ଘାଇରୁ ଗଳିତ ମୃତଦେହ ଉଦ୍ଧାର
ମୋହନା : ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ଶଗଡ଼ା ଘାଇରୁ ଏକ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର କରା ଯାଇଛି। ବର୍ତ୍ତମାନ ସୁଦ୍ଧା ସେହି ବ୍ୟକ୍ତିଙ୍କ ପରିଚୟ ଜଣା ପଡିନାହିଁ। ଚନ୍ଦ୍ରଗିରି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଜବତ କରି ଅଧିକ ତଦନ୍ତ ଚଳାଇଛି। ଶନିବାର ସକାଳେ!-->…