ଉତ୍ତରାଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁବନ ଚନ୍ଦ୍ର ଖଣ୍ଡୁରୀଙ୍କ ପରଲୋକ

ଡେରାଡୁନ : ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ମେଜର ଜେନେରାଲ ଭୁବନ ଚନ୍ଦ୍ର ଖଣ୍ଡୁରୀଙ୍କ ପରଲୋକ ହୋଇଛି । ଦୀର୍ଘଦିନରୁ ଅସୁସ୍ଥ ଥିଲେ ଖଣ୍ଡୁରୀ । ଡେରାଡୁନରେ ଶେନ ନିଶ୍ବାସ ତ୍ୟାଗ କରିଛନ୍ତି । ତାଙ୍କ ନିଧନରେ ଉତ୍ତରାଖଣ୍ଡରେ ଶୋକର ଲରି ଖେଳିଯାଇଛି ।…

ସାର୍ବଜନୀନ ସ୍ଥାନରୁ ବୁଲା କୁକୁରଙ୍କୁ ହଟାଇବାକୁ ସୁପ୍ରିମ ରାୟ, ୨୦୨୫ର ରାୟ ବଳବତ୍ତର

ନୂଆଦିଲ୍ଲୀ : ବୁଲା କୁକୁରଙ୍କୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ସାର୍ବଜନୀନ ସ୍ଥାନରୁ ବୁଲା କୁକୁରଙ୍କୁ ହଟାଇବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ । ଜନତାଙ୍କ ବୃହତର ସ୍ବାର୍ଥ ରକ୍ଷା ଦୃଷ୍ଟିରୁ ଜନଗହଳି ପୂର୍ଣ୍ଣ ରାସ୍ତାଗୁଡ଼ିକରୁ ବୁଲାକୁକୁରଙ୍କୁ ହଟାଇବାକୁ ଗୁରୁତ୍ବପୂର୍ଣ୍ଣ…

ବଦଳିଲା ସିଭିଲ୍ ସର୍ଭିସ୍ ପରୀକ୍ଷା ନିୟମ, ଏଣିକି ପ୍ରିଲିମ୍ ପରୀକ୍ଷାର ମିଳିବ Answer key

ନୂଆଦିଲ୍ଲୀ : ସିଭିଲ୍ ସର୍ଭିସ୍ ପରୀକ୍ଷାର୍ଥୀଙ୍କ ପାଇଁ ଆସିଲା ନୂଆ ନିୟମ । ଏଣିକି ପ୍ରିଲିମ୍ ପରୀକ୍ଷା ପରେ ମିଳିବ ଏହାର ଆନ୍ସର କି । ଚଳିତବର୍ଷ ଠାରୁ ଏହି ନିୟମ ଲାଗୁ କରିବାକୁ ଯାଉଛି UPSC । ପରୀକ୍ଷା ପ୍ରକ୍ରିୟାକୁ ସ୍ବଚ୍ଛତା ଓ ସୁଦୃଢ଼ କରିବା ସହ ପାରଦର୍ଶିତା ବୃଦ୍ଧି କରିବା…

ଉଜ୍ଜୟିନୀ ଏକ୍ସପ୍ରେସ ଲାଇନଚ୍ୟୁତ, ଯାତ୍ରୀ ଭୟଭୀତ

ଉତ୍ତରାଖଣ୍ଡ : ଋଷିକେଶରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଯୋଗ ନଗରୀର ଋଷିକେଶ ରେଳ ଷ୍ଟେସନ ନିକଟରେ ଥିବା ଖଣ୍ଡ ଗାଁ ଅଞ୍ଚଳରେ ଉଜ୍ଜୟିନୀ ଏକ୍ସପ୍ରେସର ୩ଟି କୋଚ୍ ଲାଇନଚ୍ୟୁତ ହୋଇଛି । ଏହି ଘଟଣାଟି ସୋମବାର ରାତି ପ୍ରାୟ ୯ ଟା ୩୦ ମିନିଟରେ ହୋଇଥିବା ଜଣାପଡିଛି । ସୌଭାଗ୍ୟବଶତଃ…

ଇରାନ ଉପରେ ହେବାକୁ ଥିବା ବଡ଼ ଆକ୍ରମଣ ସ୍ଥଗିତ, ଘୋଷଣା କଲେ ଟ୍ରମ୍ପ

ନୂଆଦିଲ୍ଲୀ: ଟ୍ରମ୍ପଙ୍କ ବଡ଼ ଘୋଷଣା । ଇରାନ ଉପରେ ହେବାକୁ ଥିବା ବଡ଼ ଆକ୍ରମଣ ସ୍ଥଗିତ । ଗଲ୍ଫ ଦେଶଗୁଡ଼ିକର ଅନୁରୋଧ କ୍ରମେ ଟଳିଲା ଇରାନ ଉପରେ ଆମେରିକାର ସେନା ଆକ୍ରମଣ । ଶେଷ ମୁହୂର୍ତ୍ତରେ ରଣନୀତି ବଦଳାଇଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଆଜି…

ପାଲଘରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଚାଲିଗଲା ୧୨ ଜୀବନ

ମହାରାଷ୍ଟ୍ର : ପାଲଘରର ମୁମ୍ବାଇ-ଅହମ୍ମଦାବାଦ ଜାତୀୟ ରାଜୀୟ ପଥରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୧୨ ଜଣଙ୍କର ମୃତ୍ୟୁ ଥିବାବେଳେ ୨୦ରୁ ୨୫ ଜଣ ଆହତ ହୋଇଛନ୍ତି । ଚିକିତ୍ସା ପାଇଁ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବିବାହ ଶୋଭାଯାତ୍ରା ନେଇ ଯାଉଥିବାବେଳେ…

ଉତ୍ତରପ୍ରଦେଶରେ ଅଦିନିଆ ରଥଯାତ୍ରା, ପ୍ରତିବାଦ କଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ : ଉତ୍ତରପ୍ରଦେଶରେ ଅଦିନିଆ ରଥଯାତ୍ରା । ହାପୁର ଜିଲ୍ଲାର ଶ୍ରୀଜଗନ୍ନାଥ ସେବା ସମିତି ଏହି ଅଦିନିଆ ରଥଯାତ୍ରା ପାଳନ କରିବାକୁ ଯାଉଛି । ଏହାକୁ ନେଇ ଦୃଢ ପ୍ରତିବାଦ କରିଛି ପୁରୀ ଶ୍ରୀମନ୍ଦିର ପ୍ରଶାସନ । ଏହା ଜାଣିବା ପରେ ହାପୁର ଜିଲ୍ଲା ମାଜିଷ୍ଟ୍ରେଟଙ୍କୁ ଏକ ଚିଠି ଲେଖିଛନ୍ତି…

ଆମ ବସରେ ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ଭୁବନେଶ୍ୱର : ଆମ ବସ୍ ରେ ନିଆଁ ।  ଅଳ୍ପକେ ବର୍ତ୍ତିଲେ ଯାତ୍ରୀ । ପୁରୀ ମଙ୍ଗଳାଘାଟ ଛକରେ ଅଘଟଣ ଘଟିଛି ।  ବସଟି ଯାତ୍ରୀଙ୍କୁ ନେଇ ଯାଉଥିବାବେଳେ ମଙ୍ଗଳାଘାଟ ଛକରେ ଧୂଆଁ ବାହାରିଥିଲା ।  ଖବରପାଇ ବାସେଳିସାହି ଥାନା ଅଧିକାରୀ ପହଂଚିଥିଲେ ।  ତୁରନ୍ତ ସମସ୍ତ ଯାତ୍ରୀଙ୍କୁ ବାହାର…

ଅଙ୍ଗନୱାଡ଼ି ‘ବାଦାମ ଲଡ଼ୁ’ ଖାଇ ଗର୍ଭବତୀ ଗୁରୁତର: ସିଡିପିଓ ଅଫିସ ଘେରାଉ କଲେ ଜନପ୍ରତିନିଧି

ବନ୍ତ : ଭଦ୍ରକ ଜିଲା ବନ୍ତ ବ୍ଲକ୍ ଅଧୀନସ୍ଥ ସଖୀପାଟଣା ଅଙ୍ଗନୱାଡ଼ି କେନ୍ଦ୍ରରୁ ମିଳିଥିବା ଅସ୍ୱାସ୍ଥ୍ୟକର ପୃଷ୍ଟିକର ଖାଦ୍ୟ ଖାଇ ଜଣେ ଗର୍ଭବତୀ ମହିଳା ଗୁରୁତର ଅସୁସ୍ଥ ହୋଇଛନ୍ତି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ନିମ୍ନମାନର ଖାଦ୍ୟ ଯୋଗାଣ ପ୍ରତିବାଦରେ…

ଡିଭାଇଡରରେ ପିଟି ହେଲା ବାଇକ, ଚାଲିଗଲା ୨ ଜୀବନ

ସୁନ୍ଦରଗଡ : ବାଇକ ଦୁର୍ଘଟଣାରେ ଚାଲିଗଲା ୨ ଜୀବନ । ରାଜଗାଙ୍ଗପୁର ମାଣ୍ଡିଆକୁଦର ବିଜୁ ଏକ୍ସପ୍ରେସ ୱେରେ ବାଇକ୍ ଦୁର୍ଘଟଣା । ଦୁଇ ବାଇକ ଅରୋହୀଙ୍କ ମୃତ୍ୟୁ ଘଟିଛି । ଜଣେ ରାଜଗାଙ୍ଗପୁର ଓ ଅନ୍ୟ ଜଣେ ରାଉରକେଲା ଅଞ୍ଚଳର । ଉଭୟ ରାଜଗାଙ୍ଗପୁରରୁ ବାଇକ ଯୋଗେ ରାଉରକେଲା ଯିବା ବେଳେ…