୫୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦୦ଜଣ ଆହତ ଆହତ ହୋଇଛନ୍ତି। ରିପୋର୍ଟ ଅନୁଯାୟୀ ଶାନ ପ୍ରଦେଶ ଅନ୍ତର୍ଗତ ନାମହକାମ ସହରର କାଉଙ୍ଗଟୁପ୍ ଗାଁରେ ରବିବାର ଏହି ବିସ୍ଫୋରଣ ହୋଇଛି। ଖଣି ଖନନ କାମ ପାଇଁ ବ୍ୟବହାର…

ପ୍ରକାଶ ପାଇଲା ଜେଇଇ ଆଡଭାନ୍ସ ରେଜଲ୍ଟ ,କୃତି ପରୀକ୍ଷାର୍ଥୀଙ୍କୁ ଶୁଭେଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଚଳିତବର୍ଷ ପ୍ରକାଶ ପାଇଲା ଜେଇଇ ଆଡଭାନ୍ସ ରେଜଲ୍ଟ। ଜେଇଇ (JEE Advanced) ଆଡ଼ଭାନ୍ସ ପରୀକ୍ଷାରେ  ସମସ୍ତ କୃତୀ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଆପଣମାନଙ୍କର ଏହି ସଫଳତା କଠିନ ପରିଶ୍ରମ, ନିଷ୍ଠା ଓ ଅଦମ୍ୟ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ପରେ ଅପହରଣ, ଥାନା ଆଗରେ ଉତ୍ତେଜନା

ଆଳି : କେନ୍ଦ୍ରାପଡ଼ା ଆଳି ଥାନା ଘେରିଲେ ଉତ୍ତ୍ୟକ୍ତ ଲୋକ । ଯୁବକକୁ ମରଣାନ୍ତକ ଆକ୍ରମଣ ପରେ ଅପହରଣ ଅଭିଯୋଗ । ୫ ଦିନ ପରେ ମଧ୍ୟ ଯୁବକଙ୍କ ପତ୍ତା ମିଳୁନାହିଁ । ନ୍ୟାୟ ଦାବିରେ ଆଳି ଥାନା ଘେରିଲେ ଗ୍ରାମବାସୀ । ମହାଦେଇପାଟଣା ଗାଁରେ ଗାଡ଼ି…

କବିସୂର୍ଯ୍ୟନଗର ଘଟଣାରେ ଦକ୍ଷିଣାଞ୍ଚଳ ଆଇଜିଙ୍କ କାର୍ଯ୍ୟାନୁଷ୍ଠାନ: IPS ଅଫିସରଙ୍କ ବଦଳି, ୩ ପୋଲିସ ନିଲମ୍ବିତ

ବ୍ରହ୍ମପୁର : କବିସୂର୍ଯ୍ୟନଗର ଘଟଣାରେ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ l ଦକ୍ଷିଣାଞ୍ଚଳ ଆଇଜିଙ୍କ କାର୍ଯ୍ୟାନୁଷ୍ଠାନ  l  କବିସୂର୍ଯ୍ୟନଗର ଥାନାରେ କାର୍ଯ୍ୟରତ IPS ଅଫିସର ନୀତେଶ କୁମାର ମିଶ୍ରଙ୍କୁ ଗଞ୍ଜାମ ଜିଲ୍ଲା ହେଡ଼ କ୍ଵାଟର କୁ ବଦଳି କରାଯାଇଛି l ଥାନାର SI ସମୀର କୁମାର ରାଉତ,ବାଲି…

୩ ମାସ ଭିତରେ ୫ହଜାର ନର୍ସିଂ ପଦବୀ ପୂରଣ ହେବ : ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର : ୩ ମାସ ଭିତରେ ପୂରଣ ହେବ ୫ହଜାର ନର୍ସିଂ ପଦବୀ ।  ଖୁବଶ୍ରୀଘ୍ର ପ୍ରକାଶ ପାଇବ ବିଜ୍ଞପ୍ତି ।  ଏହା ସହ ମେଡିକାଲ କ୍ଷେତ୍ରରେ ଅନ୍ୟ ୫ହଜାର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ  ।  ମେଡିକାଲ କ୍ଷେତ୍ରକୁ ବ୍ୟବସ୍ଥିତ କରିବା ପାଇଁ ରାଜ୍ୟ ସରକାର ପ୍ରୟାସରତ ବୋଲି କହିଛନ୍ତି…

ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି : ୯୬ ପ୍ରତିଶତ ଅଭିଯୋଗର ସମାଧାନ ହୋଇଛି

ଭୁବନେଶ୍ୱର : ୯୬ ପ୍ରତିଶତ ଅଭିଯୋଗର ସମାଧାନ ହୋଇଛି ।  ଆଜି ଭୁବନେଶ୍ୱରରେ ଅଭିଯୋଗ ଶୁଣାଣି ପରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  ଆଜି ୧୮ ତମ ଅଭିଯୋଗ ଶୁଣାଣି ହୋଇଥିଲା ।  ଯେଉଁଥିରେ ୬୦୦ରୁ ଅଧିକ ଅଭିଯୋଗ ଗ୍ରହଣ କରାଯାଇଛି ।  ଏହା ପୂର୍ବରୁ ୧୬ ହଜାର ୬୦୦ ଟି…

ଏଣିକି କେବଳ ଇଭି ଯାନ କିଣିବେ ରାଜ୍ୟ ସରକାର

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା । ଆଜି ଠାରୁ କେବଳ କିଣାହେବ ଇଭି ଯାନ। ପଶ୍ଚିମ ଏସିଆ ସଙ୍କଟ ଯୋଗୁଁ ତେଲ ଦର ଆକାଶଛୁଆଁ ହେବାରେ ଲାଗିଛି। ଏହାର ସିଧାସଳଖ ପ୍ରଭାବ ରାଜ୍ୟର ରାଜକୋଷ ଉପରେ ପଡ଼ିବାକୁ ଯାଉଛି। ଏହି ଇନ୍ଧନ ସଙ୍କଟର ମୁକାବିଲା କରିବା ପାଇଁ ଓଡ଼ିଶା…

ଧାରଣା ବେଳେ ବିଷ ପିଇ ଜୀବନ ହାରିବାକୁ ଉଦ୍ୟମ କଲେ ଦୁଇ ମହିଳା

ଭୁବନେଶ୍ୱର : ଲୋୟର ପିଏମଜିରେ ଚାଞ୍ଚଲ୍ୟ । ଧାରଣା ବେଳେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କଲେ ଦୁଇ ମହିଳା। ବାଣପୁର ଅଞ୍ଚଳର ବିଜ୍ଞାନୀ ପଣ୍ଡା ଓ ମାନସୀ ବେହେରା ନିଜ ସମସ୍ୟାର ସମାଧାନ ଦାବିରେ ଗତକାଲି ଲୋୟର ପିଏମଜିରେ ଧାରଣା ଦେଇଥିଲେ । ଅଭିଯୋଗ ଅନୁସାରେ, ପୂର୍ବରୁ ବାଣପୁର ଥାନାରେ…