ନିଆରା ଢଙ୍ଗରେ ପୋଲିସ ଓ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ସଚେତନତା
ମାଲକାନଗିରି, ୯।୪ : ମାଲକାନଗିରି ଜିଲ୍ଲାରେ ଦିନକୁ ଦିନ ବିଭିନ୍ନ ଅଞ୍ଚଳରେ ଦୁର୍ଘଟଣା ବଢ଼ିବାରେ ଲାଗିଛି। ଯାହା ଫଳରେ ଅନେକ ଜନ ଜୀବନ କ୍ଷତିଗ୍ରସ୍ତ ହେଉଛନ୍ତି। ତେବେ ଏହାକୁ ଦୂର କରିବା ଓ ଲୋକଙ୍କ ମଧ୍ୟରେ ସଡ଼କ ସୁରକ୍ଷା ଜୀବନ ରକ୍ଷା ସଚେତନତା ନିମନ୍ତେ ମାଲକାନଗିରି ଜିଲ୍ଲା ପୁଲିସ!-->…