ଯୁବକଙ୍କୁ ପିଟି ପିଟି ହତ୍ୟା ଅଭିଯୋଗ

ସୋର : ଯୁବକକୁ ହତ୍ୟା ଅଭିଯୋଗ । ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ପୁରୁଷୋତ୍ତମପୁର ପଞ୍ଚାୟତରେ ଯୁବକଙ୍କୁ ପିଟିପିଟି ମାରି ଦେଇଛନ୍ତି । ମୃତ ଯୁବକ ହେଲେ ସୁଦର୍ଶନ ସୂତାରଙ୍କ ପୁଅ ସୁବାସ । ସେ ଜଣେ ଝିଅକୁ ମୋବାଇଲରେ ପ୍ରେମ ନିବେଦନ କରିଥିବା ଅଭିଯୋଗ ହୋଇଥିଲା । ପରବର୍ତ୍ତୀ ସମୟରେ…

ଦହିବରା ଖାଇ ଝାଡାବାନ୍ତିରେ ଆକ୍ରାନ୍ତ ଘଟଣା, ୭ ଦିନ ପାଇଁ ସମସ୍ତ ଫାଷ୍ଟପୁଡ୍ ଦୋକାନ ବନ୍ଦ

ଯାଜପୁର : ଯାଜପୁର ଦଶରଥପୁରରେ ଦହିବରା ଓ ଫାଷ୍ଟଫୁଡ ଖାଇ ଶତାଧିକ ଲୋକ ଆକ୍ରାନ୍ତ ଘଟଣାରେ କାର୍ଯ୍ୟାନୁଷ୍ଠାନ । ଦହିବରା ବ୍ୟବସାୟୀ ସର୍ବେଶ୍ୱର ସାହୁ କୋର୍ଟ ଚାଲାଣ । ସର୍ବେଶ୍ବର ଏବଂ ତାଙ୍କ ପତ୍ନୀଙ୍କୁ ଅଟକ ରଖି ପଚରାଉଚରା କରୁଥିଲା ଦଶରଥପୁର ଥାନା ପୋଲିସ । ପରେ ଖାଦ୍ୟ ସୁରକ୍ଷା…

ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଏବଂ ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ…

କୋରାପୁଟ : କୋରାପୁଟ ଜିଲ୍ଲା ଦିନିକିଆ ଗସ୍ତରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ I ଏହି ଗସ୍ତ ସମୟରେ ପୌର ପରିଷଦ ଏବଂ ପୂର୍ତ୍ତ ବିଭାଗ ଦ୍ବାରା କରାଯାଇଥିବା ବିଭିନ୍ନ…

ଓଡ଼ିଶାକୁ ମିଳିଲା ନୂଆ ‘ରାୟଗଡ଼ା ରେଳ ଡିଭିଜନ, ଜୁନ୍ ୧ରୁ ବଦଳିବ ରେଳ ମାନଚିତ୍ର

ରାୟଗଡ଼ା: ବିଶାଖାପାଟଣାରେ ନୂଆ ‘ଦକ୍ଷିଣ ଉପକୂଳ ରେଳ ଜୋନ୍ । ଓଡ଼ିଶାକୁ ମିଳିଲା ନୂଆ ‘ରାୟଗଡ଼ା ରେଳ ଡିଭିଜନ’ । କେନ୍ଦ୍ର ରେଳ ମନ୍ତ୍ରଣାଳୟ ପକ୍ଷରୁ ‘ଦକ୍ଷିଣ ଉପକୂଳ ରେଳ ଜୋନ୍’ ଗଠନ ନେଇ ଆନୁଷ୍ଠାନିକ ଘୋଷଣା କରାଯାଇଛି । ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଏହି ନୂଆ ଜୋନ୍ ର…

ବନ୍ଧୁକ ମୁନରେ ଲୁଟିନେଲେ ମୁଖାପିନ୍ଧା ଦୁର୍ବୃତ୍ତ

ପଟ୍ଟାମୁଣ୍ଡାଇ: ବନ୍ଧୁକ ମୁନରେ ଲୁଟ୍ । ଘରୁ ଓ ଦୋକାନ ଘରୁ ଲୁଟିନେଲେ ମୁଖାପିନ୍ଧା ଦୁର୍ବୃତ୍ତ । କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଚୁନଢିଅରେ ଏକ ସାନିଟାରୀ ଦୋକାନ ଓ ଘରୁ ଚୋରି ହୋଇଛି । ସମସ୍ତ ଡକାୟତ ମୁଖା ପିନ୍ଧିଥିବା ବେଳେ ହାତରେ…

ଶ୍ରୀ ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ କିଲନ୍ ମେଣ୍ଟେନାନ୍ସ କାମ କରୁଥିବା ବେଳେ ୩ ଶ୍ରମିକଙ୍କ ମୃତ୍ୟୁ

