ତାତିରୁ ନାହିଁ ନିସ୍ତାର, ୪୩.୩ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ବର: ରାଜ୍ୟର ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର । ୪୩.୩ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର । ରାଜ୍ୟର ୧୩ ସହରର ତାପମାତ୍ରା ୪୦ ଉପରେ ରହିଛି । ଆସନ୍ତା କିଛି ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହିତ କେତେକ ସ୍ଥାନରେ କାଳବୈଶାଖୀର ସମ୍ଭାବନା…

କାଲି ରାଉରକେଲା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଉରକେଲା: ଆସନ୍ତାକାଲି ରାଉରକେଲା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ ସଜେଇ ହୋଇଛି ରାଉରକେଲା ସହର । ରାଉରକେଲା ସହର ସମେତ ସମ୍ପୂର୍ଣ୍ଣ ଜିଲ୍ଲାର ପ୍ରାୟ ତିନି ହଜାର ଛାତ୍ରଛାତ୍ରୀ ରାଷ୍ଟ୍ରପତିଙ୍କ ସମ୍ମୁଖରେ ସଙ୍ଗୀତ ଓ ନୃତ୍ୟ ପରିବେଷଣ କରିବେ । ପିଲାମାନେ…

ଅକ୍ଷୟ ତୃତୀୟାରେ ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍ କିଷାନ ଟଙ୍କା

ଭୁବନେଶ୍ୱର : ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ । କଟକସ୍ଥିତ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ରଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଖିମୁଠି ଅନୁକୂଳ କରିଛନ୍ତି। ପୂଜାର୍ଚ୍ଚନା ଓ ହୋମଯଜ୍ଞ ପରେ ଅନୁକୂଳ କରିଛନ୍ତି ଅଖିମୁଠି। ଉପମୁଖ୍ୟମନ୍ତ୍ରୀ କେ.ଭି…

ଭୋଟର ତାଲିକାରୁ କଟିଲା ୯ ଲକ୍ଷ ୮୦ ହଜାର ନାଁ

ଭୁବନେଶ୍ଵର : ରାଜ୍ୟରେ ଭୋଟ୍ ତାଲିକାରୁ କଟିଛି ୯ ଲକ୍ଷ ୮୦ ହଜାର ଭୋଟରଙ୍କ ନାଁ । ଭୋଟର ମ୍ୟାପିଂ ପ୍ରକ୍ରିୟା ଆରମ୍ଭ ହେବା ପରଠାରୁ ରାଜ୍ୟରେ ପ୍ରାୟ ୯.୮ ଲକ୍ଷ ନାମ ଭୋଟର ତାଲିକାରୁ ବାଦ୍ ପଡିଛି । କିନ୍ତୁ ଅନେକ ସ୍ଥାନରେ ଭୁଲ୍ ଭାବରେ ନାମ କଟାଯାଇଥିବା ନେଇ ଅଭିଯୋଗ ହୋଇଛି । ଏ…

ଜନଗଣନାରେ ଯାଇ ଶିକ୍ଷୟିତ୍ରୀ ନିଖୋଜ

ମୟୂରଭଞ୍ଜ : ଜନଗଣନାରେ ଯାଇ ଶିକ୍ଷୟିତ୍ରୀ ନିଖୋଜ । ନିଖୋଜ ଶିକ୍ଷୟିତ୍ରୀ ବାରିପଦା ବ୍ଲକ ଢେଙ୍କିନେଞ୍ଜିଆ ସରକାରୀ ପ୍ରାଥମିକ ବିଦ୍ୟାଳୟର ଜ୍ୟୋତ୍ସ୍ନାରାଣୀ ସାହୁ । ଗତ ୧୮ ତାରିଖ ଶନିବାର ଠାରୁ ଜନଗଣନା କରିବାକୁ ଯାଇ ନିଖୋଜ ଅଛନ୍ତି । ଶିକ୍ଷୟତ୍ରୀ ଜଣଙ୍କ ବାରିପଦା ସଦର ଥାନା…

ଗ୍ରୀଷ୍ମ ପ୍ରବାହ ପାଇଁ ୧୩ ଜିଲ୍ଲାରେ ସ୍କୁଲ ଛୁଟି, ଜାରି ରହିବ ପରୀକ୍ଷା ଓ ଜନଗଣନା କାର୍ଯ୍ୟ

ଭୁବନେଶ୍ୱର : ଅସହ୍ୟ ଖରାକୁ ଦେଖି ଛୁଟି ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି ଘୋଷଣା କରାଯାଇଛି । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଭୟଙ୍କର ହିଟ୍ ୱେଭକୁ ଦେଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା…

ଅଂଶୁଘାତରେ ଶିକ୍ଷକଙ୍କ ମୃତ୍ୟୁ ଅଭିଯୋଗ

ସୁବର୍ଣ୍ଣପୁର : ଜନ ଗଣନା ଡ୍ୟୁଟି କରିବାକୁ ଯାଇ ଅଂଶୁଘାତରେ ଶିକ୍ଷକଙ୍କ ମୃତ୍ୟୁ ଅଭିଯୋଗ l ଏଭଳି ଏକ ଅଭିଯୋଗ ଆସିଛି ସୁବର୍ଣ୍ଣପୁର ଜିଲ୍ଲାରୁ l ଜିଲ୍ଲାର ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ବମରାଜ ଗାଁର ବଂଶୀଧର ଭୋଇ ଆଜି ସୁନାପାଲି ଗାଁକୁ ଜନଗଣନା କରିବାକୁ…

ଜିଲ୍ଲାସ୍ତରୀୟ ଅକ୍ଷୟ ତୃତୀୟା କୃଷକ ଦିବସ ୨୦୨୬-୨୭

ଭଞ୍ଜନଗର, ୨୦/୦୪: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବେଣାକୁନ୍ଦସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ଜିଲ୍ଲା ସ୍ତରୀୟ 'କୃଷକ ଦିବସ' ମହାସମାରୋହରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମାନ୍ୟବର ବାଣିଜ୍ୟ ଓ ପରିବହନ, ଇସ୍ପାତ ଏବଂ ଖଣି ମନ୍ତ୍ରୀ ଶ୍ରୀଯୁକ୍ତ…

ଅକ୍ଷୟ ତୃତୀୟାରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: କୋଟପାଡ଼ରେ ପାଳିତ ହେଲା ଜିଲ୍ଲା ସ୍ତରୀୟ କୃଷକ ଦିବସ

କୋଟପାଡ଼ (ବସନ୍ତ ପେଗଡ଼): ପବିତ୍ର ଅକ୍ଷୟ ତୃତୀୟା ଅବସରରେ କୋରାପୁଟ ଜିଲ୍ଲା କୋଟପାଡ଼ସ୍ଥିତ ସରକାରୀ କୃଷି ଫାର୍ମ ପରିସରରେ ଜିଲ୍ଲା ସ୍ତରୀୟ 'କୃଷକ ଦିବସ' ଅତ୍ୟନ୍ତ ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି। ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ତଥା କୋରାପୁଟ ଜିଲ୍ଲା…

ଗଞ୍ଜାମରେ ୩ ଦିନ ପାଇଁ ସ୍କୁଲ ଛୁଟି : ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ନିଷ୍ପତ୍ତି

ବ୍ରହ୍ମପୁର : ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ସ୍କୁଲଗୁଡ଼ିକ ଆସନ୍ତା ୨୧ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ…