କନ୍ଧମାଳରୁ କାଶ୍ମୀର ଗଞ୍ଜେଇ ଲିଙ୍କ୍ ; ୨ ଆନ୍ତଃରାଜ୍ୟ ବେପାରୀଙ୍କୁ ବାନ୍ଧିଲା NCB

ଭୁବନେଶ୍ୱର:ଜମ୍ମୁ କାଶ୍ମୀରରୁ ଦୁଇ ଗଞ୍ଜେଇ ବେପାରୀକୁ ଗିରଫ କରିଛି NCB( Narcotics Control Bureau) । ପରେ ଦୁଇ ବେପାରୀଙ୍କୁ ଧରି ଟ୍ରାଞ୍ଜିଟ୍ ରିମାଣ୍ଡରେ ଓଡ଼ିଶା ଆଣିଛି NCB । ଗିରଫ ଗଞ୍ଜେଇ ବେପାରୀ ହେଲେ ବିକ୍ରମ ସିଂ ଓ ଧରମିନ୍ଦର ସିଂ । କନ୍ଧମାଳରୁ ଗଞ୍ଜେଇ…

ଆୟୁଷ୍ମାନ ଭାରତ ଯୋଜନାକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ସୂଚନା

ଭୁବନେଶ୍ୱର: ଆୟୁଷ୍ମାନ ଭାରତ ଯୋଜନାରେ ରୋଗୀ ସେବାକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଂ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। ରୋଗୀ ହସ୍ପିଟାଲରେ ଆଡମିସନ ହେବାର ୩ ଦିନ ପୂର୍ବରୁ ଯେଉଁ ସବୁ ଟେଷ୍ଟ କରାଯିବ, ସେଗୁଡ଼ିକ ଆୟୁଷ୍ମାନ ପ୍ୟାକେଜରେ ଅନ୍ତର୍ଭୁକ୍ତ ରହିବ ବୋଲି ସେ…

ଜୁନ୍ ୧ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଖରା ଯୋଗୁଁ ବନ୍ଦ ରହିଥିଲା । ପୁଣି ଥରେ ଆରମ୍ଭ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଜୁନ୍ ୧ରେ ଭୁବନେଶ୍ୱର ୟୁନିଟ-୨ ସ୍ଥିତ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ଅଭିଯୋଗ ଶୁଣିବେ । ଶୁକ୍ରବାର ସାଧାରଣ…

ପରିଗଣନା ଫର୍ମ ବାଣ୍ଟିଲେ ଜିଲ୍ଲାପାଳ : ‘ଏସ୍.ଆଇ.ଆର୍.’ ନେଇ ଗଞ୍ଜାମବାସୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ

ଛତ୍ରପୁର : ଗଞ୍ଜାମ ଜିଲ୍ଲାରେ ଆଜିଠୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବି ଏଲ ଓ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ ବାସଭବନକୁ ଯାଇ ପରିଗଣନା ଫର୍ମ ପ୍ରଦାନ କରିଥିଲେ। ଜିଲ୍ଲାପାଳ ତାକୁ ଗ୍ରହଣ କରିବା ସହିତ ଛତ୍ରପୁର ସହରର ବିଭିନ୍ନ…

ବ୍ରହ୍ମପୁରରେ ସ୍ଵତନ୍ତ୍ର ସଘନ ସଂଶୋଧନ (SIR) ସଚେତନତା ପଦଯାତ୍ରା ଅନୁଷ୍ଠିତ

ବ୍ରହ୍ମପୁର : ଆଜି ଶନିବାର ସକାଳେ ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଏକ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଆରମ୍ଭ ହୋଇ ଏହି ପଦଯାତ୍ରା କମାପଲ୍ଲୀ ଛକ ଓ ଉପଜିଲ୍ଲାପାଳଙ୍କ ବାସଭବନ ଦେଇ ପୁଣି…

ଲୋଚାପଡ଼ା ବୁଥରେ ଏସଆଇଆର କାର୍ଯ୍ୟ ତଦାରଖ କରି ପରିଗଣନା ଫର୍ମ ବଣ୍ଟନ କଲେ ବ୍ରହ୍ମପୁର ଉପଜିଲ୍ଲାପାଳ

ବ୍ରହ୍ମପୁର : ୩୦ ମେ ୨୦୨୬ ଠାରୁ ୨୮ ଜୁନ ୨୦୨୬ ପର୍ଯ୍ୟନ୍ତ ସମଗ୍ର ଗଞ୍ଜାମ ଜିଲ୍ଲାରେ ଏସ ଆଇ ଆର ପରିଗଣନା ଫର୍ମ ବଣ୍ଟନ ଓ ସଂଗ୍ରହ କାର୍ଯ୍ୟକ୍ରମ ଚାଲିବ । ସ୍ଵତନ୍ତ୍ର ସଘନ ସଂଶୋଧନ (SIR) କାର୍ଯ୍ୟକ୍ରମ ଅଧୀନରେ ଆଜି ବ୍ରହ୍ମପୁର ଉପଜିଲ୍ଲାପାଳ ଶ୍ରୀ ଅବିନାଶ କୁମାର (ଭା ପ୍ର ସେ)…

