ଦଳାଚକଟା ପରେ ବିଜୟଙ୍କ ଘରକୁ ବୋମାରେ ଉଡ଼ାଇବାକୁ ଧମକ, ସୁରକ୍ଷା ଏଜେନ୍ସୀ ଆଲର୍ଟ ମୋଡରେ

ତାମିଲନାଡ଼ୁ : ଶନିବାର କରୁରରେ ହୋଇଥିବା ଅଘଟଣରେ ସମସ୍ତେ ସ୍ତବ୍ଧ । ବିଜୟଙ୍କ ରାଲିରେ ଏହାପରେ ସାଉଥ ସୁପରଷ୍ଟାର ତଥା ଟିଭିକେର ସଭାପତି ବିଜୟଙ୍କ ବାସଭବନରେ ବୋମା ଧମକ ମିଳିଛି । ଜଣେ ଅଜଣା ବ୍ୟକ୍ତି ପୋଲିସକୁ ଫୋନ୍ କରି ବିଜୟଙ୍କ ଘରକୁ ଉଡ଼ାଇ ଦେବାକୁ ଧମକ ଦେଇଥିଲେ, ଯାହା ପରେ

କନ୍ଧମାଳ ଜିଲ୍ଲା ସ୍ୱେଚ୍ଛାସେବୀ ମହାସଂଘର ସାଧାରଣ ପରିଷଦ ବୈଠକ ଓ ନୂତନ କର୍ମକର୍ତ୍ତା ନିର୍ବାଚନ

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବନବାସୀ ସେବା ସମିତିର ସଭାଗୃହ ପରିସରରେ ଫୁଲବାଣୀ ସ୍ଵେଚ୍ଛାସେବୀ ମହାସଂଘର ଏକ ସାଧାରଣ ପରିଷଦ ବୈଠକ ଓ ନୂତନ କର୍ମକର୍ତ୍ତା ନିର୍ବାଚନ କରାଯାଇଛି । କନ୍ଧମାଳ ଜିଲାରେ କାର୍ଯ୍ୟରତ ୩୧ଟି ସ୍ୱେଚ୍ଛାସେବୀ ଅନୁଷ୍ଠାନକୁ ନେଇ ଗଠିତ ହୋଇଥ‌ିବା

ପାକିସ୍ତାନ ଅଧିକୃତ କଶ୍ମୀରରେ ଉତ୍ତେଜନା, ଶହବାଜ ଶରିଫଙ୍କ ବିରୋଧରେ ରାଜରାସ୍ତାକୁ ଓହ୍ଲାଇଲେ ହଜାର ହଜାର ଲୋକ

ନୂଆଦିଲ୍ଲୀ : ପାକିସ୍ତାନ ଅଧିକୃତ କଶ୍ମୀରରେ ଚାଲିଛି ଉତ୍ତେଜନା । ସୋମବାର ହଜାର ହଜାର ସଂଖ୍ୟାର ଲୋକ ରାସ୍ତାକୁ ଓହ୍ଲାଇଛନ୍ତି । ଗୋଟେ ପଟେ ଏସିଆ କପରେ ଭାରତ ପାକିସ୍ତାନକୁ ହରାଇବା ପରେ ପିଓକେ ଅଧିକାର ପାଇଁ ଲଢୁଛନ୍ତି ଏଏସି ବା ଆୱାମୀ ଆକ୍ସନ କମିଟିର ସଦସ୍ୟ । ଦୋକାନ ବଜାର ସଟଡାଉନ

ଏସିଆ କପ୍ ଫାଇନାଲ ହାରିବା ଅପମାନ ସହିପାରୁନି ପାକିସ୍ତାନ, ମୋଦିଙ୍କ ପୋଷ୍ଟକୁ ନେଇ ନକଭୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି

ଏସିଆ କପ୍ ୨୦୨୫ ଫାଇନାଲରେ ପାକିସ୍ତାନ ହାରିବା ପରେ ଅପମାନ ସହି ପାରୁନାହିଁ ପାକିସ୍ତାନ କ୍ରିକେଟ୍ ବୋର୍ଡର ଅଧ୍ୟକ୍ଷ ପିସିବି ମୁଖ୍ୟ ମୋହସିନ ନକଭୀ । ଓଲଟା ଭାରତ ଅପମାନିତ ହୋଇଥିବା କହି ଖୁସି ହେଉଛନ୍ତି । ଏସିଆ କପ୍ ବିଜୟୀ ଟିମ ଇଣ୍ଡିଆ ନକଭୀଙ୍କ ହାତରୁ ଟ୍ରଫି ଗ୍ରହଣ କରି ନଥିଲା ।

