୧୨ରେ ଦ୍ୱିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହିମନ୍ତ ବିଶ୍ୱଶର୍ମା
ଆସାମ: ଆଗାମୀ ମେ ୧୨ରେ ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହିମନ୍ତ ବିଶ୍ୱ ଶର୍ମା। ନୂତନ ମନ୍ତ୍ରୀ ପରିଷଦର ସଦସ୍ୟମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ହିମନ୍ତ।ଆସାମ ବିଧାନସଭା ନିର୍ବାଚନରେ ଏନଡିଏ ମେଣ୍ଟର ବିପୁଳ ବିଜୟ ପରେ ଲଗାତାର ଦ୍ୱିତୀୟ ଥର ପାଇଁ!-->…