ଅପହରଣ କୁ ଚାରି ଦିନ ବିତିଲା ପୋଲିସ ହାତ ଖାଲି : ୨ କୋଟି ଟଙ୍କା ପାଇଁ ଜମି ବ୍ୟବସାୟୀଙ୍କୁ ଅପହରଣ…

ବ୍ରହ୍ମପୁର : ୨ କୋଟି ଟଙ୍କା ପାଇଁ ବ୍ୟବସାୟୀଙ୍କୁ ଅପହରଣ । ଗୋପାଳପୁର ଥାନା ସତ୍ୟନାରାୟଣପୁର ଗାଁରୁ ଆସିଛି ଏପରି ଅଭିଯୋଗ । ଗାଁର ସୁଧୀର ପାତ୍ରଙ୍କୁ ଗତ ଚାରିଦିନ ହେବ ନିଖୋଜ ଅଛନ୍ତି । ଏହା ମଧ୍ୟରେ ଅପହରଣକାରୀ ୨କୋଟି ଟଙ୍କା ମାଗିଥିବା ଜଣାପଡିଛି । ଗତ ୧୫ ତାରିଖରୁ ସୁଧୀର ନିଖୋଜ…

ଗାଁରେ ପଶି ଘର ଭାଙ୍ଗିଲା, ଚାଉଳ ବସ୍ତା ଉଠାଇ ନେଲା ଦନ୍ତା

ଦେବଗଡ଼: ଗାଁରେ ଦନ୍ତାର ଉପଦ୍ରବ । ଘର ଭାଙ୍ଗିଲା, ଚାଉଳ ବସ୍ତା ଉଠାଇନେଲା । ଦେବଗଡ ବନଖଣ୍ଡ କୁଣ୍ଢେଇଗୋଳା ସେକ୍ସନ ସଙ୍ଗାପସି ଗାଁରେ ଦୀର୍ଘ ସମୟ ଧରି ଦନ୍ତାହାତୀର ଉପଦ୍ରବ । ଘର ଭାଙ୍ଗିବା ସହିତ ଚାଉଳ ବସ୍ତା ଉଠାଇ ନେଇଛି । ଏଥିରେ ଗାଁର ରଜନୀ ନାୟକଙ୍କ ଘର ଭାଙ୍ଗି ବ୍ୟାପକ…

ତହସିଲଦାରଙ୍କୁ ଟ୍ରାକ୍ଟର ଚଢାଇ ହତ୍ୟା ଉଦ୍ୟମ ଘଟଣା: ୭ ଜଣଙ୍କୁ ବାନ୍ଧିଲା ପୁଲିସ

ଯାଜପୁର ରୋଡ଼: ତହସିଲଦାରଙ୍କୁ ଟ୍ରାକ୍ଟର ଚଢାଇ ହତ୍ୟା ଉଦ୍ୟମ ଘଟଣାରେ ୭ ଗିରଫ । ୬ ଟ୍ରାକ୍ଟର ସହ ଜେସିବି ମେସିନ ଜବତ । ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲଦାର ପ୍ରଶାନ୍ତ କୁମାର ପଣ୍ଡାଙ୍କୁ ହତ୍ୟା ଉଦ୍ୟମ କରାଯାଇଥିଲା । ବେଆଇନ ମାଟି ଚୋରିକୁ ରୋକିବାକୁ ଯାଇଥିବାବେଳେ ଆକ୍ରମଣ…

ଅପହରଣ ପରେ ସମ୍ପର୍କୀୟ ଭାଇକୁ ହତ୍ୟା

ପୋଲସରା: ସମ୍ପର୍କୀୟ ଭାଇ ସାଜିଲା ହତ୍ୟାକାରୀ । ଅପହରଣ ପରେ ଭାଇକୁ ହତ୍ୟା କଲା ଭାଇ । ଗଞ୍ଜାମ ଜିଲ୍ଲା ପୋଲସରା ଥାନା ମାଳ ତେନ୍ତୁଳିଆ ଗାଁରେ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ରାଜଦୀପ ସାହୁ । ଗତ ଗୁରୁବାରଠୁ ସେ ନିଖୋଜ ଥିଲେ । ଏନେଇ ପୋଲସରା ଥାନାରେ ଅଭିଯୋଗ କରିଥିଲେ ପରିବାର । …

ବ୍ରହ୍ମପୁର ଷ୍ଟେସନରୁ ସଂଖ୍ୟାଲଘୁ ସଂପ୍ରଦାୟର ୩୪ ଛାତ୍ରଙ୍କୁ ଉଦ୍ଧାର କଲା ଆରପିଏଫ…

ଭୁବନେଶ୍ବର: ବ୍ରହ୍ମପୁର ଷ୍ଟେସନରୁ ୩୪ ଛାତ୍ର ଉଦ୍ଧାର। ହାୱଡ଼ା-ସିକନ୍ଦରାବାଦ ଫାଲକନାମା ଏକ୍ସପ୍ରେସରୁ ୩୪ ଜଣ ସଂଖ୍ୟାଲଘୁ ସଂପ୍ରଦାୟର ଛାତ୍ରଙ୍କୁ ଉଦ୍ଧାର କଲା ଆରପିଏଫ । ୩୪ ଜଣ ଛାତ୍ର ପଶ୍ଚିମବଙ୍ଗ ଓ ବିହାର ଅଞ୍ଚଳର ହୋଇଥିବା ସୂଚନା। ଛାତ୍ର ମାନେ ପଶ୍ଚିମବଙ୍ଗରୁ…

