ପିକଅପ ଭ୍ୟାନ-ବାଇକ ମୁହାଁମୁହିଁ ଧକ୍କା: ଦୁଇ ମୃତ

ଟିଟିଲାଗଡ଼ : ଟିଟିଲାଗଡ଼ରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା  ।  ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣା ସ୍ଥଳରେ ହିଁ ଦୁଇ ବାଇକ ଆରୋହୀଙ୍କ ମୃତ୍ୟ ଘଟିଛି ।  ପିକଅପ ଭ୍ୟାନ  (ନମ୍ବର OD03AE 5918)  ଏବଂ ଟିଭିଏସ ବାଇକ ( ନମ୍ବର OD17W5241 ) ମଧ୍ୟରେ  ମୁହାଁ ମୁହିଁ ଧକ୍କା…

ଗୁଣି ସନ୍ଦେହରେ ବୃଦ୍ଧଙ୍କୁ ନିର୍ଧୁମ ପିଟିଲେ ଲୋକେ

ଜଳେଶ୍ବର : ବାଲେଶ୍ବର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ଡୁବୁଳିଆ ଗ୍ରାମର ଜନୈକା ବିବାହିତା ମହିଳାଙ୍କୁ ଦୀର୍ଘ ବର୍ଷ ଧରି ଗୁଣି ଗାରେଡି କରି ହଇରାଣ କରୁଥିବା ଅଭିଯୋଗରେ ସମ୍ପୃକ୍ତ ଗୁଣିଆକୁ  ଅଟକ ରଖି ନିର୍ଧୁମ ପିଟିଲେ ଲୋକେ ।  ସୂଚନା ଅନୁଯାୟୀ, ସିଂଲା ଥାନା କଇନଗରୀ ପଞ୍ଚାୟତ ଅନ୍ତର୍ଗତ…

ଜମି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ସଂଘର୍ଷ, ଜଣେ ମୃତ

ଯାଜପୁର ଟାଉନ୍ : ଜମିବାଡ଼ି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ । ଜଣେ ମୃତ ହୋଇଥିବା ବେଳେ ଉଭୟ ପରିବାରର ୭ ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି । ମୃତକ ହେଲେ ଗୋବିନ୍ଦ ଘଡାଇ। ସମସ୍ତ ଆହତ ବ୍ୟକ୍ତି ଯାଜପୁର ଜିଲ୍ଲା ମୁଖ୍ୟ ଚିକିଶ୍ଚାଳୟରେ ଭର୍ତ୍ତି କରାଯାଇଛି । ଏଭଳି…

ବରଯାତ୍ରୀ ଗାଡିକୁ ପିଟିଲା ହାଇୱା, ୫ ମୃତ

ଯାଜପୁର : ବିବାହ ସାରି ବରଯାତ୍ରୀ ଗାଡି ଫେରିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱା ପଛପଟେ ପିଟିଲା ବୋଲେରୋ । ଚାଲିଗଲା ୫ଜଣଙ୍କ ଜୀବନ । ଏହି ଦୁର୍ଘଟଣାରେ ଡ୍ରାଇଭର ସମେତ ଅନ୍ୟ ୭ଜଣ ଆହତ ହୋଇଥିବା ସୂଚନା ମିଳିଛି । ସୂଚନା ମୁତାବକ ଆଜି ସକାଳ ସମୟରେ ଯାଜପୁର ଜିଲ୍ଲା…

ଥାନା ଭିତରେ ପଶି ଭଙ୍ଗାରୂଜା କଲା ଦନ୍ତା

ଜଳେଶ୍ବର: ଥାନା ଭିତରେ ପଶି ଭଙ୍ଗାରୂଜା କଲା ଦନ୍ତା ହାତୀ । ବାଲେଶ୍ବର ଜିଲ୍ଲା ବାହାବଳପୁର ସାମୁଦ୍ରିକ ଥାନା ଭିତରେ ଏକ ଦନ୍ତା ହାତୀ ପଶି ଗଛ ଉପାଡିବା ସହ ଗାଡି ମଟର ଭଙ୍ଗାରୂଜା କରିଛି । ଗତ ୪ ଦିନ ଧରି ଚାନ୍ଦିପୁର ଅଞ୍ଚଳରୁ ଏହି ଦନ୍ତା ହାତୀଟି ପଶି ଆସି ବାହାବଳପୁର…

ଶିକ୍ଷକ ତଥା ସ୍ତମ୍ଭକାର ଡ଼ ଦ୍ବିତୀଚନ୍ଦ୍ର ସାହୁ ପାଇଲେ ଗେଟ୍‌ୱେ ଓଡ଼ିଶା ସାରସ୍ୱତ ପ୍ରତିଭା ସମ୍ମାନ…

ରାୟଗଡା : ( ଯୋଗେଶ୍ୱର ଦାସଙ୍କ ରିପୋର୍ଟ ) ସ୍ତମ୍ଭକାର ଡ଼ ଦ୍ବିତୀ ଚନ୍ଦ୍ର ସାହୁ ପାଇଲେ ଗେଟ୍‌ୱେ ଓଡ଼ିଶା ସାରସ୍ୱତ ପ୍ରତିଭା ସମ୍ମାନ। ଭୁବନେଶ୍ୱରସ୍ଥ ଉତ୍କଳ ଚାମ୍ବର ଅଫ କମର୍ସ ଏଣ୍ଡ ଇଣ୍ଡିଷ୍ଟ୍ରୀ ଲିମିଟେଡ଼ ସମ୍ମିଳନୀ କକ୍ଷରେ ଓଡିଶା ସାହିତ୍ୟ ଏକାଡେମୀ ଓ ମାରୁତି ମିଡ଼ିଆ ପ୍ରାୟୋଜିତ…

ରାୟଗଡ଼ା ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ …

ରାୟଗଡା : ତା : ୦୪/୯୫/୨୬ରାୟଗଡ଼ା ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାସଦର ମହକୁମାସ୍ଥିତ ଜିଲ୍ଲା ପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣି ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ…

“ନିଃସର୍ତ୍ତ ” ର ପ୍ରଭାବ ଶଯ୍ୟାଶାୟୀ ହେମଲତା ବିଷୋୟୀ ଙ୍କୁ ଶେଷରେ ଘରକୁ ଯାଇ ବ୍ୟାଙ୍କ କର୍ମଚାରୀ ଭତ୍ତା…

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ଓଡ଼ିଆ ସାହିର ୮୦ ବର୍ଷିଆ ଶଯ୍ୟାଶାୟୀ ବୃଦ୍ଧା ଙ୍କୁ ଆଜି ଆସିକା ୟୁନିୟନ ବ୍ୟାଙ୍କ କର୍ମଚାରୀ ମାନେ ଓଡ଼ିଆ ସାହି ରେ ପହଞ୍ଚି ହେମଲତାଙ୍କ ଭତ୍ତା ଟଙ୍କା ଦେଇଛନ୍ତି। ଗତ ଶନିବାର ଦିନ ନିସର୍ତ୍ତ ରେ ଜିତୁ ମୁଣ୍ଡାଙ୍କ ଭଉଣୀର କଙ୍କାଳ ବୁହା ଘଟଣା ପରେ ବି…

ମେ’ ୫ରେ ରାଷ୍ଟ୍ରପତିଙ୍କୁ ଭେଟିବେ ବିଜେପି ସାଂସଦ ରାଘବ ଚଢ଼ା

ନୂଆଦିଲ୍ଲୀ: ଆଗାମୀ ମେ ୫ରେ ଆପ ଛାଡି ବିଜେପିରେ ମିଶିଥିବା ରାଜ୍ୟସଭା ସାଂସଦ ରାଘବ ଚଢ଼ା ରାଷ୍ଟ୍ରପତି ଦ୍ରୌପଡା ମୁର୍ମୁଙ୍କୁ ଭେଟିବା ନେଇ ସୂଚନା ମିଳିଛି। ମିଳିଥିବା ସୂଚନା ଅନୁସାରେ ରାଜନୈତିକ ପ୍ରତିଶୋଧ ପାଇଁ ପଞ୍ଜାବ ସରକାର ସରକାରୀ କଳ ଅପବ୍ୟବହାର କରି ଆପ ଛାଡି ବିଜେପିରେ ମିଶିଥିବା…

ଭୋଟ ଗଣତି ପୂର୍ବରୁ ପଶ୍ଚିମବଙ୍ଗରେ ବିଜେପି ନେତାଙ୍କ ଘର ଉପରେ ଗୁଳିମାଡ

କଲକତା: ଶନିବାର ରାତିରେ ପଶ୍ଚିମବଙ୍ଗ ଉତ୍ତର ୨୪ ପ୍ରଗଣାର ନୁଆପାରା ଅଞ୍ଚଳରେ ଥିବା ବିଜେପି ଜିଲ୍ଲା ସମ୍ପାଦକ କୁନ୍ଦନ ସିଂହଙ୍କ ବାସଭବନ ଉପରେ ଦୁଇଜଣ ବ୍ୟକ୍ତି ଗୁଳିମାଡ଼ କରିଛନ୍ତି। ସିସିଟିଭିରେ କଏଦ ହୋଇଥିବା ଏହି ଘଟଣା ଭୋଟ ଗଣନା ପୂର୍ବରୁ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି କରିଛି। …