ଗ୍ୟାସ କଳାବଜାରୀ: ପେଟ୍ରୋଲ ପମ୍ପରେ ମିଳିବ ୫ କେଜି ସିଲିଣ୍ଡର

ଭୁବନେଶ୍ୱର : ଗ୍ୟାସ ଅଭାବ ସମୟରେ ଯୋଗାଣ ବିଭାଗର ବଡ଼ ପଦକ୍ଷେପ । ପେଟ୍ରୋଲ ପମ୍ପରେ ମିଳିବ ୫ କେଜି ସିଲିଣ୍ଡର । ସହଜ ଉପଲବ୍ଧତା ପାଇଁ ନୂଆ ବ୍ୟବସ୍ଥା କରାଯାଇଛି। କଲେଜ ଓ ଶିଳ୍ପାଞ୍ଚଳ ନିକଟ ପେଟ୍ରୋଲ ପମ୍ପରେ ଗ୍ୟାସ୍ ମିଳିବ। ଆଇଡି କାର୍ଡ ଦେଖାଇ ସିଧାସଳଖ ପେଟ୍ରୋଲ ପମ୍ପରୁ…

ଆଜିଠୁ କମିବ କାଳବୈଶାଖୀ ପ୍ରଭାବ, ୧୨ରୁ ବଢ଼ିବ ତାତି, ଗୁଳୁଗୁଳି

ଭୁବନେଶ୍ୱର : ଆଜିଠୁ କମିବ କାଳବୈଶାଖୀ ପ୍ରଭାବ । ୧୨ରୁ ଗରମ, ଗୁଳୁଗୁଳି । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୧୨ରୁ ୧୪ ତାରିଖ ଯାଏଁ ଗରମ ଓ ଗୁଳୁଗୁଳିର ପ୍ରଭାବ ବହୁ ଅଧିକ ରହିବ । ୧୪ ଜିଲ୍ଲାରେ ଜନସାଧାରଣଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯିବା ସହ ୟେଲୋ ୱାର୍ଣ୍ଣିଂ…

LPG କଳାବଜାରୀ: ରାଜ୍ୟବ୍ୟାପୀ ଚଢ଼ାଉ ଜୋରଦାର, ୩୪୩୫ ସିଲିଣ୍ଡର ଜବତ

ଭୁବନେଶ୍ୱର: ରାଜ୍ୟରେ ଏଲପିଜି ଗ୍ୟାସ ଯୋଗାଣ ସ୍ୱାଭାବିକ ରହିଛି । ମାତ୍ର ବିଭିନ୍ନ କାରଣ ଦର୍ଶାଇ କିଛି କଳାବଜାରୀ ଓ ଅସାଧୁ ବ୍ୟକ୍ତି ବେଆଇନ ଭାବରେ ଗ୍ଯାସ ସିଲିଣ୍ଡର ମହଜୁଦ ରଖିବା ଖବର ସରକାରଙ୍କ ଦୃଷ୍ଟିକୁ ଆସିଛି । ଏହାକୁ ପ୍ରତିହତ କରିବା ପାଇଁ ଯୋଗାଣ ବିଭାଗ ପକ୍ଷରୁ ଦୃଢ଼…

ଖରାଛୁଟି ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ମିଳିବ ୟୁନିଫର୍ମ: ବଣ୍ଟନ ପ୍ରକ୍ରିୟା ଶେଷ ପାଇଁ ଓସେପାର ନିର୍ଦ୍ଦେଶ

ଭୁବନେଶ୍ୱର: ସମସ୍ତ ଜିଲ୍ଲାର ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଓସେପାର ନିର୍ଦ୍ଦେଶ । ଖରାଛୁଟି ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ ଦେବାକୁ ନିର୍ଦ୍ଦେଶ। ଖରାଛୁଟି ଆରମ୍ଭ ହେବା ପୂର୍ବରୁ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ବଣ୍ଟାଯିବ ୟୁନିଫର୍ମ। ୟୁନିଫର୍ମ ବଣ୍ଟନ ପ୍ରକ୍ରିୟା ଶେଷ ପାଇଁ…

ସାରଳାଙ୍କ ପଣାସଂକ୍ରାନ୍ତି ଓ ଚନ୍ଦନ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ

ଝଙ୍କଡ଼ : ବାଣୀକ୍ଷେତ୍ର ଝଙ୍କଡ଼ର ଅଧିଷ୍ଠାତ୍ରୀ ଦେବୀ ମା ସାରଳା ଠାକୁରାଣୀ ଙ୍କ ସର୍ବବୃହତମ ଜନବହୁଳ ପର୍ବ, ମହାବିଷୁବ ପଣାସଂକ୍ରାନ୍ତି, ଝାମୁଯାତ୍ରା ଓ ଅକ୍ଷୟତୃତୀୟା ଠାରୁ ଦୀର୍ଘ ଏକୋଇଶିଦିନ ବ୍ୟାପି ଚନ୍ଦନଯାତ୍ରା, କିପରି ଶାନ୍ତିଶୃଙ୍ଖଳା ଓ ପବିତ୍ରତା ର ସହିତ ପାଳନ କରାଯିବ, ତାହାର…

