ଦିଲ୍ଲୀ କୋଠା ଭୁଶୁଡ଼ିବା ଘଟଣା: ମୃତ୍ୟୁସଂଖ୍ୟା ୭ରେ ପହଞ୍ଚିଲା, ୧୨ ଉଦ୍ଧାର

ନୂଆଦିଲ୍ଲୀ : ନୂଆଦିଲ୍ଲୀର ସତ୍ୟ ନିକେତନରେ ୫ ମହଲା କୋଠା ଭୁଶୁଡ଼ି ମୃତ୍ୟୁସଂଖ୍ୟା ୭ରେ ପହଞ୍ଚିଛି । ଏପର୍ଯ୍ୟନ୍ତ ୧୨ ଜଣଙ୍କୁ ଉଦ୍ଧାର କରାଯାଇଛି । NDRF, ଦିଲ୍ଲୀ ଅଗ୍ନିଶମ ସେବା ଏବଂ ଦିଲ୍ଲୀ ପୋଲିସ ମିଳିତ ଭାବେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଘଟଣା ପରେ ଦିଲ୍ଲୀ ପୋଲିସ

ଲାଞ୍ଚ ନେବା ବେଳେ ଦୁଇ ରାଜସ୍ୱ ଅଧିକାରୀଙ୍କୁ ଧରିଲା ଭିଜିଲାନ୍ସ

କଟକ : କିସମ ପରିବର୍ତ୍ତନ କରି ଜମି ପଟ୍ଟା ଯୋଗାଇ ଦେବା ପାଇଁ ଲାଞ୍ଚ ନେଇ ଦୁଇ ରାଜସ୍ୱ ଅଧିକାରୀ ଭିଜିଲାନ୍ସ ଜାଲରେ । ପୁରୀ ଜିଲ୍ଲା ପିପିଲି ତହସିଲ ଅଧୀନ ସିଉଳା ଆର୍ ଆଇ ସର୍କଲର ରାଜସ୍ୱ ନିରୀକ୍ଷକ କଲ୍ୟାଣୀ ଜେନା ଓ ଆସିଷ୍ଟାଣ୍ଟ ରେଭିନ୍ୟୁ ଇନ୍ସପେକ୍ଟର ପୂର୍ଣ୍ଣଚନ୍ଦ୍ର

କମିଶନରେଟ ପୋଲିସର ବଡ଼ ଆକ୍ସନ, ହତ୍ୟା ଅଭିଯୁକ୍ତ ଘରେ ଚଢିଲା ବୁଲଡୋଜର

ଭୁବନେଶ୍ବର : ଆକ୍ସନ ମୁଡ଼ରେ କମିଶନରେଟ ପୋଲିସ ।  ଅପରାଧି ଘରେ ଚଢିଲା ବୁଲଡୋଜର ।  ଭୁବନେଶ୍ବର ଲିଙ୍ଗରାଜ ଥାନା ଗାୟତ୍ରୀ ବସ୍ତିରେ ପୋଲିସର ଜବରଦଖଲ ଉଛେଦ ଜାରି ।  ଜିତୁ କାଣ୍ଡି ହତ୍ୟା ମାମଲାରେ ଯେଉଁଠି ହତ୍ୟା କରାଯାଇଥିଲା ।  ଏପରିକି ହତ୍ୟାରେ ସାମିଲ ଥିବା ଶୁଭମ ଦାସ ଓ ବାବୁନା

ବ୍ଲକସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଶିବିର ଉଦଘାଟିତ

ନୟାଗଡ଼ (ନିସର୍ତ୍ତ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଓ ନୟାଗଡ଼ ଜିଲ୍ଲା ପ୍ରଶାସନ ଓ ରଣପୁର ବ୍ଲକ ପ୍ରଶାସନର ମିଳିତ ଆନୁକୂଲ୍ୟରେ ସୋମବାର ଦିନ ପଞ୍ଚାୟତ ସମିତି ସଭାଗୃହରେ ବ୍ଲକ ସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି l ଏହି କlର୍ଯ୍ୟକ୍ରମରେ ରଣପୁର ତହସିଲ ଦାର

ଅନଲାଇନ ହେବ ଆଦିବାସୀ ଜମି ହସ୍ତାନ୍ତର ଓ ଦଖଲ ମାମଲା, ରାଜସ୍ୱ ସେବାକୁ ସ୍ୱଚ୍ଛ ଓ ସରଳ କରିବାକୁ ସରକାରଙ୍କ ପଦକ୍ଷେପ

ଭୁବନେଶ୍ୱର : ଏଣିକି ଅନ୍ ଲାଇନ ହେବ ଆଦିବାସୀ ଜମି ହସ୍ତାନ୍ତର ଓ ଦଖଲ ମାମଲା। ରାଜସ୍ୱ ସେବାକୁ ଅଧିକ ସ୍ୱଚ୍ଛ, ସରଳ ଓ ସମୟୋଚିତ କରିବାକୁ ଏହି ପଦକ୍ଷେପ ନେଇ ରାଜ୍ୟ ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧୀନ ୩ ଗୁରୁତ୍ୱପୂର୍ଣ୍ଣ ରାଜସ୍ୱ ସେବାକୁ ଏଣିକି ଅନଲାଇନ୍ ଜରିଆରେ

