ଦିଲ୍ଲୀରେ ଭୁଶୁଡିଲା ୫ ମହଲା କୋଠା, ଭଗ୍ନାବଶେଷ ତଳେ ଅନେକ ଫସିଥିବା ଆଶଙ୍କା
ନୂଆଦିଲ୍ଲୀ: ଦକ୍ଷିଣ-ପଶ୍ଚିମ ଦିଲ୍ଲୀର ସତ୍ୟ ନିକେତନ ନିକଟରେ ଏକ କୋଠା ଭୁଶୁଡ଼ି ପଡ଼ିଛି । ଯାହା ପିଲାଙ୍କ ହଷ୍ଟେଲ ବୋଲି ସୂଚନା ମିଳିଛି । ଫଳରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି । ଅନେକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା କରାଯାଉଛି । ଉଦ୍ଧାର କାର୍ଯ୍ୟ ଜାରି ରହିଛି ।!-->…