ଚମ୍ପୁଆର ପୂର୍ବତନ ବିଧାୟକଙ୍କ ଘରୁ ସଶସ୍ତ୍ର ଡକାୟତି ଉଦ୍ୟମ

କେନ୍ଦୁଝର: କେନ୍ଦୁଝର ଜିଲା ଚମ୍ପୁଆର ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରୁ ସଶସ୍ତ୍ର ଡକାୟତି ଉଦ୍ୟମ ହୋଇଛି। ଯୋଡ଼ା ମହିଳା ମହାବିଦ୍ୟାଳୟ ନିକଟରେ ଥିବା ପଟ୍ଟନାୟକଙ୍କ ପୁରୁଣା ଘରୁ ଏହି ଡକାୟତି ଉଦ୍ୟମ କରାଯାଇଛି। ଦୁଇ ସିକ୍ୟୁରିଟି ଗାର୍ଡଙ୍କୁ ବାନ୍ଧି ଦୁର୍ବୃତ୍ତମାନେ ଘରେ ପଶିବାକୁ

ଉଚ୍ଚଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ, କିସ୍ ବିଶ୍ୱବିଦ୍ୟାଳୟକୁ ସମ୍ମାନଜନକ ଅନ୍ତର୍ଜାତୀୟ ଉଚ୍ଚଶିକ୍ଷା…

ଭୁବନେଶ୍ୱର : କିସ୍ ବିଶ୍ୱବିଦ୍ୟାଳୟକୁ ସମ୍ମାନଜନକ ଅନ୍ତର୍ଜାତୀୟ ଉଚ୍ଚଶିକ୍ଷା ଉତ୍କର୍ଷତା ପୁରସ୍କାର । ଉଚ୍ଚଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କିସ୍ ବିଶ୍ୱବିଦ୍ୟାଳୟକୁ ସମ୍ମାନଜନକ ଅନ୍ତର୍ଜାତୀୟ ଉଚ୍ଚଶିକ୍ଷା ଉତ୍କର୍ଷତା ପୁରସ୍କାର ପ୍ରଦାନ କରାଯାଇଛି । ୨୮ ସେପ୍ଟେମ୍ବର

ଭୁବନେଶ୍ବରରେ ଦୁର୍ଗାପୁଜା ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା, ଜଗିବେ ୬୧ ପ୍ଲାଟୁନ ପୋଲିସ

ଭୁବନେଶ୍ବର : ଚଳିତ ବର୍ଷ ଦୁର୍ଗାପୁଜା ପାଇଁ ପୋଲିସର ପ୍ରସ୍ତୁତି । ଭୁବନେଶ୍ବରରେ ଦୁର୍ଗାପୂଜାକୁ ନେଇ ପୋଲିସର ବ୍ୟାପକ ସୁରକ୍ଷା ବ୍ୟବସ୍ଥା। ଭିଡ଼ ଓ ଟ୍ରାଫିକ ପରିଚାଳନା ଜଗିବେ ୬୧ପ୍ଲାଟୁନ ପୋଲିସ । ମହିଳାଙ୍କ ସୁରକ୍ଷା ପାଇଁ ସହରରେ ବୁଲିବ ଶକ୍ତି ବାହିନୀ । କମିସନରେଟ

ଘଟଗାଁ ତାରିଣୀ ପୀଠ ପାଇଁ ୨୨୬ କୋଟି ମଞ୍ଜୁର, କ୍ୟାବିନେଟ୍ ମୋହର

ଭୁବନେଶ୍ୱର : ୪ଟି ପ୍ରସ୍ତାବକୁ କ୍ୟାବିନେଟ ମୋହର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସମେତ ବିଭାଗୀୟ ମନ୍ତ୍ରୀ ଓ ସତିବ ଉପସ୍ଥିତ ଥିଲେ । ବୈଠକରେ ୪ଟି

ସାମ୍ବାଦିକଙ୍କୁ ଗୁଳିମାଡ଼, ଆହତ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ନରସିଂହପୁର : ସାମ୍ବାଦିକଙ୍କୁ ଗୁଳି । ଘରେ ପଶି ରାତି ଅଧିରେ ଗୁଳିମାଡ଼ ଅଭିଯୋଗ । କଟକ ଜିଲ୍ଲା ମାଣିଆ ବନ୍ଧ ଥାନା ସୁନ୍ଦରିଆ ଗାଁରେ ଗୁଳିକାଣ୍ଡ । ଏକ ଘରୋଇ ଟିଭି ଚ୍ୟାନେଲର ସାମ୍ବାଦିକ ମନୋଜ ନାଏକଙ୍କୁ ଗୁଳି ମାଡ଼ ହୋଇଛି । ତାଙ୍କ ଡାହାଣ କାନ୍ଧ ଓ ବାମ ହାତରେ ଗୁଳି ବାଜିଛି । ତାଙ୍କୁ

ବାଲିଯାତ୍ରା ଉପର ପଡ଼ିଆରେ ବି ହେବ, ହାଇକୋର୍ଟରେ ଶୁଣାଣି ୯ ତାରିଖରେ

କଟକ : ଉପର ପଡ଼ିଆରେ ବି ହେବ ବାଲିଯାତ୍ରା । ଏନେଇ କୋର୍ଟଙ୍କୁ ଦିଆଯିବ ସତ୍ୟପାଠ । ରୂପରେଖ କ’ଣ ହେବ କୋର୍ଟଙ୍କୁ ଅବଗତ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ଜିଲ୍ଲାପାଳଙ୍କ ଆବାସିକ ବାସଭବନରେ ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୯ ତାରିଖରେ ହାଇକୋର୍ଟରେ ମାମଲାର