ପୋଖରୀରେ ବୁଡି ଗଲେ ୨ ଛାତ୍ର
ବାଲେଶ୍ଵର : ବାଲେଶ୍ଵର ଟାଉନ୍ ଥାନା ଅନ୍ତର୍ଗତ ମାନସିଂ ବଜାର ଅଞ୍ଚଳରେ ଅଘଟଣ । ସମର କୋର୍ସ ପାଇଁ ଭଦ୍ରକ ଜିଲ୍ଲାରୁ ଆସି ଏକ ଘରୋଇ ଶିକ୍ଷାନୁଷ୍ଠାନ ରହିଥିବା ଦୁଇ ଛାତ୍ରଙ୍କ ପୋଖରୀରେ ବୁଡ଼ି ମୃତ୍ୟୁ ହୋଇଛି । ତେବେ ଦୁଇ ଛାତ୍ରଙ୍କ ମୃତ୍ୟୁକୁ ନେଇ ବାଲେଶ୍ଵର ଜିଲ୍ଲା ମେଡିକାଲରେ ଗତ!-->…