ଜନ ଅଭିଯୋଗ ଶୁଣାଣି ବେଳେ ଶିବିର ଆଗରେ ପରିବାର ସହ ବିଷ ବୋତଲ ଧରି ବସିଲେ ଅଭିଯୋଗକାରୀ

ରାୟଗଡା : ଜନ ଅଭିଯୋଗ ଶୁଣାଣିରେ ଅଭାବନୀୟ ଦୃଶ୍ୟ। ଶିବିର ଆଗରେ ବିଷ ବୋତଲ ଧରି ବସିଲେ ପରିବାର। ଜମିବାଡ଼ି ଘଟଣାକୁ ନେଇ ପରିବାରକୁ ନିର୍ଯାତନା ଅଭିଯୋଗରେ ଏହି ପଦକ୍ଷେପ ନେଇଛନ୍ତି ପରିବାର। ଏଭଳି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ଅଞ୍ଚଳରେ । ବାରମ୍ବାର ପୋଲିସ ନିକଟରେ ଅଭିଯୋଗ

ସୁପ୍ରିମକୋର୍ଟରେ ପୁଣି ଘୁଞ୍ଚିଲା ଡିଜିପି ନିଯୁକ୍ତି ଶୁଣାଣି, ଆସନ୍ତା ୧୬ରେ ରାୟ

ଭୁବନେଶ୍ବର: ଓଡ଼ିଶାର ପରବର୍ତ୍ତୀ ପୋଲିସ ମହାନିର୍ଦ୍ଦେଶକ ନିଯୁକ୍ତି ପ୍ରକ୍ରିୟାକୁ ନେଇ ଲାଗିରହିଛି ଦ୍ୱନ୍ଦ । ଏହାରି ଭିତରେ ସୁପ୍ରିମକୋର୍ଟରେ ଡିଜିପି ନିଯୁକ୍ତି ଶୁଣାଣି ପୁଣି ଘୁଞ୍ଚିଲା । ଆସନ୍ତା ୧୬ ତାରିଖରେ ଶୁଣାଣି ପାଇଁ ଦିନଧାର୍ଯ୍ୟ । ଏନେଇ ସୂଚନା ଦେଲେ ବରିଷ୍ଠ ଆଇନଜୀବୀ

ଅନ୍ତର୍ଜାତୀୟ ସାକ୍ଷରତା ଦିବସ ଅବସରରେ : ଶିକ୍ଷା ଓ ଜ୍ଞାନ ମାଧ୍ୟମରେ ଉପଭୋକ୍ତା ସଂପ୍ରଦାୟକୁ ସଶକ୍ତ କରୁଛି…

• ଡିଜିଟାଲ ସାକ୍ଷରତା ମାଧ୍ୟମରେ ୫,୦୦୦ ହିତାଧିକାରୀ ଉପକୃତ• ସରକାରୀ ଯୋଜନା, ସାଇବର ସୁରକ୍ଷା, ଡିଜିଟାଲ ପେମେଣ୍ଟ ଓ ସୌର ଶକ୍ତି ସମ୍ପର୍କରେ ସଚେତନତା ସୃଷ୍ଟି ବ୍ରହ୍ମପୁର : ଦକ୍ଷିଣ ଓଡ଼ିଶାରେ ଡିଜିଟାଲ ସାକ୍ଷରତାକୁ ବଢ଼ାଇବା ଉଦ୍ଦେଶ୍ୟରେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍

କୋଟପାଡ଼ରେ ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣି ଶିବିର: ୬୪ଟି ଅଭିଯୋଗ ମଧ୍ୟରୁ ୯ଟିର ତତ୍କାଳ ସମାଧାନ

କୋଟପାଡ଼ (କୋରାପୁଟ), : କୋରାପୁଟ ଜିଲ୍ଲା କୋଟପାଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୋଟ ୬୪ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବା

ଚଳିତ ବର୍ଷ ଧାନ ବିକ୍ରି ପାଇଁ ରେକର୍ଡ ସଂଖ୍ୟକ ଚାଷୀଙ୍କ ପଞ୍ଜୀକରଣ

ଭୁବନେଶ୍ୱର : ଚଳିତ ବର୍ଷ ଧାନ ବିକ୍ରି ପାଇଁ ରେକର୍ଡ ସଂଖ୍ୟକ ଚାଷୀ ପଞ୍ଜୀକରଣ କରିଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୨୧.୪୨ ଲକ୍ଷ ଚାଷୀ ଧାନ ବିକ୍ରି ପାଇଁ ନିଜ ନାମ ପଞ୍ଜୀକରଣ କରିଥିବା ସୂଚନା ମିଳିଛି । ଧାନ ବିକ୍ରି ପାଇଁ ୧୯ ଲକ୍ଷରୁ ଅଧିକ ଚାଷୀ ଗତବର୍ଷ ପଞ୍ଜୀକରଣ କରିଥିଲେ । ଗତବର୍ଷ