ଖୁବଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: କୋରାପୁଟବାସୀଙ୍କ ପାଇଁ ଖୁସି ଖବର। ଯାତୟାତ ପାଇଁ ସୁଗମ ହେବ ଟ୍ରେନ। ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌। ଏନେଇ ସୂଚନା ଦେଲେ ସିଏମ୍‌ଓ।  ସପ୍ତାହରେ ୩ ଦିନ ଚାଲିବା ନେଇ ଜଣାପଡିଛି। ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌ ଚାଲିବା ନେଇ ପ୍ରଧାନମନ୍ତ୍ରୀ ଓ ରେଳ…

ନିଶାଶକ୍ତ ଅବସ୍ଥାରେ ଡବଲ ମର୍ଡର କଲା ଯୁବକ: ହାତ ଗୋଡ଼ ବାନ୍ଧି ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ

ମୟୂରଭଞ୍ଜ: ଯେସାକୁ ତେସା । ନିଶାରେ ନୃଶଂସ ହତ୍ୟା କଲା ଯୁବକ । ଅଭିଯୁକ୍ତକୁ ବାନ୍ଧି ନିର୍ଘାତ ମାଡ ମାରିଲେ ଗ୍ରାମବାସୀ । ମୟୂରଭଞ୍ଜ ଜିଲ୍ଲା ତିରିଙ୍ଗ ଥାନା ଅନ୍ତର୍ଗତ କୁଲୁଘୁଟୁ ଗାଁରେ ଘଟିଛି ଏହି ଘଟଣା । ଶାବଳରେ ଆକ୍ରମଣ କରି ଦୁଇ ଜଣଙ୍କୁ ହତ୍ୟା କରିଥିଲା ଅଭିଯୁକ୍ତ ମୋଚକା…

ଆସିକା ଏକ ଫାର୍ମ ହାଉସ ରେ ପ୍ରେମ ଜନିତ ଆତ୍ମହତ୍ୟା ନେଇ ଗୁଜବ……!ପ୍ରଶାସନ ମୁହଁ ଖୋଲିବାକୁ ନେଇ ନାରାଜ…..!

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ବଜ୍ରକୋଟ ସ୍ଥିତ ଏକ ଫାର୍ମ ହାଉସରେ ଜଣେ ଯୁବକ ପ୍ରେମ ଜନିତ କାରଣରୁ ଆତ୍ମହତ୍ୟା କରିଥିବା ଗୁଜବ ଆସିକା ରେ ଜୋର ଦାର ଚର୍ଚ୍ଚା ହେଉଛି। ଗତ କାଲି ସନ୍ଧ୍ୟାରେ ଜଣେ ଯୁବକ ଉକ୍ତ ଫାର୍ମ ହାଉସ ରେ ଆତ୍ମହତ୍ୟା ଉଦ୍ୟମ କରି ଆସିକା ସରକାରୀ ଚିକିତ୍ସାଳୟ କୁ…

ଓଡ଼ଗାଁ ଅଜିତ ହତ୍ୟାକାଣ୍ଡ ଘଟଣା: ୨୪ ଘଣ୍ଟା ମଧ୍ୟରେ ୪ ଗିରଫ…

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ କୋମଣ୍ଡ ମାଙ୍କଡ଼ା ପଥର ଖଣି ଅଞ୍ଚଳରୁ ବେଆଇନ ପଥର ଚୋରା ଚାଲାଣ ଖଣି ମାଫିଆ ମାନଙ୍କ ଦ୍ଵାରା ଓଡ଼ଗାଁ କଦଳୀବନ୍ଧ ଠାରେ ହୋଇଥିବା ଅଜିତ ହତ୍ୟାକାଣ୍ଡ ଘଟଣାରେ ସଂପୃକ୍ତ ୪ ଜଣଙ୍କୁ ଓଡ଼ଗାଁ ପୋଲିସ ଗିରଫ କରିଥିବା ବେଳେ ଅନ୍ୟ ମାନଙ୍କୁ ଖୁବଶୀଘ୍ର ଗିରଫ କରାଯିବ…

ଦୁଇ ଶିକାରୀଙ୍କୁ ଗିରଫ କରିବା ସହ ଦୁଇଟି ଦେଶୀ ବନ୍ଧୁକ ଜବତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ବନ ବିଭାଗ ଦ୍ଵାରା ଦୁଇ ଶିକାରୀ ଙ୍କୁ ଗିରଫ କରିବା ସହ ଦୁଇଟି ଦେଶୀ ବନ୍ଧୁକ ଜବତ କରିଛନ୍ତି | ସୂଚନା ପ୍ରକାରେ ବାଲିଗୁଡା ବନାଞ୍ଚଳ କାର୍ଯ୍ୟାଳୟର କର୍ମଚାରୀ ମାନେ ଢାକା ଜଙ୍ଗଲରେ ରାତି ପେଟ୍ରୋଲିଙ୍ଗ କରିବା ସମୟରେ ଦୁଇ ଜଣ ଯୁବକ ଜଙ୍ଗଲରେ ନିଆଁ…