ଦଣ୍ଡ ନାଁରେ ପିଲାଙ୍କ ପ୍ୟାଣ୍ଟରେ ବିଛୁଆତି ପୁରାଇ ଦେଲେ ପ୍ରଧାନଶିକ୍ଷକ, ଫାଟକ ଆଗରେ ଅଭିଭାବକଙ୍କ ଧାରଣା

ଯାଜପୁର ରୋଡ: ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ । ପିଲାଙ୍କ ପ୍ୟାଣ୍ଟରେ ବିଛୁଆତି ପୁରାଇଦେଲେ ପ୍ରଧାନ ଶିକ୍ଷକ । ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ କାଳିଆପାଣି ସାରୁଆବିଲ ସ୍କୁଲରୁ ଆସିଛି ସାଂଘାତିକ ଅଭିଯୋଗ। ପୂର୍ବରୁ ପ୍ରଧାନ ଶିକ୍ଷକଙ୍କ ନାଁରେ ବିଭିନ୍ନ ଅଭିଯୋଗ ହୋଇଥିଲା । ଏନେଇ…

ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ଗରମ ସହ ହିଟ୍ ୱେଭ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ କଲବଲ କରୁଛି ତାତି । ଆଗାମୀ ସପ୍ତାହରେ ଆହୁରି ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିବା ସମ୍ଭାବନା ରହିଛି । ଆସନ୍ତା ପାଞ୍ଚ ଦିନ ଯାଏ ତାତିରୁ ନାହିଁ ତ୍ରାହି । ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ଗରମ ସହ ହିଟ୍ ୱେଭ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆଜି ୩…

ଆସିକା ସୁନାମ୍ବ ସାହି ଋଷି କୂଲ୍ୟା ନଦୀ ଠାରେ ଜନସ୍ୱାସ୍ଥ୍ୟ ବିଭାଗ ଦ୍ଵାରା ବନ୍ଧା ଯାଇଥିବା ଘାଇକୁ ବାଲି ମାଫିଆ ମାନେ…

ପାନୀୟ ଜଳ ପାଇଁ ଲୋକେ ହାହାକାର ଏପଟେ ପ୍ରଶାସନ ନିରବ ଦ୍ରଷ୍ଟା …..!ବ୍ରହ୍ମପୁର: ଆସିକା ସହରରେ ପାନୀୟ ଜଳ ସମସ୍ୟା କୁ ଦେଖି ଆସିକା ଜନସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୁନାମ୍ବ ସାହି ସ୍ଥିତ ଋଷିକୂଲ୍ୟା ନଦୀର ଜଳକୁ ଘେରି ବନ୍ଧ କରି ବାନ୍ଧିଥିଲେ। ଗତ ଶନିବାର ରାତ୍ରରେ ଟ୍ରାକ୍ଟର ରେ ବାଲି…

ହାତୀ ସୁରକ୍ଷା ଦିଗହରା : ବେଲଘରରେ ପୁଣି ଏକ ଦନ୍ତା ହାତୀ ମୃତ : ୪ ମାସରେ ମଲେଣି ୩ ହାତୀ

ବାଲିଗୁଡା, ତା, ୧୮/୦୪: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ଅନ୍ତର୍ଗତ ବେଲଘର ରେଞ୍ଜର ଝିରିପାଣି ବିଟ୍ ଶିମିଳିପଦର ଜଙ୍ଗଲରେ ପୁଣି ଏକ ହାତୀର ମୃତ୍ୟୁ ଘଟିଛି। କିଛିଦିନ ହେବ କଳାହାଣ୍ଡି ଜିଲ୍ଲାରୁ ୨୬ ଟିକିଆ ହାତୀପଲ ବେଲଘର ରେଞ୍ଜ ଝିରିପାଣି ବିଟରେ ପ୍ରବେଶ କରିଥିବା ବେଳେ ପ୍ରାୟ ୧୦…

ଶିକ୍ଷକଙ୍କ ଅକାଳ ଦେହାନ୍ତ, ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ନୟାଗଡ଼, ୧୮/୦୪(ନିସର୍ତ୍ତ): ନୟାଗଡ଼ ଜିଲ୍ଲା ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ପାମ୍ପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ଅଟ୍ଟଙ୍କ ଅକାଳ ଦେହାନ୍ତ ଘଟିଥିବା ଖବର ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ମିଳିଥିବା ସୂଚନାନୁସାରେ, ତାଙ୍କର ନିଜ ଗାଁ…