ବିଦ୍ୟାଳୟ ଓ ଅଙ୍ଗନବାଡି କେନ୍ଦ୍ର ଛୁଟି ଘୋଷଣା: ଶିକ୍ଷାଧିକାରୀଙ୍କ ନୀତିକୁ ନେଇ ଅଭିଭାବକଙ୍କ କ୍ଷୋଭ
ନୟାଗଡ଼: ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇବାରେ ଲାଗିଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନୟାଗଡ଼ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତ ରଞ୍ଜନ ପାଣ୍ଡେ ରବିବାର!-->…