ଏୟାର ସୋ’ ବେଳେ ଦୁର୍ଘଟଣା, ୨ ପାଇଲଟ୍ ମୃତ

ନୂଆଦିଲ୍ଲୀ: ଗ୍ରୀସର ଏକ ଏୟାର ସୋ’ ଚାଲିଥିବା ସମୟରେ ବାୟୁସେନାର ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ । ହଜାର ହଜାର ଦର୍ଶକଙ୍କ ସାମ୍ନାରେ ଏହି ବିମାନଟି କ୍ରାଶ୍ ହୋଇ ନିଆଁ ପିଣ୍ଡୁଳାରେ ପରିଣତ ହୋଇଯାଇଥିଲା । ଯେଉଁଥିରେ ୨ ଜଣ ପାଇଲଟଙ୍କ ମୃତ୍ୟୁ ଘଟିଛି । ଏକ ଗ୍ରୀକ୍ ବାୟୁସେନାର F-4

ବିଶ୍ୱ ବଜାରରେ ହଲଚଲ: ଆମେରିକା ଓ କାନାଡ଼ାରେ ଗଚ୍ଛିତ ୮୬ ଟନ୍ ସୁନାକୁ ବ୍ୟାଙ୍କ ଅଫ୍ ଇଂଲଣ୍ଡକୁ ସ୍ଥାନାନ୍ତର କଲା…

ଆମଷ୍ଟରଡାମ୍: ବିଶ୍ୱବ୍ୟାପୀ ବଢ଼ୁଥିବା ଭୂରାଜନୈତିକ ଅସ୍ଥିରତା, ବାଣିଜ୍ୟ ଯୁଦ୍ଧ ଏବଂ ଆର୍ଥିକ ଅନିଶ୍ଚିତତା ମଧ୍ୟରେ ୟୁରୋପୀୟ ଦେଶଗୁଡ଼ିକ ସେମାନଙ୍କର ସୁନା ଭଣ୍ଡାରକୁ ସୁରକ୍ଷିତ ସ୍ଥାନକୁ ଆଣିବା ଆରମ୍ଭ କରିଛନ୍ତି । ଫ୍ରାନ୍ସ ଏବଂ ଜର୍ମାନୀ ପରେ ଏବେ ନେଦରଲ୍ୟାଣ୍ଡ୍ସ ମଧ୍ୟ ଏକ ବଡ଼

ବିଷାକ୍ତ ମଦ ପିଇ ୧୨ ମୃତ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇବା ଯୋଗୁଁ ଏପର୍ଯ୍ୟନ୍ତ ୧୨ ଜଣଙ୍କର ମୃତ୍ୟୁ ହୋଇଛି। ପ୍ରାୟ ୩୫ ଜଣଙ୍କୁ ଡାକ୍ତରଖାନାକୁ ଅଣାଯାଇଥିଲା ବେଳେ ସେମାନଙ୍କ ମଧ୍ୟରୁ କିଛି ଜଣଙ୍କ ଅବସ୍ଥା ଏବେ ବି ଗୁରୁତର ରହିଛି। ଗୁରୁତର ରୋଗୀଙ୍କୁ ବୁନ୍ଦେଲଖଣ୍ଡ ମେଡିକାଲ କଲେଜ ଏବଂ ସାଗର

ଟ୍ରେନ୍ ଧକ୍କାରେ ଚାଲିଗଲା ବାପା ଓ ପୁଅର ଜୀବନ

ଯାଜପୁର : ଯାଜପୁର ଜିଲ୍ଲା ଟମକା ଥାନା ଅଞ୍ଚଳରୁ ଆସିଛି ଦୁଃଖଦ ଖବର। ନାଉବାହାଳିଠାରେ ଟ୍ରେନ୍ ଧକ୍କାରେ ବାପା ଓ ଦେଢ଼ ବର୍ଷର ଶିଶୁପୁତ୍ରଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁସାରେ ମୃତକ ହେଲେ ଦେଉଳକଣ ପଞ୍ଚାୟତ ନୟା ବଗପାଟିଆ ଗ୍ରାମର ବିଶୁ ପେଣ୍ଠଇ ଏବଂ ତାଙ୍କ ଦେଢ଼ ବର୍ଷର ଶିଶୁପୁତ୍ର

କେବେ ହେବ ପଞ୍ଚାୟତ ଓ ପୌର ନିର୍ବାଚନ ? ୩ ଥର ଘୁଞ୍ଚିଲାଣି ତାରିଖ, ସରକାରଙ୍କୁ ଘେରିଲେ ବିରୋଧି

ଭୁବନେଶ୍ୱର : ପଞ୍ଚାୟତ ଓ ପୌର ନିର୍ବାଚନ କେବେ ହେବ ? ତିନି ଥର ତାରିଖ ଘୁଞ୍ଚିବା ପରେ ଏବେ ଉଠିଛି ପ୍ରଶ୍ନ । ସରକାର ସଠିକ ସମୟରେ ନିର୍ବାଚନ କରାନ୍ତୁ । ନିର୍ବାଚନ ପାଇଂ ବିଜେଡି ସବୁବେଳେ ପ୍ରସ୍ତୁତ । ସେପଟେ କଂଗ୍ରେସ କହିଛି, ତାଙ୍କ ଦଳ ବି ରେଡ୍ଡି ରହିଛି । ଲୋକଙ୍କ ସେବା

