ଛେନାପୋଡ଼କୁ ମିଳିବ GI ଟ୍ୟାଗ୍ !
ଭୁବନେଶ୍ୱର: ଛେନପୋଡ଼ ଦିବସର ଦିନକ ପରେ ଛେନାପୋଡ଼କୁ ନେଇ ଆସିଲା ଖୁସି ଖବର । ନୟାଗଡ଼ ଛେନାପୋଡ଼କୁ ମିଳିବ GIଟ୍ୟାଗ୍ । ଖୁବ ଶୀଘ୍ର ମିଳିବ ଭୌଗୋଳିକ ସୂଚକ, GI ଟ୍ୟାଗ୍ । ଏ ନେଇ ପଥ ପରିସ୍କାର ହୋଇଛି । ଛେନାପୋଡ଼ ପାଇଁ GI Tag ଆବେଦନ ପଞ୍ଜିକୃତ ହୋଇସାରିଛି । ଏ ବିଷୟରେ!-->…