ସପ୍ତାହରେ ଦୁଇ ଦିନ ୱାର୍କ ଫ୍ରମ ହୋମ୍, ୟୁପିରେ ଜାରି ହେଲା ଗାଇଡଲାଇନ୍
ଉତ୍ତରପ୍ରଦେଶ : ପଶ୍ଚିମ ଏସିଆ ସଙ୍କଟ ଯୋଗୁଁ ବିଶ୍ୱବ୍ୟାପୀ ଇନ୍ଧନ ସମସ୍ୟା ଦେଖାଦେଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅନୁରୋଧ କ୍ରମେ ଦିଲ୍ଲୀ ପରେ ଉତ୍ତର ପ୍ରଦେଶ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ବ୍ୟବହାର କମାଇବା ତଥା!-->…