ମାଲକାନଗିରିରେ ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ସମାରୋହ

ସଫଳ ସରପଞ୍ଚମାନେ ସମ୍ବର୍ଦ୍ଧିତ ମାଲକାନଗିରି : ସ୍ଥାନୀୟ ସଂସ୍କୃତି ଭବନ ପରିସରରେ ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ବହୁ ଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି। ସାରା ଦେଶରେ ଗ୍ରାମୀଣ ସ୍ୱୟଂ ଶାସନ ଏବଂ କ୍ଷମତାର ବିକେନ୍ଦ୍ରୀକରଣକୁ ସମ୍ମାନ ଜଣାଇ ପ୍ରତିବର୍ଷ ଏପ୍ରିଲ ୨୪ ତାରିଖକୁ ଜାତୀୟ…

ଖରା ଛୁଟିରେ ଅନଲାଇନ୍ କ୍ଲାସ୍ ପାଇଁ ରୋଡ୍ ମ୍ୟାପ୍ , DEOମାନଙ୍କୁ ନେଇ OSCPCR ର କର୍ମଶାଳା

ଭୁବନେଶ୍ୱେର : ଖରା ଛୁଟି ଘୋଷଣା ହେଲା । ଚାଲିବ ଅନଲାଇନ କ୍ଲାସ । ଅନଲାଇନ କ୍ଲାସ୍ ବେଳେ ପିଲା କିପରି ସୁରକ୍ଷିତ ରହିବେ ଏବଂ ଇଣ୍ଟରନେଟ ଜରିଆରେ ଅପରାଧର ଶିକାର ନହେବେ ତାକୁ ନେଇ ଆରମ୍ଭ ହୋଇଛି କର୍ମଶାଳ । ସମସ୍ତ ଜିଲ୍ଲାର DEO ମାନଙ୍କୁ ନେଇ OSCPCR ପକ୍ଷରୁ ଆରମ୍ଭ ହୋଇଛି…

ଅଂଶୁଘାତରେ ସାମ୍ବାଦିକଙ୍କ ମୃତ୍ୟୁ ଅଭିଯୋଗ

ଢେଙ୍କାନାଳ: ଅଂଶୁଘାତରେ କାର୍ଯ୍ୟରତ ସାମ୍ବାଦିକ ଅମରେନ୍ଦ୍ର ଦାସଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହେରିଛି । ପ୍ରବଳ ଖରା ଓ ଗୁଳିଗୁଳି ଯୋଗୁ ସମ୍ବାଦ ସଂଗ୍ରହ କରି ଘରକୁ ଫେରି ଅସୁସ୍ଥ ଅନୁଭବ କରିଥିଲେ , ପରିବାର ଲୋକେ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ପରେ ଡାକ୍ତର ମୃତ୍ୟୁ…

ଏପ୍ରିଲ ୨୭ରୁ ରାଜ୍ୟର ସମସ୍ତ ସ୍କୁଲ ଛୁଟି; ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ଛୁଟି । ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟରେ ଚାଲିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କରାଯାଇଛି । ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ…

ଭିନ୍ନକ୍ଷମ ଯୁବତୀଙ୍କୁ ଦୁଷ୍କର୍ମ: ଯୁବକ ଗିରଫ

ରେଢ଼ାଖୋଲ : ଭିନ୍ନକ୍ଷମ ଯୁବତୀଙ୍କୁ ଦୁଷ୍କର୍ମ କରି ଯୁବକ ଗିରଫ । ରେଢ଼ାଖୋଲ ଥାନା ଅଞ୍ଚଳରେ ଏପରି ଅଭାବନୀୟ ଘଟଣା ଘଟିଛି । ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ଗିରଫ ଯୁବକ ହେଲେ ବଉଦ ଜିଲ୍ଲା କିରାସିରା ଗ୍ରାମର…

ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପାଇଁ ଜୀବନ ହାରିଲେ ଯୁବକ !

