ଆମେରିକା ଓ ଇରାନ ମଧ୍ୟରେ ଯୁଦ୍ଧ ବିରତିକୁ ସମର୍ଥନ ଜଣାଇଲା ଇସ୍ରାଏଲ

ନୂଆଦିଲ୍ଲୀ : ଆମେରିକା ଓ ଇରାନ ମଧ୍ୟରେ ହୋଇଥିବା ଯୁଦ୍ଧ ବିରାମକୁ ଇସ୍ରାଏଲ ସମର୍ଥନ ଦେଇଛି । ଯୁଦ୍ଧ ବିରତି ପରେ ଇସ୍ରାଏଲର ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଇସ୍ରାଏଲର ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ତରଫରୁ ଇରାନ ସହିତ ଯୁଦ୍ଧ ବିରାମରେ ଆମେରିକାର ନିଷ୍ପତ୍ତିକୁ ସ୍ବାଗତ…

ଓଡିଆ ପକ୍ଷ ଅବସରରେ ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନାର ରକ୍ତଦାନ ଶିବିର

ବାଲିଗୁଡା, (୦୮/୦୪) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନାର ମିଳିତ ପ୍ରଚେଷ୍ଟାରେ ଓଡିଆ ପକ୍ଷ ଅବସରରେ ଆୟୋଜିତ ରକ୍ତଦାନ ଶିବିରରେ ୧୫ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି l ଅଧ୍ଯକ୍ଷ ତଥା ଯୁବ ରେଡକ୍ରସ୍ ଜିଲ୍ଲା ସଂଯୋଜକ ଡ.ବିଭୂତି…

ଆସାମ, କେରଳ ଓ ପୁଡୁଚେରୀ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଶେଷ, ୯ରେ ମତଦାନ

ନୂଆଦିଲ୍ଲୀ : ଆସାମ, କେରଳ ଓ ପୁଡୁଚେରୀ ବିଧାନସଭା ନିର୍ବାଚନ ପ୍ରଚାର କାର୍ଯ୍ୟ ଶେଷ ହୋଇଛି । ଆସନ୍ତା ୯ ତାରିଖ ଏହି ରାଜ୍ୟଗୁଡିକରେ ଭୋଟଗ୍ରହଣ କରାଯିବ । ଆସାମ ବିଧାନସଭାର ୧୨୬, କେରଳର ୧୪୦ ଏବଂ ପୁଡୁଚେରୀର ୩୦ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ନିର୍ବାଚନ ଫଳାଫଳ…

ଜଙ୍ଗଲୀ ଜନ୍ତୁଙ୍କ ଆକ୍ରମଣରେ ବାଛୁରୀ ଛୁଆ ମୃତ

ବାଲିଗୁଡା, ତା, ୦୮/୦୪: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀଗାଁ ବାନାଞ୍ଚଳ କାର୍ଯ୍ୟାଳୟ ଠାରୁ ପ୍ରାୟ ଦେଢ଼ କିମି ଦୂର ବଡ଼ଶଙ୍ଖ ନିକଟରେ ଗୋଟିଏ ବାଛୁରୀ ଛୁଆ ମରି ପଡ଼ିଥିବା ବେଳେ ଆଉ ଗୋଟିଏ ଆହତ ହୋଇଥିବା ଦେଖିବାକୁ ମିଳିଛି l ସୂଚନା ଅନୁସାରେ ଦୁଇଟି ବାଛୁରୀ ଛୁଆ…

ଯୁଦ୍ଧବିରତି ଘୋଷଣା ପରେ ହର୍ମୁଜ ପ୍ରଣାଳୀ ଖୋଲିବାକୁ ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ: ହର୍ମୁଜ ପ୍ରଣାଳୀ ଖୋଲିବାକୁ ଇରାନର ସର୍ତ୍ତ । ଆମେରିକା ପକ୍ଷରୁ ଯୁଦ୍ଧବିରତି ଘୋଷଣା ହେବା ପରେ ଇରାନର ‘ଉଚ୍ଚସ୍ତରୀୟ ଜାତୀୟ ସୁରକ୍ଷା ପରିଷଦ’ ଏହାକୁ ଗ୍ରହଣ କରିଛି । ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାଗଚି କହିଛନ୍ତି ଯେ, ଯଦି ଆମେରିକା ଏବଂ ଇସ୍ରାଏଲ୍ ଇରାନ ଉପରେ…

ଯୁଦ୍ଧବିରତି ପରେ ୧୭% କମିଲା ତେଲ ଦର !

