ଉଡ଼ାଣ ଭରୁଥିବା ବେଳେ ବିମାନ ଇଂଜିନରେ ଲାଗିଲା ନିଆଁ, ୬ ଯାତ୍ରୀ ଆହତ

ନୂଆଦିଲ୍ଲୀ : ଦିଲ୍ଲୀ ଇନ୍ଦିରା ଗାନ୍ଧି ଇଣ୍ଟରନ୍ୟାସନାଲ ବିମାନବନ୍ଦରରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । ସ୍ବିଜରଲାଣ୍ଡ ଜୁରିଚ୍ ଯିବାକୁ ଥିବା ସ୍ବିସ୍ ଏୟାରଲାଇନ୍ସର ବିମାନ ଉଡ଼ାଣ ଭରୁଥିବା ସମୟରେ ଇଂଜିନରେ ନିଆଁ ଲାଗିଯାଇଥିଲା । ବିମାନ ଇଂଜିନରେ ନିଆଁ ଲାଗିବା ଜାଣିବା ପରେ…

ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ : ଟ୍ରମ୍ପଙ୍କ ଉପରେ ଗୁଳିମାଡ଼ ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କ…

ନୂଆଦିଲ୍ଲୀ : ଟ୍ରମ୍ପଙ୍କ ଉପରେ ହୋଇଥିବା ଗୁଳିମାଡ଼ ଘଟଣାକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୱାଶିଂଟନ୍ ଡିସିରେ ଘଟିଥିବା ଘଟଣାରେ ଡୋନାଲ୍ଡ ଟ୍ରମ୍ପ, ତାଙ୍କ ପତ୍ନୀ ଏବଂ ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ସୁରକ୍ଷିତ ଥିବା ଜାଣି ସେ ଆଶ୍ୱସ୍ତି ପ୍ରକାଶ…

ଚାରମିନାର ଏକ୍ସପ୍ରେସରେ ଅଗ୍ନିକାଣ୍ଡ, ଜୀବନ ବଞ୍ଚାଇବାକୁ ବଗିରୁ ଡେଇଁଲେ ଯାତ୍ରୀ

ତେଲେଙ୍ଗାନା : ଆଜି ସକାଳେ ତେଲେଙ୍ଗାନାର ଆଲେର ରେଳ ଷ୍ଟେସନ ନିକଟରେ ଏକ ବଡ଼ ଦୁର୍ଘଟଣା ଟଳି ଯାଇଛି । ତେଲେଙ୍ଗାନାର ଭୁବନଗିରି ଜିଲ୍ଲାରେ ଥିବା ଅଲେର ରେଲୱେ ଷ୍ଟେସନ୍ ନିକଟରେ ଚାରମିନାର ଏକ୍ସପ୍ରେସରେ ଅଗ୍ନିକାଣ୍ଡ ଘଟିଛି । ଫଳରେ ଯାତ୍ରୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା । ଧୂଆଁ…

ବସରେ ଭୟଙ୍କର ବିସ୍ଫୋରଣ, ୧୩ ଯାତ୍ରୀ ମୃତ

କଲମ୍ବିଆ: କଲମ୍ବିଆର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ହିଂସା ପୁଣି ଥରେ ଭୟଙ୍କର ରୂପ ନେଇଛି । ଶନିବାର ଦିନ ଏକ ବସରେ ଶକ୍ତିଶାଳୀ ବିସ୍ଫୋରଣ ହୋଇଥିଲା, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅତି କମରେ ୩୮ ଜଣ ଆହତ ହୋଇଥିବା ଜଣାପଡ଼ିଛି । ସେନା ମୁଖ୍ୟ ସ୍ପଷ୍ଟ ଭାବରେ ଏହି…

ଡିନର ପାର୍ଟିରେ ଗୁଳିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ରାଷ୍ଟ୍ରପତି ଟ୍ରମ୍ପ

ନୂଆଦିଲ୍ଲୀ: ଟ୍ରମ୍ପଙ୍କ ଡିନର ପାର୍ଟିରେ ଆଟାକ । ଘେରିଗଲେ ସୁରକ୍ଷାକର୍ମୀ । ରାତିରେ ୱାଶିଂଟନ ହିଲଟନ୍ ଠାରେ ଆୟୋଜିତ ହ୍ୱାଇଟ୍ ହାଉସ୍ କରେସପଣ୍ଡେଣ୍ଟସ୍ ଡିନର ସମୟରେ ଗୁଳିମାଡ଼ ହୋଇଥିଲା । ଗୁଳି ଶବ୍ଦ ଶୁଣାଯିବା ପରେ ସେଠାରେ ଆତଙ୍କ ଖେଳିଯାଇଥିଲା । ଗୁଳି ଶବ୍ଦ ଶୁଣାଯିବା ମାତ୍ରେ…

