ଭାରତୀୟ ମଜଦୂର ସଂଘ ରାମନାଗୁଡା ବ୍ଲକ ସମ୍ମିଳନୀରେ ନୂତନ କର୍ମକର୍ତ୍ତା ଚୟନ
ରାମନାଗୁଡା : ରାୟଗଡ଼ା ଜିଲ୍ଲା ରାମନାଗୁଡା ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ରାମନାଗୁଡା ଭାରତୀୟ ମଜଦୂର ସଂଘର ବ୍ଳକ ସମ୍ମିଳନୀ ସହ ନୂତନ କର୍ମକର୍ତ୍ତା ଚୟନ ରାଜ୍ୟ ଓ ଜିଲ୍ଲା ପଦାଧିକାରୀ ମାନଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଯାଇଛି।ସୂଚନା ଅନୁଯାୟୀ ଆଜି ପୂର୍ବାହ୍ନ ସମୟରେ ଭାରତୀୟ ମଜଦୂର!-->…