ପୁରୁଣାକଟକ ଥାନା ପରିସରରେ ପୋଲିସ-ଗ୍ରାମବାସୀ ହାତାହାତି, ଜଣେ ପୋଲିସ କର୍ମଚାରୀ ସମେତ ୬ରୁ ଊର୍ଦ୍ଧ୍ବ ଆହତ

ବୌଦ୍ଧ: ରଣକ୍ଷେତ୍ର ପାଲଟିଲା ଥାନା ପରିସର । ପୋଲିସ ଓ ଉତ୍ୟକ୍ତ ଲୋକ ହାତାହାତି । ମାରପିଟରେ ୬ରୁ ଅଧିକ ଯୁବକ ଏବଂ ଜଣେ ପୋଲିସ କର୍ମଚାରୀ ଆହତ ହୋଇଥିବା ଜଣାପଡିଛି । ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ପରିସରରେ ଉତ୍ତେଜନା । ଘଟଣାସ୍ଥଳରେ ପୋଲିସ ଛାଉଣୀ ହୋଇଥିବା ବେଳେ ବର୍ତ୍ତମାନ…

ଚିଲିକାରେ ବିନା ଲାଇଫ ଜ୍ୟାକେଟରେ ଡଙ୍ଗା ଚଳାଚଳ ନିଷିଦ୍ଧ

ବ୍ରହ୍ମଗିରି : ଚିଲିକାରେ କଡ଼ା ସୁରକ୍ଷା ନିୟମ । ବିନା ଲାଇଫ ଜ୍ୟାକେଟରେ ଡଙ୍ଗା ଚଳାଚଳ ନିଷିଦ୍ଧ। ମଧ୍ୟପ୍ରଦେଶରେ କ୍ରୁଜ ବୁଡ଼ି ଘଟଣା ପରେ ସମଗ୍ର ଚିଲିକାରେ ଲାଗିଛି କଟକଣା । ବିନା ଲାଇଫ ଜ୍ୟାକେଟରେ ଡ଼ଙ୍ଗା ନେବାକୁ ମନାକରାଯାଇଛି କିନ୍ତୁ କେହି ନିୟମ ମାନୁନାହାନ୍ତି । ଚିଲିକାରେ…

ଜନଗଣନା କାର୍ଯ୍ୟରେ ନିୟୋଜିତ ହେବେ ଘରୋଇ ସ୍କୁଲ ଶିକ୍ଷକ, ବାଧା ଦେଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର : ଜନଗଣନା ପାଇଁ ସରକାରଙ୍କ ୱାର୍ଣ୍ଣିଂ । ଜନଗଣନା ଡ୍ୟୁଟି କରିବେ ଘରୋଇ ସ୍କୁଲ ଶିକ୍ଷକ । ମନା କଲେ ହେବ କାର୍ଯ୍ୟାନୁଷ୍ଠାନ। ଓଡ଼ିଶାରେ ଚାଲିଥିବା ଜନଗଣନା-୨୦୨୭ କାର୍ଯ୍ୟକୁ ନେଇ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି କେବଳ ସରକାରୀ ନୁହେଁ ବରଂ…

୧୦ ତାରିଖ ଯାଏଁ ରାଜ୍ୟରେ କମ୍ ରହିବ ତାତି

ଭୁବନେଶ୍ୱର : ୧୦ ଯାଏଁ କମ୍ ତାତି । ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ତାତି କମ୍ ରହିବ। ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଆଭ୍ୟନ୍ତରୀଣ ଓଡ଼ିଶାର ବହୁ ସ୍ଥାନରେ ବର୍ଷା ଆଶଙ୍କା ରହିଛି। ବର୍ଷା ସହ ଜୋରରେ ପବନ ବହିବା ନେଇ ପୂର୍ବାନୁମାନ କରିଛି…

ବସନ୍ତ ଭିଲ୍ଲା ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ୩ ଜୀବନ୍ତ ଦଗ୍ଧ

ଭୁବନେଶ୍ୱର : ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ । ୩ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି । ଭୁବନେଶ୍ବର ଲକ୍ଷ୍ମୀସାଗର ଥାନା ବସନ୍ତ ଭିଲ୍ଲା ଆପାର୍ଟମେଣ୍ଟର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଭୋର ୪ଟା ୩୦ରେ ଆପାର୍ଟମେଣ୍ଟର ତଳ ମହଲାରେ ନିଆଁ ଲାଗିଥିଲା । ପରେ ଦ୍ରୁତ ଗତିରେ ବ୍ୟାପିଯାଇଥିଲା ।…

ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ ବ୍ୟାପକ କରିବାକୁ ଆରଟିଓଙ୍କୁ ନିର୍ଦ୍ଦେଶ

କଟକ: ସଡ଼କ ଦୁର୍ଘଟଣା ହ୍ରାସ ଉପରେ ପ୍ରାଧାନ୍ୟ ଦେଇଛନ୍ତି ସରକାର । ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ ବ୍ୟାପକ କରିବାକୁ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶରେ ସମସ୍ତ ଉପ ପରିବହନ ଆୟୁକ୍ତ (ଡିସିଟି), ଆଞ୍ଚଳିକ ପରିବହନ ଅଧିକାରୀ (ଆରଟିଓ) ଓ ଅତିରିକ୍ତ ଆଞ୍ଚଳିକ…

ନୟାଗଡ଼ ଜିଲ୍ଲାପାଳଙ୍କ ମହାନୀୟତା

ନୟାଗଡ: ବାସ୍ତବତାର ପ୍ରତୀକ ଏ ଫଟୋ କହୁଛି ଅନେକ କଥା… ସବୁ ଉଚ୍ଚ ପଦସ୍ଥ ଅଧିକାରୀ ମାନେ ଯେ ଅହଙ୍କାରୀ ଆଉ ନିଜ ପଦ ମର୍ଯ୍ୟାଦାକୁ ନେଇ କେବଳ ମଉଜ ମଜଲିସରେ ମାତନ୍ତି ତା ନୁହେଁ… ଯେଉଁ କେତେଜଣ ମହା ମାନବିକ ମୂଲ୍ୟବୋଧରେ ଅଭିମନ୍ତ୍ରୀତ ହୋଇ ଜନ ସେବାକୁ କେବଳ ନିଜ ଜୀବନର ବ୍ରତ କରି ବାଟ…

ଦକ୍ଷିଣାଞ୍ଚଳ ରାଜସ୍ବ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ

ବ୍ରହ୍ମପୁର : ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତ କାର୍ଯ୍ୟାଳୟସ୍ଥ ସମ୍ମିଳନୀ କକ୍ଷ ରେ ତା ୦୫.୦୫.୨୦୨୬ ରିଖ ଆୟୁକ୍ତ ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ର, ଭା.ପ୍ର.ସେ, ଙ୍କ ଅଧ୍ୟକ୍ଷତାରେ ରାଜସ୍ୱ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ ଅନଷ୍ଠିତ ହୋଇଛି। ପ୍ରଶାସନିକ ଏବଂ ଶାସନ ସଂସ୍କାର…

ସହରାଞ୍ଚଳରେ ବନ୍ୟା ମୁକାବିଲା ପାଇଁ ସ୍ଥାପନ ହେବ ୨୪ ଘଣ୍ଟିଆ ସ୍ୱତନ୍ତ୍ର କଣ୍ଟ୍ରୋଲ ରୁମ୍

ଭୁବନେଶ୍ୱର:ଆଗାମୀ ମୌସୁମୀ-୨୦୨୬ ପାଇଁ ସହରାଞ୍ଚଳର ସୁରକ୍ଷା ଓ ପ୍ରସ୍ତୁତିକୁ ସୁନିଶ୍ଚିତ କରିବା ପାଇଁ ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା ଗୁଡ଼ିକୁ ଏହି ନିର୍ଦ୍ଦେଶାବଳୀ ପାଳନ କରିବାକୁ…

ଆସନ୍ତା ୮ରୁ ଚଳିତ ବର୍ଷର ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫର୍ମ ପୂରଣ

କଟକ: ଆସନ୍ତା ୮ ତାରିଖରୁ ଆରମ୍ଭ ହେବ ଚଳିତ ବର୍ଷର ମାଟ୍ରିକ ସପ୍ଲିମେଣ୍ଟାରୀ (ରେଗୁଲାର, ଏକ୍ସ-ରେଗୁଲାର, ପତ୍ର ମାଧ୍ୟମ ରେଗୁଲାର ଓ ଏକ୍ସ-ରେଗୁଲାର) ପରୀକ୍ଷା ପାଇଁ ଫର୍ମ ପୂରଣ । ୧୮ ତାରିଖ ମଧ୍ୟ ରାତ୍ର ସୁଦ୍ଧା ଚାଲିବ ଫର୍ମ ପୂରଣ । ମାଧ୍ୟମିକ ଶିକ୍ଷା ପରିଷଦର ୱେବସାଇଟ…