ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ
ଛତ୍ରପୁର : ଗଞ୍ଜାମ ଜିଲ୍ଲା ସ୍ତରୀୟ ୧୫୬ ତମ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତି ଦୂତ ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ୧୨୧ତମ ଜୟନ୍ତୀ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ, ଗଞ୍ଜାମ ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ଛତ୍ରପୁର ମିଳିତ ଆନୁକୂଲ୍ୟରେ ଛତ୍ରପୁର ସ୍ଥିତ ଇନଡୋର ଷ୍ଟାଡିୟମ୍!-->…