ଜମି ବ୍ୟବସାୟୀ ସୁଧୀର ପାତ୍ର ହତ୍ୟାକାଣ୍ଡ: ଅଭିଯୁକ୍ତଙ୍କୁ ନେଇ କ୍ରାଇମସିନ୍ ରିକ୍ରିଏସନ୍

ବ୍ରହ୍ମପୁର: ଜମି ବ୍ୟବସାୟୀ ସୁଧୀର ପାତ୍ର ହତ୍ୟା ମାମଲାରେ କ୍ରାଇମସିନ୍ ରିକ୍ରିଏସନ୍। ମାମଲାରେ ଗିରଫ ଅଭିଯୁକ୍ତଙ୍କୁ ନେଇ ଘଟଣାସ୍ଥଳରେ କ୍ରାଇମ ସିନ୍ ରିକ୍ରିଏସନ୍ କରୁଛି ପୋଲିସ । କେମିତି ଅପହରଣ କରିଥିଲେ? କାହିଁକି ଅପହରଣ କଲେ ଏବଂ କେମିତି ହତ୍ୟା କଲେ? ସେନେଇ ଅଧିକ ତଦନ୍ତ…

ଟାୟାର କାରଖାନାରେ ଅଗ୍ନିକାଣ୍ଡ

ରାଜଗାଙ୍ଗପୁର : ପଦା ଜାମପାଲି ୧୦ ନମ୍ବର ରାଜପଥ ନିକଟସ୍ଥ ଏକ ଟାୟାର କାରଖାନାରେ ଆଜି ସକାଳ ପ୍ରାୟ ୭. ୩୦ ମିନିଟ ପାଖାପାଖି ହଠାତ ନିଆଁ ଲାଗିଯିବାରୁ କାରଖାନାରେ ମହଜୁତ ସମସ୍ତ ପୁରୁଣା ଟାୟାର ଜଳିଯାଇଛି। ସୂଚନା ପାଇ ରାଜଗାଙ୍ଗପୁର, କୁତ୍ରା, ଏବଂ ସ୍ଥନୀୟ ଡିସିବିଏଲର ମୋଟ ସାତଟି ଦମକଳ…

ଜେଏସଡବ୍ଲ୍ୟୁ ପ୍ରକଳ୍ପରେ ଭୂତଳ ଜଳ ଉତ୍ତୋଳନ ନେଇ କମ୍ପାନୀକୁ ଏନଜିଟିର ନୋଟିସ

କୁଜଙ୍ଗ: ଅଭୟ ଚାନ୍ଦପୁର ଅନ୍ତର୍ଗତ ଢ଼ିଙ୍କିଆ ଚାରିଦେଶରେ ନିର୍ମାଣଧୀନ ଜେଏସଡବ୍ଲ୍ୟୁ ପ୍ରକଳ୍ପରେ ଭୂତଳ ଜଳ ଉତ୍ତୋଳନ ନେଇ ଏନଜିଟି ଛାଟ ଲାଗିଛି। କଲକାତା ସ୍ଥିତ ଏନଜିଟି ପୂର୍ବ ମଣ୍ଡଳ ବେଞ୍ଚର ବିଚାରପତି ଅରୁଣ କୁମାର ତ୍ୟାଗୀ ଓ ଈଶ୍ବର ସିଂହ ଭୂତଳ ଜଳ ଉତ୍ତୋଳନ ମାମଲାରେ ଜେଏସଡବ୍ଲ୍ୟୁ…

ଗଜପତି ମହାରାଜାଙ୍କ ବାରମ୍ବାର ଚିଠି ସତ୍ତ୍ବେ ହଷ୍ଟନରେ ଅଦିନିଆ ରଥଯାତ୍ରା କଲା ଇସ୍କନ

ପୁରୀ : ପୁଣି ଅମାନିଆ ଇସ୍କନ । ଅଦିନରେ ରଥଯାତ୍ରା କଲା ଆୟୋଜନ । ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ବାରମ୍ବାର ଚିଠି ଲେଖିବା ସତ୍ତ୍ବେ ଅଦିନିଆ ରଥଯାତ୍ରା ଆୟୋଜନ କରିଛି ଇସ୍କନ । ଗତ ଏପ୍ରିଲ ୧୧ ତାରିଖରେ ଆମେରିକାର ହଷ୍ଟନରେ ଅଦିନିଆ ରଥଯାତ୍ରା…

ଏମବିଏ ଛାତ୍ରୀଙ୍କୁ ଦୁଷ୍କର୍ମ: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର : ରାଜଧାନୀରେ ଲଜ୍ଜା । ଏମବିଏ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ। ରୁମମେଣ୍ଟ ନଥିବାର ସୁଯୋଗ ନେଇ ଦୁଷ୍କର୍ମ କଲା ଅଭିଯୁକ୍ତ । ଇନଫୋଭ୍ୟାଲି ଥାନା ଗଙ୍ଗପଡ଼ାରେ ଘଟିଛି ଘଟଣା । ପୀଡ଼ିତାଙ୍କ ଘର ଛତିଶଗଡ଼ ବିଳାସପୁର ଅଞ୍ଚଳର ଥିବା ସୂଚନା । …