ଜୁଲାଇ ପହିଲାରୁ ଲାଗୁ ହେବ ଭିବି-ଜିରାମ-ଜି ଆଇନ, ମିଳିବ ୧୨୫ ଦିନର ରୋଜଗାର ଗ୍ୟାରେଣ୍ଟି
ନୂଆଦିଲ୍ଲୀ:ଜୁଲାଇ ୧ରୁ ଲାଗୁ ହେବ ଭିବି-ଜିରାମ-ଜି ଆଇନ। ଏନେଇ କେନ୍ଦ୍ର ସରକାର ଅଧିସୂଚନା ଜାରି କରିଛନ୍ତି ।ନୂଆ ଆକ୍ଟ ଅନୁଯାୟୀ, ଜୁଲାଇ ୧, ୨୦୨୬ରୁ ସମଗ୍ର ଦେଶରେ ଲାଗୁ ହେବ ଭିବି-ଜିରାମ-ଜି। ଯାହା ପୂର୍ବରୁ ମହାତ୍ମା ଗାନ୍ଧୀ ରାଷ୍ଟ୍ରୀୟ ଗ୍ରାମୀଣ ରୋଜଗାର ଗ୍ୟାରେଣ୍ଟି ଅଧିନିୟମ ମନରେଗା!-->…