ଅନୁଗୁଳ : ଶ୍ରୀ ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ଅଘଟଣ । ଅନୁଗୋଳ ନିଶା ଥାନା ଅଧୀନରେ ଥିବା ଶ୍ରୀ ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ଅଘଟଣ ଘଟିଛି । କିଲନ୍ ମେଣ୍ଟେନାନ୍ସ କାମ କରୁଥିବା ବେଳେ ତିନି ଜଣ ଶ୍ରମିକ ଗୁରୁତର ହୋଇଥିଲେ । ସେମାନଙ୍କୁ ତୁରନ୍ତ ହିନ୍ଦୋଳନ ମେଡିକାଲକୁ…

ରାୟଗଡ଼ା ଜିଲ୍ଲାରେ ମାଟ୍ରିକ ପରୀକ୍ଷାରେ ଏ ୧ ରେ ଉତୀର୍ଣ୍ଣ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ଜିଲ୍ଳାପାଳ

ରାୟଗଡା : ଶନିବାର ପ୍ରକାଶ ପାଇଛି ୨୦୨୬ ବର୍ଷର ହାଇସ୍କୁଲ ସାର୍ଟିଫିକେଟ (ମାଟ୍ରିକ୍‌) ପରୀକ୍ଷାଫଳ । ରାୟଗଡ଼ା ଜିଲ୍ଳାରେ ପାସ ହାର ୯୬.୫ ପ୍ରତିଶତ ରହିଛି । ଚଳିତ ବର୍ଷ ଜିଲ୍ଳାରେ ୬ ଜଣ ପରୀକ୍ଷାର୍ଥୀ ଏ ୧ ଗ୍ରେଡରେ ଉତୀର୍ଣ୍ଣ ହୋଇଥିବା ବେଳେ ସୋମବାର ଦିନ ରାୟଗଡ ଜିଲ୍ଳାପାଳ ଆଶୁତୋଷ…

ବଂଶୀଧର ଏବଂ ଇଲା ପଣ୍ଡା ଫାଉଣ୍ଡେସନ୍ ଓ ଇମ୍ଫା ଦ୍ୱାରା ‘ଗୋଷ୍ଠୀ ଶିକ୍ଷା କେନ୍ଦ୍ର’ ଉଦ୍‌ଘାଟିତ ନାରୀ ଶିକ୍ଷା ଓ…

ରାୟଗଡ଼ା : ବଂଶୀଧର ଏବଂ ଇଲା ପଣ୍ଡା ଫାଉଣ୍ଡେସନ୍ ଓ ଇମ୍ଫା ର ଯୁଗଳ ପ୍ରୟାସରେ ‘ଗୋଷ୍ଠୀ ଶିକ୍ଷା କେନ୍ଦ୍ର’ ଉଦ୍‌ଘାଟନ କରାଯାଇଥିଲା। ଏହା ମାଧ୍ୟମରେ ୧୧ ମାସିଆ ଏକ ସଂଗଠିତ ଶିକ୍ଷା କାର୍ଯ୍ୟକ୍ରମର ଆରମ୍ଭ ହୋଇଛି, ଯାହା ଶିକ୍ଷାରୁ ବଞ୍ଚିତ କିଶୋରୀ ଓ ମହିଳାମାନଙ୍କୁ ପୁନଃ ମୁଖ୍ୟ ଧାରାରେ…

ରାୟଗଡ଼ା ଜିଲ୍ଲା ନିୟମଗିରି ପାହାଡ଼ରେ ବସବାସ କରୁଥିବା ଡଙ୍ଗରିଆ ଜନଜାତି ପରିବାରଙ୍କୁ ଝରଣା ପାଣି ଭରସା

ରାୟଗଡା : ରାୟଗଡା ଜିଲ୍ଲା ନିୟମଗିରି ପାହାଡ଼ରେ ବସବାସ କରୁଥିବା ଆଦିମ ଜନଜାତି ଇଲାକାରେ ଜଳକଷ୍ଟ ସମସ୍ୟା ଉତ୍କଟ ହେବାରେ ଲାଗିଛି। ଜିଲ୍ଲାର ନିୟମଗିରି ଅଞ୍ଚଳରେ ଲାଗିଥିବା ଅନେକ ସୋଲାର ପ୍ରକଳ୍ପ ଗୁଡିକ ନଷ୍ଟ ହୋଇପଡ଼ିଥିବା ଦେଖିବାକୁ ମିଳିଛି। ଫଳରେ ଝରଣା ଓ ଚୁଆରୁ ପାଣି ସଂଗ୍ରହ କରି…

କୈବର୍ତ୍ତ କୁଳ ସମାଜର ବାର୍ଷିକ ସାଧାରଣ ଅଧିବେଶନ ଆୟୋଜିତ

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଅର୍ନ୍ତଗତ ମଶାବାରୀ କଲ୍ୟାଣୀ ମଣ୍ଡପ ଠାରେ କୈବର୍ତ୍ତ କୁଳ ସମାଜର ବାର୍ଷିକ ଅଧିବେଶନ ଅନୁଷ୍ଠିତ ହୋଇଛି।ଚଉଦ କୋଷର ସଭାପତି ବା ବଡ଼ ବେହେରା ପୂର୍ଣ୍ଣଚନ୍ଦ୍ର ଦାସ ପ୍ରଭୁ ଶ୍ରୀ ରଘୁନାଥଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି କୁଳ ଦୀପରେ ଅଗ୍ନି…