ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି । କ୍ୟାବିନେଟ୍ ସମ୍ପ୍ରସାରଣ ଓ ଓଡ଼ିଶା ବିକାଶ ଉପରେ ହେଲା ବଡ଼ ଆଲୋଚନା । ଏହି ସୌଜନ୍ୟମୂଳକ ସାକ୍ଷାତକାର ସମୟରେ ଉଭୟ ନେତାଙ୍କ ମଧ୍ୟରେ…

SIR ପ୍ରକ୍ରିୟାକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ବିଜେଡିର ସ୍ମାରକପତ୍ର

ଭୁବନେଶ୍ୱର : ଓଡ଼ିଶାରେ ଚାଲିଥିବା ଭୋଟର ତାଲିକାର ‘ବିଶେଷ ସ୍ପେଶାଲ ଇଣ୍ଟେନସିଭ୍ ରିଭିଜନ’ (SIR) ପ୍ରକ୍ରିୟାକୁ ନେଇ ବିଜୁ ଜନତା ଦଳ (BJD) ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ମାରକପତ୍ର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (CEO)ଙ୍କୁ ପ୍ରଦାନ କରାଯାଇଛି। ଦଳର ବରିଷ୍ଠ ନେତା…

ବାଲିଅନ୍ତା ମବ ଲିଞ୍ଚିଂ ବିବାଦ ପରେ ବଦଳିଲେ IPS ଅଫିସର ଦୟାଲ ଗଙ୍ଗୱାର

ଭୁବନେଶ୍ୱର : ବଦଳିଲେ IPS ଅଫିସର ଦୟାଲ ଗଙ୍ଗୱାର। ADGP କମ୍ୟୁନିକେସନ ପଦରୁ ହଟିଲେ ଦୟାଲ ଗଙ୍ଗୱାର। ଗୃହ ବିଭାଗ OSD ଭାବେ ମିଳିଛି ନିଯୁକ୍ତି । ଦୟାଲ ଗଙ୍ଗୱାରଙ୍କ ବଦଳିର କାରଣ କଣ ତାହା ସରକାରୀ ଭାବେ କୁହାଯାଇନାହିଁ । ତେବେ ସୌମ୍ୟରଂଜନଙ୍କ ସହ ଲିଙ୍କ ମାମଲାରେ…

ଜିତୁ ମୁଣ୍ଡାଙ୍କୁ ଭେଟିଲେ ଆପ୍ ସାଂସଦ ସଞ୍ଜୟ ସିଂ, ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେନ୍ଦୁଝର : ଜିତୁ ମୁଣ୍ଡାଙ୍କ ଘରେ ପହଞ୍ଚିଲେ ଆପ୍ ସାଂସଦ ସଞ୍ଜୟ ସିଂ, ପାନୀୟ ଜଳ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି । କେନ୍ଦୁଝର ଜିଲ୍ଲାର ଡିଆନାଳି ଗ୍ରାମରେ ଟଙ୍କା ପାଇଁ ପୋତା ଶବର କଙ୍କାଳ ଖୋଳି ବ୍ୟାଙ୍କକୁ ନେଇଥିବା ଘଟଣା ସମଗ୍ର ଦେଶରେ ଚର୍ଚ୍ଚାର ବିଷୟ…

୨୯ ଯାଏଁ ତାତିରୁ ନାହିଁ ନିସ୍ତାର

ଭୁବନେଶ୍ୱର : ୨୯ ଯାଏଁ ତାତିରୁ ନିସ୍ତାର ନାହିଁ । ଆଉ ୫ ଦିନ ତତଲା ତାୱାରେ ଭାଜି ହେବ ଓଡ଼ିଶା । ବିଭିନ୍ନ ଜିଲ୍ଲାକୁ ରେଡ୍, ଅରେଞ୍ଜ ଏବଂ ୟେଲୋ ଆଲର୍ଟ । ପଶ୍ଚିମ ଓଡ଼ିଶାରେ ଆକାଶରୁ ଅଗ୍ନି ବର୍ଷା ଜାରି ରହିବ । ଆଜି ସମ୍ବଲପୁର, ବଲାଙ୍ଗର ଓ ବୌଦ୍ଧ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି…

ନୟାଗଡ ଝିଅ ଜୀନା ମହାପାତ୍ର ପାଇଲେ ପିଏଚ୍‌ଡି.

