ଇଲେକ୍ଟ୍ରି ଖୁଣ୍ଟରେ ପିଟି ହେଲା ବସ୍ : ୬ ମୃତ, ୧୫ରୁ ଅଧିକ ଆହତ
ପଞ୍ଜାବ : ପଞ୍ଜାବର ଫତେଗଡ଼ ସାହିବ ଜିଲ୍ଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁସାରେ, ବସ୍ସି ପଠାଣା ନିକଟରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏପର୍ଯ୍ୟନ୍ତ ୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୫ ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ଆହତଙ୍କୁ ତୁରନ୍ତ!-->…