୮ଟି ଗୁରୁତ୍ବପୂର୍ଣ୍ଣ ଟ୍ରାନ୍ସମିସନ୍ ଲାଇନ୍ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ, ମିଳିବ ବିଶ୍ବସ୍ତରୀୟ ଗୁଣାତ୍ମକ ବିଦ୍ୟୁତ…
ଭୁବନେଶ୍ୱର : ଭୁବନେଶ୍ୱରର ବିଦ୍ୟୁତ୍ ସରବରାହ ବ୍ୟବସ୍ଥାକୁ ବିଶ୍ୱସ୍ତରୀୟ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବାଲିଅନ୍ତା ଠାରେ ୩ଟି ନୂତନ ଗ୍ରୀଡ୍ ସବ୍ ଷ୍ଟେସନ ଓ ୮ଟି ଗୁରୁତ୍ବପୂର୍ଣ୍ଣ ଟ୍ରାନ୍ ସମିସନ ଲାଇନ୍ ଉଦ୍ଘାଟନ କରିଛନ୍ତି ।
ସୂଚନାଯୋଗ୍ୟ ଯେ ପ୍ରାୟ ୬୦୦!-->!-->!-->…