ଢ଼େଙ୍କାନାଳ: ଗିରଫ ଭୟରେ ଝୁଲିପଡ଼ିଲେ ଯୁବକ। ବାପା – ମାଆଙ୍କୁ ଉଠାଇନେଲା ପୋଲିସ । ଜୀବନ ହାରିଲେ ପୁଅ । ଢ଼େଙ୍କାନାଳ ମୋଟଙ୍ଗା ଥାନା ନୀମିଧା ଗାଁରେ ଦେଖିବାକୁ ମିଳିଛି ଏପରି ଅଭାବନୀୟ ଘଟଣା । ମୃତକ ହେଉଛନ୍ତି ବେଣୁପାଣି ସାହୁ । ମୃତକ ବେଣୁପାଣି ଅନୁଗୁଳର ଜଣେ ନାବାଳିକାକୁ ପ୍ରେମ…

ହାତୀ ଘଉଡ଼ାଇଵାକୁ ଆସିଥିବା ବନ ଅଧିକାରୀଙ୍କୁ ଆକ୍ରମଣ

ମୟୂରଭଞ୍ଜ: ବନକର୍ମଚାରୀଙ୍କୁ ନିସ୍ତୁକ ମାଡ, ଭାଙ୍ଗିଲେ ଗାଡ଼ି । ଦନ୍ତାହାତୀ ଭାଙ୍ଗିଲା ଘର, ରାଗରେ ସ୍ଥାନୀୟ ଲୋକେ ହାତୀକୁ ଟ୍ରାକ କରୁଥିବା ବନବିଭାଗ ଗାଡିକୁ ଭଙ୍ଗାରୁଜା କରିଛନ୍ତି । ଏହାସହ ବନ କର୍ମଚାରୀଙ୍କୁ ଆକ୍ରମଣ କରିଛନ୍ତି ଗାଁଲୋକ। ମୟୂରଭଞ୍ଜ ଡୁକୁରା ବନାଞ୍ଚଳ ଅଧିନ ବହଳଦା…

ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

ନୟାଗଡ଼(ନିସର୍ତ୍ତ) : ୧୯୯୩ ମସିହା ଏପ୍ରିଲ ୨୪ରେ ୭୩ତମ ସଂବିଧାନ ସଂଶୋଧନ ଲାଗୁ ହୋଇ ଗ୍ରାମ ପଞ୍ଚାୟତକୁ ସଂବିଧାନିକ ମାନ୍ୟତା ମିଳି ଥିଲା । ଫଳରେ ଏପ୍ରିଲ ୨୪କୁ ଜାତୀୟ ପଞ୍ଚାୟତରାଜ ଦିବସ ରୂପେ ପାଳନ କରା ଯାଉଛି। ଏହି ପଞ୍ଚାୟତରାଜ ଦିବସ ସମଗ୍ର ଦେଶରେ ପାଳିତ ହେଉ ଥିବା ବେଳେ ନୟାଗଡ…

ବାର୍ଷିକ ଉତ୍ସବ-୨୦୨୬ ମହକ ଉଦଘାଟିତ : ଶିକ୍ଷା ଦେଶ ବିକାଶର ଚାବିକାଠି

ନୟାଗଡ଼,୨୪/୪(ନିସର୍ତ୍ତ) : ନୟାଗଡ ଜିଲ୍ଲା ରଣପୁର ଶିକ୍ଷା ବ୍ଲକ ଅନ୍ତର୍ଗତ ରାଜସୁନାଖଳା ସ୍ଥିତ ଜିଲ୍ଲା ଶିକ୍ଷା ଓ ଶିକ୍ଷକ ପ୍ରଶିକ୍ଷଣ ପ୍ରତିଷ୍ଠାନର ପରିସରରେ ଶୁକ୍ରବାର ଦିନ ବାର୍ଷିକ ଉତ୍ସବ-୨୦୨୬ ମହକ ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ…

କୋମଣ୍ଡ ଶିଳ୍ପ ତାଲିମ କେନ୍ଦ୍ରରେ ପୁଣି ଚାଲିଲା ବୁଲଡୋଜର : ଅଧାରେ ଅଟକିଲା ଉଚ୍ଛେଦ ପ୍ରକ୍ରିୟା

ନୟାଗଡ଼ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ଅନ୍ତର୍ଗତ କୋମଣ୍ଡ ରାଜସ୍ଵ ଅଞ୍ଚଳରେ ଥିବା କୋମଣ୍ଡ ଶିଳ୍ପ ତାଲିମ କେନ୍ଦ୍ର ଓ ପଲିଟେକନିକ୍ ରେ ସରକାରୀ ଜାଗା ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଅଧାରେ ଅଟକିଛି।ଅବଶିଷ୍ଟ ଜବରଦଖଲ ଆସନ୍ତା ମେ ୪ ତାରିଖରେ ପୁନଃ କରାଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା…