ସରକାରୀ ଭୈରବୀ ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ରେଡ୍ କ୍ରସ ଦିବସ ପାଳିତ
ବ୍ରହ୍ମପୁର, ୦୮/୦୫ : ବ୍ରହ୍ମପୁର ଉପକଣ୍ଠ ମୋହଡା ସ୍ଥିତ ସରକାରୀ ଭୈରବୀ ଉଚ୍ଚ ବିଦ୍ୟାଳୟ ପରିସରରେ ବିଶ୍ୱ ରେଡ୍ କ୍ରସ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ଧନୁ ସେଠୀଙ୍କ ପୌରୋହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରେଡ୍ କ୍ରସର ମହତ୍ତ୍ୱ ଓ ମାନବ!-->!-->!-->…