ବସ୍-କାର ଧକ୍କା: ୫ ଯାତ୍ରୀଙ୍କ ମୃତ୍ୟୁ
ଉତ୍ତରପ୍ରଦେଶର ଲଖିମପୁର ଖିରୀ ଜିଲାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୫ ଜଣଙ୍କ ମୃତ୍ୟୁ ହୋଇଛି। ଖିରୀ ଥାନା ଅନ୍ତର୍ଗତ ଓୟଲ ଛକ ନିକଟ ରାଜ୍ୟ ରାଜପଥରେ ଏକ ବସ ଏବଂ କାର ମଧ୍ୟରେ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି। ଏଥିରେ କାର ଭିତରେ ଥିବା ୧୫ ଯାତ୍ରୀଙ୍କ!-->…