ଭାରତ-ଚୀନ ମଧ୍ୟରେ ପୁଣି ଆରମ୍ଭ ହେବ ବିମାନ ସେବା
ନୂଆଦିଲ୍ଲୀ: ଭାରତ ଏବଂ ଚୀନ ମଧ୍ୟରେ ଲମ୍ବା ସମୟ ଧରି ବିମାନ ସେବା ବନ୍ଦ ରହିଥିଲା । ଯାହା ପୁଣି ଆରମ୍ଭ ହେବାକୁ ଯାଉଛି । ଦୁଇ ଦେଶ ମଧ୍ୟରେ ସମ୍ପର୍କ ସ୍ବାଭାବିକ ହେବାରୁ ଏହି ପଦକ୍ଷେପ ନିଆଯାଇଛି । ଭାରତ ଏବଂ ଚୀନ ମଧ୍ୟରେ ସିଧାସଳକ ଭାବେ IndiGo ଏୟାରଲାଇନ୍ ସେବା ଅକ୍ଟୋବର ୨୬ରୁ!-->…