ତୈଳ ସଙ୍କଟ: ଜନସଚେତନତା ପାଇଁ ସାଇକେଲରେ ହାଇକୋର୍ଟ ଗଲେ ୩ ବିଚାରପତି
କଟକ: ଦେଶରେ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ହେବାର ଆଶଙ୍କା ଦେଖାଦେଇଛି। ଏହି ତୈଳ ସଙ୍କଟ ସମୟରେ ସଚେତନତା ସୃଷ୍ଟି ପାଇଁ ସାଇକେଲରେ ହାଇକୋର୍ଟ ଗଲେ ୩ ବିଚାରପତି। ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଓ ଜଷ୍ଟିସ ଶିବ ଶଙ୍କର ମିଶ୍ର ସାଇକେଲ୍ରେ କୋର୍ଟ ଗଲେ। ଜୁଡିସିଆଲ!-->…