ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୬ଟି ସ୍ଥାନରେ ରେଡ୍
କଟକ : ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ଆର ଆଣ୍ଡ ବି ଡିଭିଜନ ସହକାରୀ ନିର୍ବାହୀ ଯନ୍ତ୍ରୀ ଭୁବନେଶ୍ୱର ଶବରଙ୍କ ଘରେ ଭିଜିଲାନ୍ସ ରେଡ୍ । ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ ହୋଇଛି । ଭବାନୀପାଟଣା ଗୋଶାଣିମୁଣ୍ଡାରେ!-->…