ଓଡ଼ଗାଁ ଅଞ୍ଚଳରେ ବିଦ୍ୟୁତ୍ ସମସ୍ୟା : ୨୩୦ ପରିବର୍ତ୍ତେ ଉପଭୋକ୍ତାଙ୍କ ନିକଟରେ ପହଞ୍ଚୁଛି ୧୭୦ ଭୋଲ୍ଟ

ନୟାଗଡ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ବିଦ୍ୟୁତ୍ ସେକ୍ସନରେ ଲୋଭୋଲଟେଜ୍ ଏକ ବଡ଼ ସମସ୍ୟା ରୂପେ ମୁଣ୍ଡ ଟେକିଛି ।ଏହା ଦ୍ଵାରା ପଙ୍ଖା ଘୁରୁନି କି ଫ୍ରିଜ୍ ଚାଲୁନି ଏବଂ ମିଞ୍ଜୀମିଞ୍ଜି ହୋଇ ଜଳୁଛି ଏଲଇଡି ବଲବ୍ । ପାଣି ପମ୍ପ କଥା ନକହିବା ଭଲ । ସମ୍ପ୍ରତି ଦେଶ ତଥା ରାଜ୍ୟରେ ଗ୍ରୀଷ୍ମ ଲହରୀ…

କୋରାପୁଟ ଜିଲ୍ଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ ଆରମ୍ଭ: ୨୦୦୨ ପରେ ପ୍ରଥମ ଥର ପାଇଁ ହେବ ‘ଘରକୁ ଘର’ ଯାଞ୍ଚ

କୋରାପୁଟ (ବସନ୍ତ ପେଗଡ଼): କୋରାପୁଟ ଜିଲ୍ଲାରେ ଆଜିଠାରୁ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ୨୦୨୬ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ମନୋଜ ସତ୍ୟୱାନ ମହାଜନ ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ବିସ୍ତୃତ ସୂଚନା…

ଉତ୍କଳ ଆଶ୍ରମକୁ ଐତିହାସିକ ସ୍ମାରକୀ ଭାବେ ଘୋଷଣା କରିବାପାଇଁ ଚିଠି ଲେଖିଲେ ରାଜ୍ୟସଭା ସାଂସଦ ଡ.ସସ୍ମିତ ପାତ୍ର

ବ୍ରହ୍ମପୁର : ବ୍ରହ୍ମପୁର ଉତ୍କଳ ଆଶ୍ରମ ଜାତୀୟ ସ୍ମାରକୀଭବନର ମର୍ଯ୍ୟାଦା ପାଇଁ ଗଞ୍ଜାମ ଜିଲ୍ଲାର ଜନପ୍ରତିନିଧି ସାଂସଦ ଏବଂ ବିଧାୟକମାନଙ୍କ ସ୍ବର ଅଭାବ ଥିବା ବେଳେ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରି ରାଜ୍ୟ ସଭା ସାଂସଦ ଡ.ସସ୍ମିତ ପାତ୍ର ଆଜି ଏକ ଚିଠି ଲେଖିଛନ୍ତି । ମୁଖ୍ୟମନ୍ତ୍ରୀ…

ଆଇପିଏଲ ବେଟିଂ ଉପରେ ହାତିବାରୀ ପୋଲିସର ଚଢ଼ାଉ: ୨ ଗିରଫ, ପ୍ରାୟ ୪ ଲକ୍ଷ ଟଙ୍କା ସହ କାର୍ ଜବତ

ସୁନ୍ଦରଗଡ଼ (ନିସର୍ତ୍ତ ନ୍ୟୁଜ): ସୁନ୍ଦରଗଡ଼ ଜିଲ୍ଲା ହାତିବାରୀ ଥାନା ଅନ୍ତର୍ଗତ ଜୋକେତା ଆସନବେଡା ଗ୍ରାମରେ ଚାଲିଥିବା ଏକ ବଡ଼ ଧରଣର ଆଇପିଏଲ୍ (IPL) ବେଟିଂ ରାକେଟର ପର୍ଦାଫାଶ କରିଛି ପୋଲିସ। ବିଶେଷ ସୂତ୍ରରୁ ସୂଚନା ପାଇ ହାତିବାରୀ ପୋଲିସର ଏକ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇ…