ବିରାଗୁଡ଼ା ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ କାର୍ଯ୍ୟକ୍ରମ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ବିରାଗୁଡ଼ା ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଶିଶୁ ବାଟିକାରେ ସାତ ଜଣ ଶିଶୁ ନୂତନ ଭାବରେ ନାମ ଲେଖାଇଛନ୍ତି । ନୂତନ ଭାବରେ ବିଦ୍ୟାଳୟକୁ ଖଡ଼ି!-->…