ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଚିତ୍ରକୋଣ୍ଡା ବିଏସଏଫ ପକ୍ଷରୁ ରକ୍ତଦାନ ଓ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ
ଚିତ୍ରକୋଣ୍ଡା: ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡାଠାରେ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ବିଏସଏଫ (BSF) ୧୭୭ ବାହିନୀ ପକ୍ଷରୁ ଏକ ମହତ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ବାହିନୀ ତରଫରୁ ଏକ ରକ୍ତଦାନ ଶିବିର ଏବଂ ଚକ୍ଷୁ ପରୀକ୍ଷା କେନ୍ଦ୍ର ଆୟୋଜନ!-->!-->!-->…