ଓଡ଼ିଆ ପକ୍ଷ ଅବସରରେ “ଆସ ବହିଟିଏ କିଣିବା” ଅଭିଯାନର ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ

ପୁସ୍ତକ ଚିରସ୍ଥାୟୀ ତେଣୁ ଫୁଲତୋଡ଼ା ବଦଳରେ ପୁସ୍ତକ ଉପହାର ଦିଅନ୍ତୁ : ଜିଲ୍ଲା ପ୍ରଶାସନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅସ୍ଥାୟୀ ପୁସ୍ତକ ବିକ୍ରୟ କେନ୍ଦ୍ର ତଥା ପୁସ୍ତକ ପ୍ରଦର୍ଶନୀ ଛତ୍ରପୁର, ତା ୯/୪: ରାଜ୍ୟରେ ଅପ୍ରେଲ ମାସ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ…

ଉଛୁଳିଲା ସେୟାର ବଜାର, ପୁଣି ବଢିଲା ସୁନା ଦର

ନୂଆଦିଲ୍ଲୀ: ପଶ୍ଚିମ ଏସିଆରେ ଅସ୍ତ୍ରବିରତି ଏବଂ ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ହ୍ରାସ ଯୋଗୁଁ ଆଜି ଏସୀୟ ବଜାରରେ ତୀବ୍ର ବୃଦ୍ଧି ଘଟିଛି। ଏହାର ପ୍ରତିଫଳନ ଘରୋଇ ଷ୍ଟକ୍ ବଜାର ଉପରେ ମଧ୍ୟ ପଡୁଛି। ପ୍ରାରମ୍ଭିକ କାରବାରରେ ବିଏସଇ ସେନସେକ୍ସ ୨୭୦୦ ପଏଣ୍ଟରୁ ଅଧିକ ବୃଦ୍ଧି ପାଇଥିଲା। ଯେତେବେଳେ…

ସୁଭଦ୍ରା ଶକ୍ତି ଓ ଆତ୍ମ ନିର୍ଭର ଭାରତ ସ୍ୱଦେଶୀ ମେଳାର ତୃତୀୟ ଦିବସ…

ସ୍ୱକୀୟ ଶିଳ୍ପକଳା ଓ ସଂସ୍କୃତି ବ୍ରହ୍ମପୁରକୁ ଏକ ସ୍ୱତନ୍ତ୍ର ପରିଚୟ ଦେଇଛି: ମନ୍ତ୍ରୀ ଶ୍ରୀ ହରିଚନ୍ଦନ ବ୍ରହ୍ମପୁର ସମେତ ଓଡ଼ିଶାର ଦଶଟି ପ୍ରମୁଖ ସହରର ହେବ ବ୍ୟାପକ ଉନ୍ନତିକରଣ : ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଓଡିଶା ସରକାରଙ୍କ 2036 ସୁଦ୍ଧା ବିକଶିତ ଓଡିଶା ଗଠନର ଲକ୍ଷ୍ୟ ପୂରଣ ପାଇଁ…

ନିର୍ବାଚନ ପ୍ରଚାର ବେଳେ ଗୁଜରାଟୀଙ୍କ ଉପରେ ଟିପ୍ପଣୀ ଦେଇ କ୍ଷମା ମାଗିଲେ ମଲ୍ଲିକାର୍ଜୁନ ଖଡଗେ

ନୂଆଦିଲ୍ଲୀ : କେରଳ ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ଗୁଜରାଟ ଲୋକଙ୍କ ଉପରେ ଦେଇଥିବା ଟିପ୍ପଣୀକୁ ନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ କ୍ଷମା ମାଗିଛନ୍ତି । ସେ ଜାଣିଶୁଣି ଏଭଳି ଟିପ୍ପଣୀ ଦେଇନଥିଲେ, ଆଉ ଏହାକୁ ଜାଣିଶୁଣି ଭୁଲ୍ ଭାବେ ଦର୍ଶାଯାଉଛି, ତଥାପି ସେ ଦୁଃଖିତ…

ତୁରନ୍ତ ଇରାନ ଛାଡ଼ିବାକୁ ଭାରତୀୟଙ୍କ ପାଇଁ ଆଡଭାଇଜରୀ ଜାରି କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : ଆମେରିକା-ଇରାନ ଯୁଦ୍ଧବିରତି ମଧ୍ୟରେ କେନ୍ଦ୍ର ସରକାର ଭାରତୀୟମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି । ଯେଉଁଥିରେ ଭାରତୀୟମାନଙ୍କୁ ଯଥାଶୀଘ୍ର ଇରାନ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏପରିକି କେନ୍ଦ୍ର ସରକାର ଭାରତୀୟମାନଙ୍କ ପାଇଁ ହେଲ୍ପଲାଇନ୍ ନମ୍ବର ମଧ୍ୟ…