ନୟାଗଡ଼ : ରାଜନୀତି ବିଜ୍ଞାନରେ PHD ଡିଗ୍ରୀ ହାସଲ କଲେ ନୟାଗଡ଼ ଝିଅ ଜୀନା ମହାପାତ୍ର l ନୟାଗଡ ଜିଲ୍ଲା ସୋଲପଟା ଗ୍ରାମର ଶ୍ରୀ ସୁରେନ୍ଦ୍ର କୁମାର ମହାପାତ୍ରଙ୍କ କନିଷ୍ଠ କନ୍ୟା ଡଃ ଜିନା ମହାପାତ୍ର ଉତ୍କଳ ବିଶ୍ୱବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ନୟାଗଡ଼ ଜିଲ୍ଲାର ମହିଳା ମାନଙ୍କୁ…

କାଜୁ ଜଙ୍ଗଲରୁ କଙ୍କାଳ ଉଦ୍ଧାର

ମୟୂରଭଞ୍ଜ: କାଜୁ ଜଙ୍ଗଲରୁ କଙ୍କାଳ ଉଦ୍ଧାର । ମୟୂରଭଞ୍ଜ ଜିଲ୍ଲା ଚାନ୍ଦୁଆ ଥାନା ବାଉଁଶ ବଣି କାଜୁ ଜଙ୍ଗଲରୁ କଙ୍କାଳ ଜବତ। କଙ୍କାଳ ଚାଲୁଣିଆ ଗାଁର ଲାଖାଇ ମାଝୀଙ୍କ ବୋଲି ପ୍ରାଥମିକ ତଦନ୍ତରୁ ଜଣା ପଡ଼ିଛି । ସେ ଆଠ ମାସ ତଳୁ ନିଖୋଜ ଥିଲେ । ଗତ ସେପ୍ଟେମ୍ବର ମାସରେ ଚାଲୁଣିଆ ଗାଁର…

ଗାତରେ ପଡ଼ି ଶିଶୁ ପୁତ୍ରର ମୃତ୍ୟୁ

ଆନନ୍ଦପୁର: ଗାତରେ ପଡି ଶିଶୁ ପୁତ୍ରର ମୃତ୍ୟୁ । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ଝଣଝଣା ଗାଁରେ ଘଟିଛି ଅଭାବନୀୟ ଘଟଣା। ଗାଁରେ ଲିକେଜ୍ ପାଣି ପାଇପ ମରାମତି ପାଇଁ ମେଗା କମ୍ପାନୀ ଖୋଳିଥିବା ଗାତରେ ପଡ଼ି ଶିଶୁ ପୁତ୍ରର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ମରାମତି ପାଇଁ ରାସ୍ତା…

ରାସ୍ତା କାମକୁ ନେଇ ଦୁଇ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ଉଦଳା: ଠିକାଦାରଙ୍କ ଗୁଣ୍ଡାଗିରି । ରାସ୍ତା କାମକୁ ନେଇ ଦୁଇ ଯୁବକଙ୍କୁ ସ୍ପଷ୍ଟ ଦିବାଲୋକରେ ସଂଘବଦ୍ଧ ଆକ୍ରମଣ । ସଂଘବଦ୍ଧ ଆକ୍ରମଣର ମାଷ୍ଟରମାଇଣ୍ଡ ସାଜିଥିବା ଠିକାଦାରଙ୍କ ଗୁଣ୍ଡାଗିରି ଚରମସୀମାରେ । ଘରେ ପଶି ମହିଳାଙ୍କୁ ଅଶାଳୀନ ବ୍ୟବହାର ସହ ପୁଅର ମୁଣ୍ଡ ନେବାକୁ ଦେଲେ ଧମକ ।…

ଦାଦାକୁ ପଥରରେ ଛେଚି ହତ୍ୟା କଲା ପୁତୁରା

କେନ୍ଦ୍ରାପଡ଼ା: ସମ୍ପତ୍ତି ପାଇଁ ଫିକା ପଡ଼ିଲା ରକ୍ତ ସମ୍ପର୍କ। ଦାଦାକୁ ପଥରରେ ଛେଚି ହତ୍ୟା । ଜମି ପାଇଁ ଦାଦାକୁ ପଥରରେ ଛେଚି ହତ୍ୟା କଲା ନୃଶଂସ ପୁତୁରା । କେନ୍ଦ୍ରାପଡ଼ା ଟାଉନ ଥାନା ଅଞ୍ଚଳର ଅଭାବନୀୟ ଘଟଣା । ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଜଘନ୍ୟ ହତ୍ୟାକାଣ୍ଡ ଘଟିଛି ।…