୫ହଜାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ପ୍ରଧାନଶିକ୍ଷକ
କେନ୍ଦ୍ରପଡ଼ା : କେନ୍ଦ୍ରପଡ଼ା ଜିଲ୍ଲାରେ ଜଣେ ପ୍ରଧାନ ଶିକ୍ଷକ, ବକେୟା ଦରମା ପାଇବା ପାଇଁ ଜଣେ କର୍ମଚାରୀଙ୍କଠାରୁ ୫,୦୦୦ ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ଦ୍ୱାରା ଗିରଫ।ସୋମବାର କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ନିକଟସ୍ଥ ଚଡ଼େଇଗୁଆଁ ସ୍ଥିତ ହାଇସ୍କୁଲର ପ୍ରଧାନ ଶିକ୍ଷକ ରଘୁନାଥ!-->…