ଦୁଇ ଗୋ-ଚାଲାଣକାରୀଙ୍କୁ ଆଜୀବନ ଜେଲ ଓ ୫ ଲକ୍ଷ ଲେଖାଏଁ ଜରିମାନା

ଆଠଗଡ଼ : ଗୋ-ଚାଲାଣକାରୀଙ୍କୁ ଦଣ୍ଡାଦେଶ । ଆଠଗଡ଼ ଅତିରିକ୍ତ ଜିଲ୍ଲା ଦୌରାଜଜ୍ ରାଜ କୁମାର ଦାସ ଏକ ବେଆଇନ ଗୋ-ଚାଲାଣ ମାମଲାର ବିଚାର କରି ଦୁଇ ଜଣ ଗୋ-ଚାଲାଣକାରୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଏହାସହିତ ଉଭୟଙ୍କୁ ୫ ଲକ୍ଷ ଟଙ୍କା ଲେଖାଏଁ ଜରିମାନା ଦେବାକୁ ଅଦାଲତ

ପ୍ଲାଷ୍ଟିକ୍ ମୁକ୍ତ ବାଲିଯାତ୍ରା ପାଇଁ ଲୋକଙ୍କ ସହଯୋଗ ଲୋଡ଼ିଲେ ମନ୍ତ୍ରୀ

କଟକ : ଏବର୍ଷ ସମ୍ପୂର୍ଣ୍ଣ 'ପ୍ଲାଷ୍ଟିକ୍ ମୁକ୍ତ ବାଲିଯାତ୍ରା' ଆୟୋଜନ ଉପରେ ଗୁରୁତ୍ୱ । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ପ୍ରସ୍ତୁତି ଓ ସମୀକ୍ଷା ବୈଠକରେ ଏହି ନିଷ୍ପତି ହୋଇଛି । ପ୍ଲାଷ୍ଟିକ ମୁକ୍ତ ବାଲିଯାତ୍ରା ପାଇଁ ଲୋକମାନଙ୍କୁ ସଚେତନ କରାଯିବ । ପରିବେଶ

୭ଦିନ ଭିତରେ ସରକାରୀ କାର୍ଯ୍ୟାଳୟର ସାଇନବୋର୍ଡରେ ସଂଶୋଧିତ ବନାନ ବ୍ୟବହାର ସୁନିଶ୍ଚିତ କରିବାକୁ ଜିଲ୍ଲାପାଳଙ୍କୁ…

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତି ଅନୁଯାୟୀ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନର ନାମଫଳକ ତଥା ସାଇନ୍‌ବୋର୍ଡ୍ ଗୁଡ଼ିକରେ ସଂଶୋଧିତ ବନାନର ବ୍ୟାପକ ବ୍ୟବହାର ସୁନିଶ୍ଚିତ କରିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ପତ୍ର ଲେଖିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା

ପାହାଡ଼ ଉପରୁ ଗଳିତ ଝୁଲନ୍ତା ମୃତଦେହ ଠାବ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ୧୧ ନଂ ୱାର୍ଡର ଗଲିଆଡଙ୍ଗର ପାହାଡ଼ ଉପର ଜଙ୍ଗଲରୁ ଝୁଲନ୍ତା ମୃତଦେହ ରବିବାର ଠାବ କରିଛି ବାଲିଗୁଡା ପୋଲିସ । ଘଟଣା ରୁ ପ୍ରକାଶ ଯେ, ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ବାଲିଗୁଡ଼ା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଗୋଟିଏ ଗଛ ଉପରୁ

ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଭାବପୂର୍ଣ୍ଣ ଗୁରୁ ପୂଜନ ଉତ୍ସବ…

ଅବସରପ୍ରାପ୍ତ ଶିକ୍ଷାବିତ୍‌ଙ୍କୁ ସମ୍ବର୍ଦ୍ଧନା, ଗୁରୁଙ୍କ ପାଦପଦ୍ମରେ ଛାତ୍ରଛାତ୍ରୀଙ୍କ ଶ୍ରଦ୍ଧାଞ୍ଜଳି ନୟାଗଡ଼, ୦୬/୦୯(ନିସର୍ତ୍ତ) : ପବିତ୍ର ଗୁରୁ ଦିବସ ଅବସରରେ ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ୍ ଅନ୍ତର୍ଗତ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଭାବପୂର୍ଣ୍ଣ ଗୁରୁ ପୂଜନ ଉତ୍ସବ