ଟିଭିକେକୁ ସମର୍ଥନ ଜଣାଇଲେ AIADMKର ବିଦ୍ରୋହୀ ଗୋଷ୍ଠୀ

ତାମିଲନାଡୁ : ତାମିଲନାଡୁରେ ଏକ ନୂଆ ରାଜନୈତିକ ଯୁଗର ଆରମ୍ଭ ହେବାକୁ ଯାଉଛି । ପାରମ୍ପରିକ ଦ୍ରାବିଡ଼ ରାଜନୀତିର ସମୀକରଣକୁ ବଦଳାଇ ଏବେ AIADMK ଦଳରେ ବଡ଼ ବିଭାଜନ ଦେଖାଦେଇଛି । ବିଜୟଙ୍କ ସରକାରକୁ ସମର୍ଥନ ଜଣାଇଛନ୍ତି ଲେ ସି.ଭି. ଷଣ୍ମୁଗମଙ୍କ ଗୋଷ୍ଠୀ । ମୁଖ୍ୟମନ୍ତ୍ରୀ ଜୋସେଫ୍…

ପାକିସ୍ତାନରେ ବୋମା ବିସ୍ଫୋରଣ, ୯ ମୃତ

ପାକିସ୍ତାନ : ପାକିସ୍ତାନର ଖୈବର ପଖତୁନଖ୍ୱାରେ ଏକ ବଜାରରେ ବୋମା ବିସ୍ଫୋରଣ । ବୋମା ବିସ୍ଫୋରଣରେ ଅତିକମରେ ୯ ଜଣଙ୍କର ମୃତ୍ୟୁ ହେବା ସହିତ ୨୪ରୁ ଅଧିକ ଆହତ ହୋଇଛନ୍ତି । ଆଗକୁ ମୃତକଙ୍କ ସଂଖ୍ୟା ବଢିବାରେ ବୋଲି ଅନୁମାନ କରାଯାଉଛି । ପାକିସ୍ତାନୀ ମିଡିଆ ମୁତାବକ, ଖୈବର…

NEET UG ୨୦୨୬ ପରୀକ୍ଷା ବାତିଲ, ପ୍ରଶ୍ନପତ୍ର ଲିକ୍ ନେଇ NTAର ନିଷ୍ପତ୍ତି

ନୂଆଦିଲ୍ଲୀ : NEET UG ୨୦୨୬ ପରୀକ୍ଷା ବାତିଲ ହୋଇଛି । ପରୀକ୍ଷା ବାତିଲା କଲା ଏନଟିଏ । ପ୍ରଶ୍ନପତ୍ର ଲିକ୍ ନେଇ ଏନଟିଏ ଏଭଳି ନିଷ୍ପତ୍ତି ନେଇଛି । ପରୀକ୍ଷା ୩ ମଇ ୨୦୨୬ରୁ ଚାଲିଥିଲା । ପ୍ରଶ୍ନପତ୍ର ଲିକ୍ ମାମଲାର ତଦନ୍ତ କରିବ ସିବିଆଇ । ପରୀକ୍ଷାର୍ଥୀଙ୍କ ହିତ ଦୃଷ୍ଟିରୁ ଏନଟିଏ…

ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ବଶର୍ମା

ଗୌହାଟୀ : ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ବଶର୍ମା । ହିମନ୍ତ ବିଶ୍ବଶର୍ମା ଦ୍ବିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ଗୌହାଟୀର ଖାନାପଡା ଭେଟନାରୀ କଲେଜ ଗ୍ରାଉଣ୍ଡରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଛି । ହିମନ୍ତ ବିଶ୍ବଶର୍ମାଙ୍କ ସହିତ ଅନ୍ୟ ୪ ଜଣ…

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ, ଶିକ୍ଷା ମହଲରେ ଶୋକର ଛାୟା

ନୟାଗଡ଼ (ନିସର୍ତ୍ତ) : ନୟାଗଡ଼ ଜିଲ୍ଲା ରଣପୁର ବ୍ଲକରେ ଆଜି ଦୁଇ ଜଣ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ଅକାଳ ବିୟୋଗ ଘଟଣା ସମଗ୍ର ଶିକ୍ଷା ମହଲକୁ ଶୋକାକୁଳ କରିଦେଇଛି। ଆଜି ସକାଳେ ରଣପୁର ଗୋପାଳପୁର ଉଚ୍ଚ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ମାନସ କୁମାର ସାହୁଙ୍କ ଦେହାନ୍ତ ଘଟିଥିଲା। ତାଙ୍କୁ ରଣପୁର…