ନୂଆଦିଲ୍ଲୀ: ଯୁଦ୍ଧବିରତି ପରେ ୧୭% କମିଲା ତେଲ ଦାମ!। ଆଜି ବିଶ୍ୱ ଶକ୍ତି ବଜାରରେ ଇତିହାସର ଏକ ବଡ଼ ଧରଣର ଦର ହ୍ରାସ ଦେଖିବାକୁ ମିଳିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା କରିବା ପରେ, ବିଶ୍ୱ ଅର୍ଥନୀତି ଉପରେ ଘୋଟିଥିବା…

ଇରାନ ସହ ୨ ସପ୍ତାହ ପାଇଁ ଶାନ୍ତି ଚୁକ୍ତି କଲେ ଟ୍ରମ୍ପ

ନୂଆଦିଲ୍ଲୀ: ଟଳିଲା ମହାଯୁଦ୍ଧର ବିପଦ! ଟ୍ରମ୍ପଙ୍କ ବଡ଼ ନିଷ୍ପତ୍ତି । ଇରାନ ସହ ୨ ସପ୍ତାହ ପାଇଁ ଶାନ୍ତି ଚୁକ୍ତି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା କରିଛନ୍ତି । ନିଜେ ସେଟ୍ କରିଥିବା ଡେଡଲାଇନ୍ ଶେଷ ହେବାର ମାତ୍ର କିଛି…

ସୋସିଆଲ ମିଡିଆରେ ଅଶ୍ଲୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ଵର:ସୋସିଆଲ ମିଡିଆ ୟୁଜର୍ସ ସାବଧାନ। ସୋସିଆଲ ମିଡିଆରେ ଅଶ୍ଲୀଳ କିମ୍ବା ଅପଶବ୍ଦ ବ୍ୟବହାର କରୁଛନ୍ତି କି ହୋଇଯାଆନ୍ତୁ ସାବଧାନ। ଏଣିକି ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର କଠୋର ଆଇନ ଆଣିବେ। ସୋସିଆଲ ମିଡିଆରେ…

ନିଆରା ଢଙ୍ଗରେ ଜନ୍ମଦିନ ପାଳିଲେ ସମାଜସେବୀ

ବାଲିଗୁଡା : ନିଆରା ଭାବେ ନିଜ ଜନ୍ମ ଦିନ ପାଳନ କଲେ ସମାଜ ସେବୀ l ନିଜ ସନ୍ତାନଙ୍କ ଠାରୁ ବିତାଡିତ ହୋଇ ଜରା ନିବାସ ରେ ଜୀବନ ଅତିବାହିତ କରୁଥିବା ଅନ୍ତେବାସୀ ଙ୍କ ସହ ପାଳିଲେ ଜନ୍ମ ଦିନ l ନିଜ ଜନ୍ମ ଦିନକୁ ଏପରି ନିଆରା ଭାବରେ ପାଳନ କରିଛନ୍ତି ବାଲିଗୁଡା ସହର ର ସୁଖ ଦୁଃଖ ର ସାଥି ତଥା…

ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଲେ ସସ୍ମିତ ପାତ୍ର

ଭୁବନେଶ୍ୱର : ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଲେ ସସ୍ମିତ ପାତ୍ର। ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଲେ ଇସ୍ତଫା ପତ୍ର। ସସ୍ମିତ ପାତ୍ର ୨୦୨୨ରେ ଦ୍ବିତୀୟ ଥର ପାଇଁ ରାଜ୍ୟସଭାକୁ ଯାଇଥିଲେ। ତାଙ୍କୁ ସଂସଦୀୟ ଦଳ ନେତା କରିଥିଲା ବିଜେଡି। ଆଜି ସେ ସଂସଦୀୟ ଦଳ ନେତା…