ଟ୍ରାଫିକ୍ ଡ୍ୟୁଟିରେ ଆରମ୍ଭ ହେଲା ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥା

ଭୁବନେଶ୍ୱର : ରାଜଧାନୀରେ ଟ୍ରାଫିକ୍ ପରିଚାଳନାକୁ ଅଧିକ ସ୍ମାର୍ଟ ଓ ଆଧୁନିକ କରିବା ଲକ୍ଷ୍ୟରେ କମିଶନରେଟ୍ ପୁଲିସ ପକ୍ଷରୁ ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଛି। ରବିବାର ସନ୍ଧ୍ୟାରେ ପୁଲିସ ସେବା ଭବନଠାରେ ଆୟୋଜିତ

ମହାଷ୍ଟମୀରେ ବନ୍ଦ ରହିବ ସବୁ ମଦ ଦୋକାନ !

କୋଲକତା: ଆସନ୍ତା ଶାରଦୀୟ ଦୁର୍ଗାପୂଜାର ମହାଷ୍ଟମୀ ଦିନ ପଶ୍ଚିମବଙ୍ଗର ସବୁ ମଦ ଦୋକାନ ବନ୍ଦ ରହିବ । ଖାଲି ସେତିକି ନୁହେଁ ରାଜ୍ୟରେ ଥିବା ବାର୍‌ଗୁଡିକ ମଧ୍ୟ ସେଦିନ ବନ୍ଦ ରହିବ । ମା’ ମଣ୍ଡପରେ ପୂଜା ପାଉଥିବା ବେଳେ ରାଜ୍ୟରେ କେହି ଯେମିତି ମଦ୍ୟପାନ ନ କରନ୍ତୁୁ, ସେଥିପାଇଁ ପଶ୍ଚିମବଙ୍ଗ

ଘରୋଇ ଏଲପିଜି ଗ୍ରାହକଙ୍କ ପାଇଁ ଖୁସି ଖବର, କୋହଳ ହେଲା ଏଲପିଜି ରିଫିଲ୍ ବୁକିଂ ବ୍ୟବଧାନ

ନୂଆଦିଲ୍ଲୀ: ଘରୋଇ ଏଲପିଜି ଗ୍ରାହକଙ୍କ ପାଇଁ ଖୁସି ଖବର। ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଗ୍ରାହକଙ୍କ ପାଇଁ ଏଲପିଜି ରିଫିଲ୍ ବୁକିଂ ବ୍ୟବଧାନକୁ କୋହଳ କରିଛନ୍ତି କେନ୍ଦ୍ର ସରକାର। ଏଣିକି ସମସ୍ତ ଘରୋଇ ଏଲପିଜି ଗ୍ରାହକ ୨୫ ଦିନ ବ୍ୟବଧାନରେ ସିଲିଣ୍ଡର ରିଫିଲ୍ ବୁକ୍ କରିପାରିବେ। ଏଲପିଜି

ଡିଭାଇଡରେ ପିଟି ହୋଇ ଓଲଟିଲା ପିକ୍ଅପ୍, ୬ ମୃତ, ୩୦ ଗୁରୁତର

ବାଗପତ : ଉତ୍ତରପ୍ରଦେଶର ବାଗପତ ଜିଲ୍ଲାର ଇଷ୍ଟର୍ଣ୍ଣ ପେରିଫେରାଲ୍ ଏକ୍ସପ୍ରେସ୍ୱେରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ ପିକ୍ଅପ୍ ଗାଡ଼ି ଡିଭାଇଡରରେ ଧକ୍କା ଦେବା ପରେ ଓଲଟି ପଡ଼ିଥିଲା । ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୬ ଜଣଙ୍କ ମୃତ୍ୟୁ

ବିଧାନସଭାରେ ଗର୍ଜିଲେ ମୁଖ୍ୟମନ୍ତ୍ରୀ ବିଜୟ, ବିରୋଧୀଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ: ବିଧାନସଭାରେ ନିଜ ଅଭିଭାଷଣ ରଖି ବିଜୟ କହିଛନ୍ତି, ତାମିଲନାଡୁର ଜନତା ପୂର୍ବରୁ ଅନ୍ନା, ଏମ୍‌ଜିଆର୍‌ ଏବଂ ଏନ୍‌ଟିଆର୍‌ଙ୍କ ଭଳି ନେତାଙ୍କୁ ଜନାଦେଶ ଦେଇଛନ୍ତି । ଆଉ ଏବେ ସେହି ଜନସମର୍ଥନ ତାଙ୍କୁ ମଧ୍ୟ ମିଳିଛି । ମହିଳାଙ୍କ ପ୍ରସଙ୍ଗରେ ମଧ୍ୟ ବିଜୟ ନିଜର କଡ଼ା ଆଭିମୁଖ୍ୟ

ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି, ମଝି ଆକାଶରୁ ଫେରିଲା

କୋଚି : ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ମଝି ଆକାଶରୁ ଫେରିଛି ବିମାନ । କୋଚିରୁ ଆବୁଧାବି ଯାଉଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସର ବୋଇଂ ୭୩୭ ବିମାନ IX 415କୁ ଉଡ଼ାଣ ମଝିରୁ ପୁଣି କୋଚି ଫେରିବାକୁ ପଡ଼ିଛି । ବିମାନର ନମ୍ବର-୧ ଇଞ୍ଜିନରେ ତେଲର ପରିମାଣ

ରନୱେରୁ ବାହାରକୁ ଚାଲିଗଲା କାର୍ଗୋ ବିମାନ : ୫ ମୃତ, ୫ ଆହତ

ନୂଆଦିଲ୍ଲୀ: ରନୱେରୁ ବାହାରିଗଲା କାର୍ଗୋ ବିମାନ । ମିଆମି ଅନ୍ତର୍ଜାତୀୟ ବିମାନବନ୍ଦରରେ ଆମାଜନ ପ୍ରାଇମ ଏୟାରର କାର୍ଗୋ ବିମାନ ରନୱେରୁ ବାହାରକୁ ଚାଲିଗଲା । ଫଳରେ ୫ ଜଣଙ୍କ ମୃତ୍ୟୁ ଏବଂ ୫ ଜଣ ଆହତ ହୋଇଛନ୍ତି । ଦୁର୍ଘଟଣାରେ 21 Air Flight 7598 ନାମକ ୩୨ ବର୍ଷ ପୁରୁଣା ବୋଇଂ ମାଲବାହୀ

ମସ୍କୋରେ ଭାରତୀୟ ଇଞ୍ଜିନିୟରଙ୍କୁ ଅଟକ: ପିଏମ୍ ମୋଦୀଙ୍କ ସହାୟତା ଲୋଡ଼ିଲେ ସ୍ତ୍ରୀ

ମସ୍କୋ: ରଷିଆରେ ଜଣେ ଭାରତୀୟ ଇଞ୍ଜିନିୟରଙ୍କୁ ଅଟକ ରଖାଯିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଉତ୍ତର ପ୍ରଦେଶର କାନପୁର ନିବାସୀ ଚନ୍ଦନ ଗୁପ୍ତା ନାମକ ଜଣେ ଇଞ୍ଜିନିୟରଙ୍କୁ ରୁଷିଆ ପୋଲିସ ଅଟକ ରଖିଥିବା ନେଇ ତାଙ୍କ ସ୍ତ୍ରୀ ସ୍ନେହା ଗୁପ୍ତା ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରି

ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ କୌଣସି ଏକ ବିଶ୍ୱସ୍ତ ସୂଚନା ଆଧାରରେ ବାଲିଗୁଡା ଥାନା ଅଞ୍ଚଳରେ ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ କରିବା ସହ ତିନି କୁଖ୍ୟାତ ଡକାୟତ ଙ୍କୁ ଗିରଫ କରିଥିବା ଜଣାପଡିଛି l ଘଟଣା ରୁ ପ୍ରକାଶ

ପାହାଡ଼ ଉପରୁ ଗଳିତ ଝୁଲନ୍ତା ମୃତକଙ୍କ ପରିଚୟ ଚିହ୍ନଟ, ପରିବାରକୁ ହସ୍ତାନ୍ତର ମୃତଦେହ

ବାଲିଗୁଡା, ତା, ୦୭/୦୯ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ୧୧ ନଂ ୱାର୍ଡର ଗଲିଆଡଙ୍ଗର ପାହାଡ଼ ଉପର ଜଙ୍ଗଲରୁ ଝୁଲନ୍ତା ମୃତଦେହ ରବିବାର ବାଲିଗୁଡା ପୋଲିସ ଠାବ କରିଥିଲା l ପୋଲିସ ତଦନ୍ତ ପରେ ମୃତକଙ୍କ ପରିଚୟ ଚିହ୍ନଟ ହୋଇଛି। ମୃତକ ହେଲେ ରବୀନ୍ଦ୍ର ବେହେରା (୪୩)। ତାଙ୍କ ଘର