NIELIT ଡିଜିଟାଲ୍ ବିଶ୍ୱବିଦ୍ୟାଳୟ ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
ନୂଆଦିଲ୍ଲୀ: କେନ୍ଦ୍ର ରେଳ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା, ସୂଚନା ଏବଂ ପ୍ରସାରଣ ମନ୍ତ୍ରୀଅଶ୍ୱିନୀ ବୈଷ୍ଣବ ନୂଆଦିଲ୍ଲୀରେ ଏନଆଇଇଏଲଆଇଟି ଡିଜିଟାଲ୍ ବିଶ୍ୱବିଦ୍ୟାଳୟ ପ୍ଲାଟଫର୍ମର ଲୋକାର୍ପଣ କରିଛନ୍ତି। ଉଚ୍ଚମାନର ଡିଜିଟାଲ୍ ଶିକ୍ଷାର ଉପଲବ୍ଧତାକୁ ସାର୍ବଜନୀନ!-->…